2024

ଭରତପୁର ଥାନା ବିବାଦରେ ତନାଘନା ତଦନ୍ତ, ଗିରଫ ହୋଇପାରନ୍ତି ଥାନାର ନିଲମ୍ବିତ ଆଇଆଇସି

ଭୁବନେଶ୍ବର : ଭରତପୁର ଥାନା ବିବାଦରେ ତନାଘନା ତଦନ୍ତ । ଗିରଫ ହୋଇ ପାରନ୍ତି ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର । ଆର୍ମୀ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଓ ଯୌନ ନିର୍ଯାତନା ଘଟଣାରେ ତଦନ୍ତ ଚଳାଇଛି କ୍ରାଇମବ୍ରାଞ୍ଚ ।…

ଆମେରିକାରେ ଆଖିବୁଜା ଗୁଳିମାଡ଼; ୪ ମୃତ

ଆମେରିକାର ଅଲବାମାରେ ଆଖିବୁଜା ଗୁଳିମାଡ଼ ହୋଇଛି। ଏଥିରେ ଚାରି ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଗତକାଲି ରାତିରେ ଏହି ଗୁଳିମାଡ଼ ହୋଇଥିଲା। ରିପୋର୍ଟ ଅନୁସାରେ, ଅଲବାମାର ବର୍ମିହାମ ଫାଇଭ୍ ପଏଣ୍ଟ ସାଉଥ୍ ଅଞ୍ଚଳରେ କିଛି ଦୁର୍ବୃତ୍ତ…

ଗିରଫ ହେଲେ ବାଲେଶ୍ବର ଗ୍ରାମ୍ୟ ନିର୍ମାଣ ମଣ୍ଡଳର ମୁଖ୍ୟଯନ୍ତ୍ରୀ

ଭୁବନେଶ୍ଵର: ଗିରଫ ହେଲେ ବାଲେଶ୍ଵର ଗ୍ରାମ୍ୟ ନିର୍ମାଣ ମଣ୍ଡଳ ମୁଖ୍ୟଯନ୍ତ୍ରୀ ଏନ ଭି ହରିହର ରାଓ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶନିବାର ଦିନ ହରିହର ରାଓଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ…

ଭାରତକୁ ଇଲିସି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ

ଏଥର ଦୁର୍ଗା ପୂଜାରେ ଜମିବ ଇଲିସି ଆସର। ପୁଣି ବଜାରରେ ମେଲିବ ଇଲିସି ପସରା। ଭାରତକୁ ଇଲିସି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ଓ ବେଙ୍ଗଲୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିସି…

ଲଘୁଚାପ ଆଣୁଛି ବଡ଼ ବର୍ଷା, ସକ୍ରିୟ ରହିଛି ୨ଟି ଘୂର୍ଣ୍ଣିବଳୟ

ଲଘୁଚାପ ଆଣୁଛି ବଡ଼ ବର୍ଷା। ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ୨ଟି ଘୂର୍ଣ୍ଣିବଳୟ । ଆଜି ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ। ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି…

ଭାରତକୁ ୨୯୭ଟି ପ୍ରାଚୀନ ମୂଲ୍ୟବାନ କଳାକୃତି ଫେରାଇଲା ଆମେରିକା

ଭାରତରୁ ଚୋରା ଚାଲାଣ ହୋଇଥିବା ମୂଲ୍ୟବାନ ପୁରୁଣା ସାମଗ୍ରୀ ଫେରାଇଲା ଆମେରିକା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତ ବେଳେ ଉପହାର ସ୍ୱରୂପ ୨୯୭ ଚୋରା ସାମଗ୍ରୀକୁ ଭାରତକୁ ହସ୍ତାନ୍ତର କରାଯାଇଛି। ଗତ ୨୦୧୪ ମସିହାରୁ ବର୍ତ୍ତମାନ ସୁଦ୍ଧା ଭାରତକୁ ଫେରିଛି…

ଲୋକଙ୍କ ସେବା ପାଇଁ ନିଜ ଘର ଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅନନ୍ୟ ଉଦାହରଣ । ଲୋକଙ୍କ ପାଇଁ ନିଜ ଘର ଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦୁଝରସ୍ଥିତ ମଣ୍ଡୁଆ ବାସଭବନକୁ ଜନସାଧାରଣଙ୍କ ହିତ ନିମନ୍ତେ ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ । ଏଣିକି ଅଭିଯୋଗ ପ୍ରକୋଷ୍ଠ…

୨୩ ତାରିଖ ଯାଏଁ ରତ୍ନଭଣ୍ଡାର ଯାଞ୍ଚ ଜାରି ରହିବ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ

ପୁରୀ: ମହାପ୍ରଭୁଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଆଜିଠାରୁ ଯାଞ୍ଚ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଆସନ୍ତା ୨୩ ତାରିଖ ଯାଏଁ ଜାରି ରହିବ। ଆଜି ପ୍ରଥମ ଦିନରେ ଏଏସ୍‌ଆଇ ଓ ବିଶେଷଜ୍ଞ ଟିମ୍‌ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଅପରାହ୍‌ଣ ୨ଟାରେ ପ୍ରବେଶ କରିଥିଲେ।…

ଗିରଫ ହେବାର ୪ ଘଣ୍ଟା ମଧ୍ୟରେ ଜାମିନ ପାଇଲେ ୭ ରୋଡ ରୋମିଓ

ଭୁବନେଶ୍ବର: ସେନାବାହିନୀର ମେଜର ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ କମିସନରେଟ୍‌ ପୁଲିସ ଅନ୍ତର୍ଗତ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଗିରଫ ୭ ଅଭିଯୁକ୍ତଙ୍କୁ ଆଜି ସନ୍ଧ୍ୟାରେ ଜାମିନ୍ ମିଳିଛି। ଭୁବନେଶ୍ବର ଜେଏମ୍‌ଏଫ୍‌ସି କୋର୍ଟ ଅଭିଯୁକ୍ତମାନଙ୍କୁ ଜାମିନ୍‌ ପ୍ରଦାନ କରିଛନ୍ତି।…

ଘନେଇଲା ଭରତପୁର ପୋଲିସ-ସେନା ବିବାଦ, ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ

ଭୁବନେଶ୍ୱର : ଘନେଇଲା ଭରତପୁର ପୋଲିସ-ସେନା ବିବାଦ। ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ୍‌ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି ଶହଶହ ପୋଲିସ। ଭୁବନେଶ୍ୱର ରିଜର୍ଭ ଗ୍ରାଉଣ୍ଡରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ଆଗାମୀ…