2024

ଲେବାନନରେ ଇସ୍ରାଏଲର ସବୁଠାରୁ ବଡ଼ ହମଲା: ୫୫୮ ମୃତକଙ୍କ ମଧ୍ୟରେ ୫୦ ଶିଶୁ

ମଧ୍ୟପ୍ରାଚ୍ୟର ସୁଇଜରଲ୍ୟାଣ୍ଡ କୁହାଯାଉଥିବା ଲେବାନନ ଏବେ ପୂରା ଛାରଖାର ହୋଇଯାଇଛି। ଦକ୍ଷିଣ ଲେବାନନରେ ଇସ୍ରାଏଲ କରିଛି ସବୁଠାରୁ ବଡ଼ ହମଲା। ବିଦ୍ରୋହୀ ସଂଗଠନ ହେଜବୁଲ୍ଲାକୁ ଟାର୍ଗେଟ କରି ଇସ୍ରାଏଲ କରିଥିବା ଘନଘନ ରକେଟ ଓ ବୋମା ମାଡ଼ରେ ସବୁ କିଛି ମାଟିରେ…

ଧାରଣାରେ ସଫେଇ କର୍ମଚାରୀ, ଦୁର୍ଗନ୍ଧରେ ଫାଟି ପଡୁଛି କ୍ୟାପିଟାଲ ହସପିଟାଲ ପରିବେଶ

ଭୁବନେଶ୍ୱର: ଦୁର୍ଗନ୍ଧରେ ଫାଟି ପଡୁଛି କ୍ୟାପିଟାଲ ହସପିଟାଲ ପରିବେଶ । ସବୁ ଆଡ଼େ ପଡ଼ି ରହିଛି ଅଳିଆ ଆବର୍ଜନା । ଗତକାଲି ଠୁଁ ସଫେଇ କର୍ମଚାରୀ ଧାରଣାରେ ବସିଥିବା ବେଳେ ହସ୍ପିଟାଲ ଭିତର ପରିବେଶ ଅବସ୍ଥା ନ କହିବା ଭଲ ।…

ଟ୍ରକ୍‌ରେ ନିଆଁ ଲାଗି ପୋଡ଼ିଗଲା ୩୦ ଟନ୍‌ ଡାଲି

ନିଆଳି: ଚଳନ୍ତା ଡାଲି ଟ୍ରକ୍‌ରେ ଲାଗିଲା ନିଆଁ। ପୋଡ଼ିଗଲା ୩୦ ଟନ୍‌ ଡାଲି। କଟକ ଜିଲ୍ଲା ଅଡ଼ଶପୁର-ନିଆଳି ରାସ୍ତାର ଅମଣାକୁଦ ଛକରେ ଏହି ଘଟଣା ଘଟିଛି। ନିଆଁ ଆୟତ୍ତ କଲା ଅଡ଼ଶପୁର ଓ ନିଆଳି ଅଗ୍ନିଶମ ବାହିନୀ। ବଶଃତ ଟ୍ରକ୍‌ ଡ୍ରାଇଭରର…

ଭାରତରେ ଚିହ୍ନଟ ହେଲା ଏମପକ୍ସ କ୍ଲେଡ୍-୧ର ପ୍ରଥମ ମାମଲା

ନୂଆଦିଲ୍ଲୀ: ଭାରତରେ ଏମପକ୍ସ କ୍ଲେଡ୍-୧ର ପ୍ରଥମ ମାମଲା ସାମ୍ନାକୁ ଆସିଛି। ଗତ ସପ୍ତାହରେ କେରଳର ମଲ୍ଲାପୁରମରେ ଏହି ସଂକ୍ରମଣ ଚିହ୍ନଟ ହୋଇଛି। ସଂକ୍ରମିତ ବ୍ୟକ୍ତିଙ୍କ ବୟସ ୩୮ ବର୍ଷ ଏବଂ ସେ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ରୁ ଘରକୁ ଫେରିଥିଲେ। ଏହି…

୨୦ ଦିନ ପରେ ମିଳିଲା ଯୁବକଙ୍କ ମୃତଦେହ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ମହାନଦୀ ସେତୁ ଉପରୁ ଚପଲ ବାଇକ୍ ଉଦ୍ଧାର ଘଟଣା । ୨୦ ଦିନ ପରେ ମିଳିଲା ଯୁବକଙ୍କ ମୃତଦେହ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଭୁଦୋବର ନିକଟସ୍ଥ ମହାନଦୀ କୂଳରେ ଏକ ମୃତ ଦେହ ଭାସୁଥିବା ଦେଖି…

କଙ୍ଗନାଙ୍କୁ କଂଗ୍ରେସର ଚେତାବାନୀ: ସୋନିଆ ଗାନ୍ଧିଙ୍କୁ କ୍ଷମା ମାଗ

ବିଜେପି ସାଂସଦ କଙ୍ଗନା ରାଣାୱତଙ୍କୁ କଡ଼ା ଚେତାବନୀ ଦେଇଛି କଂଗ୍ରେସ। ହିମାଚଳ ପ୍ରଦେଶର କ୍ଷମତାସୀନ କଂଗ୍ରେସ ସରକାର ବେଆଇନ ଭାବେ ବିପର୍ଯ୍ୟୟ ପରିଚାଳନା ପାଇଁ ଆସୁଥିବା ପାଣ୍ଠିକୁ ସୋନିଆ ଗାନ୍ଧିଙ୍କ ପାଖକୁ ପଠାଉଥିବା କଙ୍ଗନା ଅଭିଯୋଗ କରିଥିଲେ। ଏହା ଉପରେ ହିମାଚଳର…

କ୍ଷୀରରେ ଅପମିଶ୍ରଣ ଅଭିଯୋଗ, କମ୍ପାନୀ ପରିସରରେ ଚାଲିଛି ଯାଞ୍ଚ

କଟକ : ସାଲେପୁର ଆତୋଡା ମହାନଦୀ ପଠାରେ ଥିବା ରୋହିଣୀ କ୍ଷୀର କମ୍ପାନୀରେ ଅପମିଶ୍ରଣ ହେଉଥିବା ସୂଚନା । ଜଗତପୁର ପୋଲିସ ଓ ଫୁଡ୍ ବିଭାଗ ପକ୍ଷରୁ ଚଢାଉ । ବରିଷ୍ଠ ଅଧିକାରୀ ମାନଙ୍କ ପକ୍ଷରୁ କମ୍ପାନୀ ପରିସରରେ ବିଭିନ୍ନ ଦିଗକୁ…

ଜିଲ୍ଲା ବୁଲିଲା ବେଳେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏଣିକି ଜିଲ୍ଲା ଜିଲ୍ଲା ଯାଇ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ ବେଳେ ତିଆରି ହେବ ସ୍ବତନ୍ତ୍ର ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ । ଏନେଇ ସୂଚନା ଦେଇଛନ୍ତି, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ମନ୍ତ୍ରୀ…

କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ଲୋକଙ୍କ ଠାରୁ ଗଣତାନ୍ତ୍ରିକ ଅଧିକାର ଛଡ଼ାଇ ନେଇଛନ୍ତି: ରାହୁଲ

ଲୋକସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ସୋମବାର ପୁଣିଥରେ ଜମ୍ମୁ-କଶ୍ମୀର ପାଇଁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ଦୋହରାଇଛନ୍ତି। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରର ଲୋକଙ୍କ ଠାରୁ ସେମାନଙ୍କର ଗଣତାନ୍ତ୍ରିକ…

ଭରତପୁର ଥାନାରେ ସିସିଟିଭି ନ ଥିବାରୁ ଉଦବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ

ଭୁବନେଶ୍ବର : ହାଇକୋର୍ଟରେ ବହୁ ଚର୍ଚ୍ଚିତ ଭରତପୁର ଥାନା ମାମଲା । ସିସିଟିଭି ନ ଥିବାରୁ ହାଇକୋର୍ଟଙ୍କ ଉଦବେଗ । ଥାନାରେ ସିସିଟିଭି ନ ଥିବାରୁ ଉଦବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ । ଘଟଣା ନେଇ ବରିଷ୍ଠ IPS ଦୟାଲ ଗଙ୍ଗୱାରଙ୍କୁ…