2024

ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ: ସ୍କୁଲ୍ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଠାବ

ନବରଙ୍ଗପୁର: ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖଣ୍ଟି କଣ୍ଟାଗାଁର ଅଭାବନୀୟ ଘଟଣା । ଦୋଷୀକୁ କଠୋର ଦଣ୍ଡ ଦାବିରେ ଗାଁର ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି ଗ୍ରାମବାସୀ । ସଦର ପଂଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ…

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା: ୫ ପୋଲିସ ସସ୍‌ପେଣ୍ଡ୍

ଭୁବନେଶ୍ୱର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ। ୫ ପୋଲିସ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଡିଜିପି ୱାଇ ବି ଖୁରାନିଆ। ଏହି ଘଟଣାରେ ଭରତପୁର ଥାନାର ପୂର୍ବତନ…

ଏସିଆନ ଚାମ୍ପିଅନ୍ସ ଟ୍ରଫି ହାତେଇଲା ଭାରତ

ବେଜିଂ: ଏସିଆନ ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ଭାରତ ଚୀନ୍‌କୁ ୧-୦ ଗୋଲରେ ପରାସ୍ତ କରିଛି। ଭାରତ ପାଇଁ ଜୁଗରାଜ ସିଂ ଏକମାତ୍ର ଗୋଲ ସ୍କୋର କରିଛନ୍ତି। ସେ ଅଧିନାୟକ ହରମାନପ୍ରୀତଙ୍କ ପାସ୍‌କୁ ଏକ ଗୋଲରେ ପରିଣତ କରିଥିଲେ। ଏହାପୂର୍ବରୁ ଭାରତ ସେମିଫାଇନାଲରେ…

ଗତ ୧୦ ବର୍ଷରେ ଓଡ଼ିଶାର ବିକାଶକୁ କେନ୍ଦ୍ର ଅଗ୍ରାଧିକାର ନୁହେଁ, ଅବହେଳା କରିଛନ୍ତି: ବିଜେଡି

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ନେତା ଓ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ ଦାସବର୍ମା ଓ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଆରଆଇ

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଆର୍‌ଆଇ। ତାଙ୍କ ବରୁଣ ଜେନା। ଢେଙ୍କାନାଳ ସଦର ଆରଆଇ ଅଫିସରେ ସେ ନିଯୁକ୍ତ ହୋଇଛନ୍ତି। ତାଙ୍କ ସହିତ ବଳରାମ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ। ଜମିର କିସମ ପରିବର୍ତ୍ତନ ପାଇଁ…

ଭାରତରେ ବଢୁଛି ଧନୀଙ୍କ ଧନ; ବାର୍ଷିକ ୧୦ କୋଟିରୁ ଊର୍ଦ୍ଧ୍ୱ ଆୟକାରୀଙ୍କ ସଂଖ୍ୟା ୬୩% ବୃଦ୍ଧି

ଭାରତରେ ବୃଦ୍ଧି ପାଉଛି ବାର୍ଷିକ ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା। ଗତ ୫ ବର୍ଷ ମଧ୍ୟରେ ଏହି ସଂଖ୍ୟା ୬୩% ବୃଦ୍ଧି ଘଟିଥିବା ସେଣ୍ଟ୍ରମ୍ ଇନଷ୍ଟିଚ୍ୟୁସନାଲ ରିସର୍ଚ୍ଚ ରିପୋର୍ଟ କରିଛି। ରିପୋର୍ଟ ଅନୁସାରେ, ଭାରତରେ ପ୍ରାୟ ୩୧…

ମୋଦି ସରକାର 3.0: ଶହେ ଦିନର ହିସାବ ଦେଲେ ଅଶ୍ୱିନୀ ବୈଷ୍ଣବ

ମୋଦି ସରକାର 3.0କୁ ଶହେ ଦିନ ପୂର୍ତ୍ତିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସୂଚନା। ଭାରତକୁ ବିକଶିତ କରିବା ଲାଗି ୧୦୦ ଦିନରେ ଅନେକ କାମ ହୋଇଛି। ସେ କହିଛନ୍ତି, ଶେଷ ବର୍ଗରେ ଥିବା ଲୋକଙ୍କ ଲାଗି ସେବା ଭାବନା ରଖି କାମ…

ଯୋବ୍ରା ସିରିଜ ଦୁର୍ଘଟଣା; ଅଭିଯୁକ୍ତ ଚାଳକକୁ କୋର୍ଟ ଚାଲାଣ କଲା ପୋଲିସ

କଟକ: କଟକ ଯୋବ୍ରା ବ୍ୟାରେଜରେ ସିରିଜ ଦୁର୍ଘଟଣା ମାମଲା । ଆଜି ସିରିଜ ଦୁର୍ଘଟଣା ଘଟାଇଥିବା ସ୍କର୍ପିଓର ଚାଳକକୁ ଗିରଫ କରି କୋର୍ଟ ଚାଲାଣ କରିଛି ଜଗତପୁର ପୋଲିସ । ଗରିଫ ଅଭିଯୁକ୍ତ ଚାଳକ ହେଉଛି ରାଜେନ୍ଦ୍ର ପରିଜା । ସେ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିୱାଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ। ଆଜି ଅପରାହ୍ନରେ ସେ ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ଆତିଶୀ, ସୌରଭ…

କାରଖାନାରେ ଦୁର୍ଘଟଣା: ୨ ଶ୍ରମିକ ମୃତ, ୬ ଗୁରୁତର

ଝାରସୁଗୁଡା: ଝାରସୁଗୁଡ଼ାର ଏକ କାରଖାନାରେ ଦୁର୍ଘଟଣା। ୨ ଶ୍ରମିକ ମୃତ ଓ ୬ ଜଣ ଗୁରୁତର ହୋଇଥିବା ସୂଚନା ରହିଛି। ବୁଢିପଦର ଓଡ଼ିଶା ମେଟାଲିକ୍ସ କମ୍ପାନୀରେ ଏହି ଅଘଟଣ ଘଟିଛି। ଦୁର୍ଘଟଣାରେ ଗୁରୁତର ଶ୍ରମିକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମୃତକମାନେ…