ICMRର ଚିନ୍ତାଜନକ ରିପୋର୍ଟ: UTI, ଟାଇଫଏଡ ଓ ନିମୋନିଆ ଉପରେ କାମ କରୁନି ଆଣ୍ଟିବାୟୋଟିକ
ୟୁରିନାରୀ ଟ୍ରାକ୍ଟ ଇନଫେକ୍ସ (UTI), ବ୍ଲଡ୍ ଇନଫେକ୍ସନ, ନିମୋନିଆ ଏବଂ ଟାଇଫଏଡ ଭଳି ରୋଗ ଉପରେ ସାଧାରଣ ପ୍ରକାର ଆଣ୍ଟିବାୟୋଟିକ୍ କାମ୍ କରୁନାହିଁ। ଏକଥା ଆମେ କହୁନୁ, ଭାରତର ମେଡିକାଲ ଗବେଷଣା ସଂସ୍ଥା ଆଇସିଏମଆରର ସଦ୍ୟତମ ରିପୋର୍ଟରେ ଏହା ପ୍ରକାଶ ପାଇଛି।…
