ଶୁକ୍ର ପ୍ରଦକ୍ଷିଣ ଯାନ ପଠାଇବ ଭାରତ, ଖର୍ଚ୍ଚ ହେବ ୧୨୩୬ କୋଟି ଟଙ୍କା
ଭାରତର ମହାକାଶ ଅନ୍ୱେଷଣ ଅଭିଯାନକୁ ଆଉ ଏକ ଲମ୍ବଡିଆଁ ଦେଇ ଭାରତ ସରକାର ପୃଥିବୀର ନିକଟତର ଗ୍ରହ ଶୁକ୍ର ପ୍ରଦକ୍ଷିଣ ଅଭିଯାନ ବା ଭେନସ୍ ଅର୍ବିଟର୍ ମିଶନ (ଭୋମ)କୁ ମଂଜୁରୀ ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟରେ…
