ସରକାର ଲୋକଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କେନ୍ଦୁଝର ଗସ୍ତର ଦ୍ବିତୀୟ ଦିନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ମେଗା ସ୍ବାସ୍ଥ୍ୟ ମେଳାର ଉଦ୍ଘାଟନ କରିଛନ୍ତି। କେନ୍ଦୁଝର ଜିଲ୍ଲା ପ୍ରଶାସନ ଉଦ୍ୟମରେ କେନ୍ଦୁଝରଠାରେ ଜିଲା ସଦର ମହକୁମା ଡାକ୍ତରଖାନା, ଧରଣୀଧର ନାୟକ…
