2024

‘ସୁଭଦ୍ରା’ ପାଇଁ ୫୦ ଟଙ୍କା ନେଇ ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ

ରାଉରେକଲା : ‘ସୁଭଦ୍ରା’ ଫର୍ମ ପୂରଣ ପାଇଁ ମହଳାଙ୍କଠାରୁ ୫୦ ଟଙ୍କା ନେବା ମହଙ୍ଗା ପଡ଼ିଲା। ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ। ରାଉରକେଲା ପ୍ଲାଣ୍ଟ ସାଇଡ୍‌ ଥାନା ପୁଲିସ୍‌ ଜନସେବା କେନ୍ଦ୍ର ମାଲିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ମେଜରଙ୍କ ବାନ୍ଧବୀ ଆମକୁ ବିନା କାରଣରେ ଅଭଦ୍ର ଭାଷାରେ ଗାଳି ଦେଇଥିବାରୁ ଝଗଡ଼ା ଆରମ୍ଭ ହୋଇଥିଲା

ଭୁବନେଶ୍ବର : ରାତିରେ କାର୍‌ ଭିତରେ ମେଜରଙ୍କ ବାନ୍ଧବୀ ଆମକୁ ମିଡିଲ୍‌ ଫିଙ୍ଗର ଦେଖାଇଥିଲେ। ଆଉ ବିନା କାରଣରେ ଅଭଦ୍ର ଭାଷାରେ ଗାଳି ଦେଇଥିବାରୁ ଝଗଡ଼ା ଆରମ୍ଭ ହୋଇଥିଲା। ଆମର କୌଣସି ଭୁଲ୍‌ ନାହିଁ। ବିନା ଦୋଷରେ ଆମକୁ ଗିରଫ କରାଯାଇଛି।…

ମୁଖ୍ୟଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ବର : କୋଟିପତି ମୁଖ୍ୟଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ବାଲେଶ୍ୱର ରୁରାଲ୍‌ ୱାର୍କସ ମୁଖ୍ୟଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ଜଣାଯାଇଛି। ଗତକାଲି ହରିହରଙ୍କ ପୈତୃକ…

ଭରତପୁର ଥାନା କାଣ୍ଡ; ଏନସିଡବ୍ଲ୍ୟୁଙ୍କୁ ରିପୋର୍ଟ ଦେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର : ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ଅମାନବୀୟ ନିର୍ଯାତନା ଘଟଣାକୁ ନେଇ ସମଗ୍ର ଦେଶରେ ହଇଚଇ ସୃଷ୍ଟି ହୋଇଛି । ଏହି ସଙ୍ଗୀନ ଘଟଣାକୁ ନେଇ ଗଣମାଧ୍ୟମରେ ଖବର ପ୍ରକାଶିତ…

କଟକ ଦୁର୍ଗା ପୂଜା ଭସାଣିରେ ବାଜିବନି ଡିଜେ; ଫୁଟିବନି ବାଣ

କଟକ : ପାଖେଇ ଆସୁଛି ଶାରଦୀୟ ଦୁର୍ଗା ପୂଜା। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। କଟକ ସହରରେ ଦୁର୍ଗା ପୂଜାକୁ ଶାନ୍ତିଶୃଙ୍ଖଳାର ସହ ସଂପନ୍ନ କରିବା ପାଇଁ କମିଶନରେଟ ପୁଲିସର କଟକଣା କରାଯାଇଛି। ଭସାଣିରେ ୬ଟି ସାଉଣ୍ଡ ବକ୍ସ ବ୍ୟବହାର ନ…

ନାବାଳିକାଙ୍କ ପ୍ରେମରେ ପାଗଳ ଥିଲେ ବିବାହିତ ଯୁବକ, ଦୁହେଁ ଝୁଲି ପଡ଼ିଲେ

ସାଲେପୁର : ବିବାହିତ ହୋଇ ଘର ସଂସାର କରିବା ପରେ ବି ଜଣେ ନାବାଳିକାଙ୍କ ପ୍ରେମରେ ପାଗଳ ହେଲେ ଯୁବକ । ମାତ୍ର ପରିବାର ଆଗରେ ନିଜ ଭଲ ପାଇବା କଥା ଖୋଲିକି କହି ପାରିଲେନି କି ପ୍ରେମିକା ବିନା ରହି…

ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର

ହୀରାକୁଦ : ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର। ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦ ଡ୍ୟାମର ଜଳସ୍ତର ୬୩୦ ଫୁଟରେ ପହଞ୍ଚିଛି। ଡ୍ୟାମ୍‌ର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଛି, ଆଉ ଏବେ ପାଣିର ସ୍ତର ବି…

୭ ରୋଡ୍ ରୋମିଓଙ୍କୁ ନେଇ କ୍ରାଇମ୍ ସିନ୍ ରିକ୍ରିଏସନ୍ କଲା ପୁଲିସ୍

ଭୁବନେଶ୍ଵର: ମେଜର ଏବଂ ବାନ୍ଧବୀଙ୍କୁ ରୋଡ୍ ରୋମିଓ ଦୁର୍ବ୍ୟବହାର କରିବା ଘଟଣା ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଆଜି ୭ ଯୁବକଙ୍କୁ ନେଇ ଚନ୍ଦକା ପୁଲିସ୍ ସୁନ୍ଦରପୁରରେ ସିନ୍ ରିକ୍ରିଏସନ୍ କରିଛି। ପୁଲିସ୍ ଘଟଣାରେ ଫେରାର୍ ଥିବା ଆଉ ୩ରୁ…

ଆନ୍ଧ୍ର ଚାଲାଣବେଳେ ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ପାଟ୍ରୋଲିଂ ସମୟରେ ମହୁଲପାଟି ଛକରୁ ୯ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଶ୍ରମିକମାନଙ୍କୁ ଗୋଟେ ବୋଲେରୋ ଗାଡି ଜରିଆରେ ଆନ୍ଧ୍ରପ୍ରଦେଶ ଚାଲାଣ କରାଯାଉଥିଲା। ପୁଲିସ ସେମାନଙ୍କୁ ଉଦ୍ଧାର କରି ଥାନାକୁ ଆଣିବା ସହିତ ତଦନ୍ତ କରିଥିଲା।…

ରାତିରେ ରାଜଧାନୀରେ ଝିଅମାନେ ବୁଲିପାରିବେନି କାହିଁକି ? ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କଲେ କ୍ରିଷ୍ଣା ମହାନ୍ତି

ଭୁବନେଶ୍ବର : ସମାଜ ଡିଜିଟାଲ ଡେସ୍କ: ଭରତପୁର ଘଟଣା ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିବାବେଳେ ଏହାକୁ ନେଇ ରାଜ୍ୟ ପୁଲିସ ବିଭାଗ ଏବଂ ସରକାରଙ୍କୁ ସମାଲୋଚନାର ଶିକାର ହେବାକୁ ପଡ଼ିଛି। ଏହି ପରିପ୍ରେକ୍ଷୀରେ ଗାନ୍ଧୀବାଦୀ ନେତ୍ରୀ ଉତ୍କଳ ଗାନ୍ଧୀ ସ୍ମାରକ…