2024

ସୁଭଦ୍ରାରେ ମାତିଲେଣି ସାଇବର ଠକ: ସତର୍କ କରାଇଲେ ସରକାର

ଭୁବନେଶ୍ବର: ଆସନ୍ତାକାଲି ଶୁଭାରମ୍ଭ ହେବ ବହୁ ପ୍ରତିକ୍ଷିତ ତଥା ଚର୍ଚ୍ଚିତ ସୁଭଦ୍ରା ଯୋଜନା । ଏଯାବତ ପାଖାପାଖି ୬୦ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ପଞ୍ଜିକରଣ କରିସାରିଲେଣି । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦି ଓଡିଶା ଆସି ମହିଳା ହିତାଧିକାରୀଙ୍କୁ ୫ହଜାର ଲେଖାଏଁ…

ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ, ଦୁର୍ବୃତ୍ତକୁ ବାନ୍ଧିଲା ପୁଲିସ

ଆମେରିକା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ। ଫ୍ଲୋରିଡା ସ୍ଥିତ ତାଙ୍କ ଗଲ୍ଫ କ୍ଲବରେ ଖେଳୁଥିବା ବେଳେ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ। ତେବେ ଟ୍ରମ୍ପ ସମ୍ପୂର୍ଣ୍ଣ ସୁରକ୍ଷିତ ଅଛନ୍ତି, ତାଙ୍କ ଦେହରେ କୌଣସି ଗୁଳି ବାଜିନଥିବା ଜଣାପଡ଼ିଛି। କିଛି…

ସୁଭଦ୍ରା ଦ୍ବନ୍ଦ୍ବ ଦୂର କଲେ ଉପମୁଖ୍ୟମନ୍ତ୍ରୀ: ୧ ଟଙ୍କା ନଯାଇଥିଲେ ବି ପାଇବେ

ଭୁବନେଶ୍ବର: କ’ଣ ଆପଣଙ୍କ ଖାତାକୁ ବି ଯାଇନାହିଁ ସୁଭଦ୍ରା ଟ୍ରାଏଲର ଟଙ୍କାଏ? ତାହାଲେ କିଛି ବି ଚିନ୍ତା କରିବାର ବିଷୟ ନାହିଁ । ଟଙ୍କାଏ ନପାଇଲେ ବି ଆପଣଙ୍କ ଖାତାକୁ ଯିବ ସୁଭଦ୍ରା ସହାୟତା ରାଶି । ତେବେ ଶନିବାର ରାତିରେ…

ରାସ୍ତାରେ ବେପରୁଆ ଗାଡ଼ିଚାଳନାର ଭିଡିଓ ଭାଇରାଲ ହେବା ପରେ ୫ ଗିରଫ, ୨ କାର ଜବତ

ରାଜଧାନୀରେ ବେପରୁଆ ଗାଡ଼ିଚାଳନା ଘଟଣାରେ କମିଶନରେଟ ପୁଲିସ ୫ ଜଣଙ୍କୁ ଗିରଫ କରିଥିବା ବେଳେ ୨ଟି ଗାଡ଼ି ଜବତ କରିଛି। ଭୁବନେଶ୍ୱରର ଜନପଥରେ ଟ୍ରାଫିକ ନିୟମକୁ ଉଲ୍ଲଂଘନ କରି ବେପରୁଆ ଭାବେ ଗାଡି ଚାଳନା କରିଥିଲେ ଏହି ଅଭିଯୁକ୍ତମାନେ। ସେମାନଙ୍କର ଆଉ…

ଆସନ୍ତାକାଲି ପୂର୍ବାହ୍ନ ୧୦ଟା ୫୦ରେ ପହଞ୍ଚିବେ ମୋଦି

ଭୁବନେଶ୍ବର: ଆସୁଛନ୍ତି ମୋଦି । ରାଜ୍ୟର ମହିଳାଙ୍କ ପାଇଁ ଶୁଭାରମ୍ଭ କରିବେ ସୁଭଦ୍ରା ଯୋଜନା । ଏଥିପାଇଁ ମୋଦିଙ୍କ ଗସ୍ତର ଏକ ବିସ୍ତୃତ ବିବରଣୀ ଦିଆଯାଇଛି । ଆସନ୍ତାକାଲି ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦି ।…

ସରକାରୀ ବ୍ୟବସ୍ଥାରେ ଚାଲିଥିବା ‘ଦୁର୍ନୀତି’ର ଗୁମର ଖୋଲିଲେ କେନ୍ଦ୍ରମନ୍ତ୍ରୀ ଗଡ଼କରୀ

ସରକାରୀ ବ୍ୟବସ୍ଥାରେ ଚାଲିଥିବା ‘ଦୁର୍ନୀତି’ ଅଭ୍ୟାସକୁ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ତଥା ବିଜେପି ଭେଟରାନ ନୀତୀନ ଗଡ଼କରୀ ତୀବ୍ର ସମାଲୋଚନା କରିଛନ୍ତି। ସେହିପରି ଯେଉଁ ସବୁ ଫାଇଲର ଓଜନ(ଟଙ୍କା) ଅଧିକ ସେଗୁଡ଼ିକ ଦ୍ରୁତଗତିରେ ଆଗକୁ ବଢ଼ିଥାଏ ବୋଲି ସେ କହିଛନ୍ତି।…

ଗାଡ଼କଣ ଶବର ସାହିରେ ଆବାସ ଗୃହ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସ୍ଵାଗତ ପାଇଁ ଚଳଚଂଚଳ ଭୁବନେଶ୍ଵରର ଗାଡ଼କଣ ଶବର ସାହି।ହିତାଧିକାରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ।। ପ୍ରଧାନମନ୍ତ୍ରୀ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ ପହଞ୍ଚିବେ ଭୁବନେଶ୍ଵର ଗାଡ଼କଣ ଶବର ସାହିରେ। ପିଏମ ଆବାସ ହିତାଧିକାରୀ ଆନ୍ତର୍ଯ୍ୟାମୀ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ଵର: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତ ପାଇଁ ଜାରି ହେଲା ଟ୍ରାଫିକ କଟକଣା । କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ ନିର୍ଦ୍ଦେଶନାମା । ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ରହିବ ଏହି କଟକଣା…

ଆନ୍ଦୋଳନରତ ଜୁନିୟର ଡାକ୍ତରଙ୍କୁ ପଞ୍ଚମ ଥର ପାଇଁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଆନ୍ଦୋଳନରତ ଡାକ୍ତରଙ୍କୁ ମନାଇବା ପାଇଁ ପୁଣି ଥରେ ଟିଏମସି ସରକାରଙ୍କ ପ୍ରୟାସ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଲୋଚନା ପାଇଁ ପଞ୍ଚମ ଥର ପାଇଁ ଆନ୍ଦୋଳନରତ ଜୁନିୟର ଡାକ୍ତରଙ୍କୁ ନିମନ୍ତ୍ରଣ କରିଛନ୍ତି। ପୂର୍ବରୁ ବିଭିନ୍ନ କାରଣ ନେଇ ମୁଖ୍ୟମନ୍ତ୍ରୀ ଏବଂ ଜୁନିୟର ଡାକ୍ତରଙ୍କ…

ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ଆଲର୍ଟ

ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଗଭୀର ଅବପାତ ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗ ଏବଂ ଝାଡ଼ଖଣ୍ଡକୁ ଗତି କରିବ । ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଏହା କ୍ରମଶଃ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ…