2024

ସେନା ଅଧିକାରୀଙ୍କ ସହ ବାନ୍ଧବୀଙ୍କୁ ଥାନାରେ ମାଡ଼ ମାରିବା ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ବର: ଭୁବନେଶ୍ୱରରେ ସେନା ଅଧିକାରୀ କ୍ୟାପଟେନ ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ଥାନାରେ ମାଡ ଓ ଗିରଫ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୁଲିସ ଡିଜି। ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ ଡିଜିପିଙ୍କ ନିର୍ଦ୍ଦେଶ। ରବିବାର ଦିନ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନା। ଆପ୍ ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ନାମ ଘୋଷଣା କରିଛନ୍ତି। ଜେଲରୁ ଆସିବା ପରେ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ…

ଆବାସ ହିତାଧିକାରୀଙ୍କୁ ଘର ବାଣ୍ଟିଲେ ମୋଦି, ଜନ୍ମଦିନ ଅବସରରେ ଖିରି ଖାଇଲେ

ଭୁବନେଶ୍ବର: ଗାଡକଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ ଘଣ ଚାବି ବଣ୍ଟନ କରିଛନ୍ତି ମୋଦି । ଏଥିସହିତ କିଛି ସମୟ ସେମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ଭିତରେ ତାଙ୍କ ଜନ୍ମଦିନ ଅବସରରେ ଜଣେ ହିତାଧିକାରୀଙ୍କ ଘରକୁ ଯାଇ…

ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ବେଳେ ଚାଲିଗଲା ଦୁଇ ଛାତ୍ରଙ୍କ ଜୀବନ

ଗତ କାଲି ବିଶ୍ୱକର୍ମା ପୂଜା ବଡ଼ ଧୁମଧାମରେ ସରିଥିଲା । ଆଉ ଆଜି ଥିଲା ଭଷାଣୀ । ମୂର୍ତ୍ତି ବିସର୍ଜନ ପାଇଁ ଦୁଇ ଛାତ୍ର କେନାଲ ପାଖକୁ ଯାଇଥିଲେ । କିନ୍ତୁ କେନାଲ ପାଖରେ ଜଗି ବସିଥିଲା ଯମ । ସବୁ…

ରାହୁଲ ଗାନ୍ଧିଙ୍କ ଜିଭ କାଟିଲେ ୧୧ଲକ୍ଷ ଟଙ୍କା ଦେବି : ଗାଏକ୍ୱାଡ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ଶିବସେନା (ସିନ୍ଦେ କ୍ୟାମ୍ପ) ବିଧାୟକ ସଞ୍ଜୟ ଗାଏକ୍ବାଡ। ସୋମବାର ସଞ୍ଜୟ କହିଛନ୍ତି ଯେ, ଯିଏ ରାହୁଲ ଗାନ୍ଧୀଙ୍କ ଜିଭ କାଟିବ, ମୁଁ ତାକୁ ୧୧ଲକ୍ଷ ଟଙ୍କା ଦେବି। କଂଗ୍ରେସ…

ଜମ୍ମୁ ଓ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ଇସ୍ତାହାର

ଶ୍ରୀନଗର : ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଇସ୍ତାହାର ଜାରି କରିଛି କଂଗ୍ରେସ। କ୍ଷମତାକୁ ଆସିବାର ୧୦୦ ଦିନ ମଧ୍ୟରେ ଏକ ସଂଖ୍ୟାଲଘୁ କମିସନ ଗଠନ ପାଇଁ କଂଗ୍ରେସ ପ୍ରତିଶ୍ରୁତି ଦେଇଛି । ଭୂମିହୀନ କୃଷକମାନଙ୍କୁ ମାସିକ ୪୦୦୦ ଟଙ୍କାର ସହାୟତା…

ମାର୍ଚ୍ଚ ୮ ପର୍ଯ୍ୟନ୍ତ ଚାଲିବ ‘ସୁଭଦ୍ରା’ ପଞ୍ଜିକରଣ

ବିଜେପି ସରକାରର ମହତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାକୁ ନେଇ ରହିଥିବା ଦ୍ୱନ୍ଦ୍ୱକୁ ଆଜି ପୁଣିଥରେ ରାଜ୍ୟ ସରକାର ଦୂର କରିବାକୁ ପ୍ରୟାସ କରିଛନ୍ତି । ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କ ଆବେଦନ ଓ ପଞ୍ଜିକରଣ ପ୍ରକ୍ରିୟା ଆସନ୍ତାବର୍ଷ ମାର୍ଚ୍ଚ ୮ ତାରିଖ ପର୍ଯ୍ୟନ୍ତ…

ମଙ୍ଗଳବାର ଅପରାହ୍ଣରେ ଇସ୍ତଫା ଦେଇପାରନ୍ତି କେଜ୍ରିଓ୍ବାଲ

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ତିହାର ଜେଲରୁ ଫେରିବା ପରେ ଦିଲ୍ଲୀ ରାଜନୀତି ସରଗରମ ହୋଇ ରହିଛି । ସେ ଇସ୍ତଫା ଦେବାକୁ ଘୋଷଣା କରିବା ପରେ ରାଜନୈତିକ ଉଷ୍ମତା ଆହୁରି ବଢିଯାଇଛି । ଆଜି (ସୋମବାର) ସେ…

ଚିଙ୍ଗୁଡ଼ି କମ୍ପାନୀରେ ଫସି ରହିଛନ୍ତି ୨୨ ଓଡ଼ିଆ ଶ୍ରମିକ

ଆନ୍ଧ୍ର ପ୍ରଦେଶର ବିଶାଖାପାଟଣାର ଚିଙ୍ଗୁଡ଼ି କମ୍ପାନୀରେ ଫସି ରହିଛନ୍ତି ୨୨ ଓଡ଼ିଆ ଶ୍ରମିକ । ଆନ୍ଧ୍ର ପ୍ରଦେଶର ବିଶାଖାପାଟଣାରେ ଥିବା ସନ୍ଧ୍ୟା ମେରାଇନ୍ ପ୍ରାଇଭେଟ୍ ଲିମିଟେଡରେ କାମ କରିବା ପାଇଁ ଗତ ୧୦ତାରିଖରେ କଟକ ଜିଲ୍ଲା ବାଙ୍କୀ ବ୍ଲକ୍ କେନ୍ଦୁପଲି, ବୈଦେଶ୍ୱର…

ଅଭିନେତା ଦର୍ଶନ ରହୁଥିବା ଜେଲରୁ ମିଳିଲା ୧୫ଟି ଫୋନ, ଛୁରୀ ଓ ଅନ୍ୟାନ୍ୟ ଜିନିଷ

ନିଜର ଜଣେ ଫ୍ୟାନଙ୍କୁ ହତ୍ୟା କରିଥିବା ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା କନ୍ନଡ ଅଭିନେତା ଦର୍ଶନଙ୍କୁ ନେଇ ବଡ଼ ଖବର ଆସିଛି। ବେଙ୍ଗାଲୁରୁର ଯେଉଁ କେନ୍ଦ୍ରୀୟ ଜେଲରେ ଦର୍ଶନ ରହିଥିଲେ ସେଠାରେ ପୁଲିସ ପକ୍ଷରୁ ରେଡ୍‌ କରାଯାଇଛି। ଏହି ସମୟରେ…