2024

ମୀରଟ କୋଠା ଭୁଶୁଡ଼ିବା ଘଟଣା; ସମସ୍ତ ୯ ଜଣ ମୃତକ ଗୋଟିଏ ପରିବାରର

ଉତ୍ତର ପ୍ରଦେଶ ମୀରଟ କୋଠା ଭୁଶୁଡିବା ଘଟଣାରେ ଏକ ଦୁଃଖଦ ରିପୋର୍ଟ ସାମ୍ନାକୁ ଆସିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ସମସ୍ତ ୯ ଜଣ ଗୋଟିଏ ପରିବାରର ବୋଲି ଜଣାପଡିଛି। ଗତକାଲି ରାତିରେ ପ୍ରବଳ ବର୍ଷା ପରେ ଏକ ତିନି ମହଲା…

ଭରତପୁର ଥାନାରେ ମେଜରଙ୍କ ଉନ୍ମତ୍ତକାଣ୍ଡ, ନିଶାଶକ୍ତ ଅବସ୍ଥାରେ ପୋଲିସ କର୍ମଚାରୀଙ୍କୁ କଲେ ଆକ୍ରମଣ

ଭୁବନେଶ୍ୱର : ଭରତପୁର ଥାନାରେ ମେଜରଙ୍କ ଉନ୍ମତ୍ତକାଣ୍ଡ । ନିଶାଶକ୍ତ ଅବସ୍ଥାରେ ଥାନାରେ ପଶି ପୋଲିସ କର୍ମଚାରୀଙ୍କୁ ଆକ୍ରମଣ କଲେ ୨୨ ଶିଖ ରେଜିମେଣ୍ଟ କୋଲକାତାର ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀ । ଆକ୍ରମଣ ସମୟରେ ଉଭୟ ପ୍ରଚୁର…

ଭାଙ୍ଗିଲା ରେଡ୍ ମଡ୍ ପଣ୍ଡ, ଚାରିଆଡେ ଲାଲ ମାଟି ପାଣିର ବନ୍ୟା

କଳାହାଣ୍ଡି: ଭାଙ୍ଗିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ । ଚାଷ ଜମିରେ ମାଡିଗଲା ଲାଲ କାଦୁଅ ପାଣି । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ରେ ଥିବା ବେଦାନ୍ତ କମ୍ପାନୀର ବସନ୍ତ ପଡ଼ାରେ ନିର୍ମାଣ କରାଯାଇଥିବା ରେଡ୍ ମଡ୍ ପଣ୍ଡ ଆଜି ଭୁଶୁଡ଼ି ପଡ଼ିଛି…

‘ପ୍ରଧାନମନ୍ତ୍ରୀ ପାଇଁ ଅଫର୍ ମିଳିଥିଲା, କିନ୍ତୁ ମୁଁ ମନା କରିଦେଇଥିଲି’

କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବିବୃତ୍ତି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ତାଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ଅଫର୍ ଆସିଥିବା ସେ କହିଛନ୍ତି। ବିରୋଧୀ ଦଳର ଜଣେ ବଡ଼ ନେତା ତାଙ୍କୁ ଏହି ଅଫର୍ ଦେଇଥିଲେ ବୋଲି ସେ କହିଛନ୍ତି।…

ଚେପଟିଆମ୍ବରେ ବଢୁଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା, ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ନବରଙ୍ଗପୁର : ନବରଙ୍ଗପୁର ଚେପଟିଆମ୍ବରେ ବଢୁଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା । ଗତକାଲି ରାତିରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକ ଚେପଟିଆମ୍ବରେ ପୂର୍ବରୁ…

ପରୀକ୍ଷାମୂଳକ ଭାବେ ‘ସୁଭଦ୍ରା’ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା

ଭୁବନେଶ୍ଵର: ପରୀକ୍ଷାମୂଳକ ଭାବେ ‘ସୁଭଦ୍ରା’ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା । ‘ସୁଭଦ୍ରା’ ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ଖାତା ଗଲା ୧ ଟଙ୍କା । ଏନେଇ ‘ସୁଭଦ୍ରା’ଶୋଭାଯାତ୍ରାରେ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ ଆହୁରି ମଧ୍ୟ…

ଆସୁଛନ୍ତି ପ୍ରଧାନମନ୍ତ୍ରୀ, ପ୍ରସ୍ତୁତି ଶେଷ ପର୍ଯ୍ୟାରେ, ସୁରକ୍ଷାରେ ୮୧ ପ୍ଲାଟୁନ୍ ପୋଲିସ ଫୋର୍ସ ଓ ୨ କମ୍ପାନୀ ସିଆରପିଏଫ

ଭୁବନେଶ୍ୱର : ଦିନକ ପରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ବର ଜନତା ମୈଦାନରେ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ । ମୋଦିଙ୍କ ଗସ୍ତ ପ୍ରସ୍ତୁତି ଜୋରଦାର । ମୁଖ୍ଯମନ୍ତ୍ରୀ ମୋହନ ମାଝୀ ମୋଦିଙ୍କ ଗସ୍ତ ନେଇ ଜନତା ମୈଦାନରେ…

‘କ୍ଷମତାକୁ ଆସିଲେ ଘଣ୍ଟାଏ ମଧ୍ୟରେ ମଦ ଉପରୁ ବ୍ୟାନ୍ ହଟାଇ ଦେବି’

‘କ୍ଷମତାକୁ ଆସିଲେ ଘଣ୍ଟାଏ ମଧ୍ୟରେ ବିହାରରୁ ମଦ ଉପରୁ ବ୍ୟାନ୍ ହଟାଇ ଦେବି…’ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବା ସମୟରେ ଏପରି କହିଛନ୍ତି ନିର୍ବାଚନ ରଣନୀତିଜ୍ଞ ତଥା ଜନ ସୁରାଜ ମୁଖ୍ୟ ପ୍ରଶାନ୍ତ କିଶୋର। ଅକ୍ଟୋବର ୨ରେ ତାଙ୍କ ଦଳ ଜନ ସୁରାଜର…

ରାଜ୍ୟବ୍ୟାପୀ ‘ସୁଭଦ୍ରା’ ସ୍ଵାଗତ ପଦଯାତ୍ରା, ୬୦ ଲକ୍ଷରୁ ଅଧିକ ମହିଳା କଲେଣି ପଞ୍ଜୀକରଣ

ଭୁବନେଶ୍ୱର : ସାରା ରାଜ୍ୟରେ ସୁଭଦ୍ରା ସ୍ବାଗତ ପଦଯାତ୍ରା । ସୁଭଦ୍ରା ଯୋଜନା ସମ୍ବନ୍ଧରେ ଜନସଚେତନତା ସୃଷ୍ଟି କରିବା ପାଇଁ ଭୁବନେଶ୍ୱର ଗିରି ଦୁର୍ଗା ମନ୍ଦିରରୁ ରମାଦେବୀ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଏକ ପଦଯାତ୍ରା ହୋଇଛି । ଏହି କାର୍ଯ୍ୟକ୍ରମରେ ଦୁଇ ଉପମୁଖ୍ୟମନ୍ତ୍ରୀ…

୧୭ରେ ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଟ୍ରେନ୍; ମୋଦି କରିବେ ଶୁଭାରମ୍ଭ

ବଲାଙ୍ଗୀର : ଆସନ୍ତା ୧୭ ତାରିଖରେ ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଟ୍ରେନର ଶୁଭାରମ୍ଭ କରିବେ। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ରଣହି କରି…