2024

ବିଜୁ ପଟ୍ଟନାୟକ ଛକରେ ଦୁର୍ଘଟଣା, ଉଠା ଦୋକାନ ଉପରକୁ ମାଡିଗଲା ପୋଲିସ ଭ୍ୟାନ

କଟକ: କଟକ ବିଜୁ ପଟ୍ଟନାୟକ ଛକରେ ଦୁର୍ଘଟଣା । ରାସ୍ତା କଡକୁ ଚଢ଼ି ଗଲା ପୋଲିସ ଭ୍ୟାନ । ଜଣେ ଉଠା ଦୋକାନ ଉପରକୁ ମାଡି ଗଲା ଭ୍ୟାନ । ଜଣେ ସାଇକେଲ ଆରୋହୀ ମଧ୍ୟ ଆହତ । କ୍ୟାଣ୍ଟନମେଣ୍ଟ ଥାନା…

କେଜ୍ରିୱାଲଙ୍କୁ ମିଳିଲା ଜାମିନ; କାର୍ଯ୍ୟାଳୟ ଯିବା ମନା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଛି ସୁପ୍ରିମ ଆଶ୍ୱସ୍ତି। ତାଙ୍କର ଜେଲ୍‌ରୁ ବାହାରିବା ବାଟ ସଫା ହୋଇଯାଇଛି। ବହୁ ପ୍ରତୀକ୍ଷା ପରେ ଆଜି ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଦିଲ୍ଲୀ ଅବକାରୀ ନୀତିରେ ଅର୍ଥ ହେରଫେର ମାମଲାରେ ଜାମିନ ଦେଇଛନ୍ତି…

ବିଜେଡି ଓଡିଶାବାସୀଙ୍କ ଦଳ ଥିଲା, ରହିବ….

ଭୁବନେଶ୍ବର: ବିଜେଡି ସବୁ ବେଳେ ଓଡିଶାବାସୀଙ୍କ ଦଳ ଓ ବଳ ଥିଲା ଆଉ ରହିବ ମଧ୍ୟ । କ୍ଷମତା ଆଉ କି ନଥାଉ ବିଜେଡି କିନ୍ତୁ ଓଡିଶାବାସୀଙ୍କ ବିକାଶ ଚାହେଁ । ଆଜି ବିଜେଡିର ଏଜେଣ୍ଡା ଉପରେ ଏହି ପ୍ରତିକ୍ରିୟା ରଖିଛନ୍ତି…

ଅକ୍ଟୋବର ୫ ସୁଦ୍ଧା ରାଜ୍ୟର ସବୁ ସହରରେ ସରିବ ରାସ୍ତା ମରାମତି କାର୍ଯ୍ୟ

ଭୁବନେଶ୍ବର: ଅକ୍ଟୋବର ୫ ସୁଦ୍ଧା ଦ୍ବୈତ ନଗରୀ ସମେତ ରାଜ୍ୟର ସବୁ ସହରରେ ସରିବ ରାସ୍ତା ମରାମତି କାର୍ଯ୍ୟ। ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ପ୍ରଥମ ଥର ଲାଗି ଆଜି ଦ୍ବୈତ ନଗରୀ ପାଇଁ ବସିଥିବା ସ୍ଵତନ୍ତ୍ର ବୈଠକ ପରେ ଏହି…

ଚଳନ୍ତା ଟ୍ରେନ୍‌ରେ ନାବାଳିକାଙ୍କୁ ଅସଦାଚରଣ; ରେଳ କର୍ମଚାରୀଙ୍କୁ ପିଟି ପିଟି ମାରିଦେଲେ ଯାତ୍ରୀ

ଚଳନ୍ତା ଟ୍ରେନ୍‌ରେ ନାବାଳିକାଙ୍କୁ ଅସଦାଚରଣ କଲେ ରେଲ କର୍ମଚାରୀ। ଏଥିରେ ଉତ୍ତ୍ୟକ୍ତ ହୋଇ ଯାତ୍ରୀମାନେ ରେଳ କର୍ମଚାରୀଙ୍କୁ ପିଟି ପିଟି ମାରିଦେଲେ। ଏପରି ଏକ ସାଂଘାତିକ ଘଟଣା ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଘଟିଛି। ବିହାରର ବରୌନୀରୁ ନୂଆ ଦିଲ୍ଲୀ ଅଭିମୁଖେ ଯାଉଥିବା ହମସଫର…

୧୮ରେ ରତ୍ନଭଣ୍ଡାର ଯାଞ୍ଚ କରିବ ASI, ଦିନ ୧ ଟାରୁ ଦର୍ଶନ ବନ୍ଦ କିନ୍ତୁ ମିଳିବ ମହାପ୍ରସାଦ

ପୁରୀ : ଆସନ୍ତା ୧୮ରେ ରତ୍ନଭଣ୍ଡାର ଯାଞ୍ଚ । ଏଏସଆଇ ପକ୍ଷରୁ ଆସନ୍ତା ୧୮ ତାରିଖ ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ । ଏନେଇ ଏଏସ୍ଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି । ରାଜ୍ୟ ସରକାରଙ୍କ…

ଗିରଫ ହେଲେ ବିଜେଡିର ପୂର୍ବତନ ବ୍ଲକ ସଭାପତି

ମୟୂରଭଞ୍ଜ: ବନ୍ଧା ହେଲେ ବିଜେଡିର ପୂର୍ବତନ ବ୍ଲକ ସଭାପତି । ମୟୂରଭଞ୍ଜ ଜିଲ୍ଲାଶୁଳିଆପଦା ବ୍ଲକ ବିଜେଡିର ପୂର୍ବତନ ସଭାପତି ଦିବ୍ୟଲୋଚନ ଦାଶଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏଥିସହିତ ତାଙ୍କ ସହ ଜଣେ ଠିକା କର୍ମଚାରୀ ମନୋଜ ଦେଓଙ୍କୁ ବି ଗିରଫ…

ଲୁହା କଡ଼େଇରେ ଅବଢ଼ା ରୋଷେଇ କରିବା ଘଟଣା; କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟ ପ୍ରଶାସକ

ପୁରୀ : ଲୁହା କଡ଼େଇରେ ମହାପ୍ରସାଦ ରୋଷେଇ ନେଇ ବିଭିନ୍ନ ନିଯୋଗର ଅସନ୍ତୋଷ ପରେ ଆକ୍ସନ । ଲୁହା କଡ଼େଇ ବ୍ୟବହାର କରୁଥିବା ଅଭିଯୋଗ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ନିର୍ଦ୍ଦେଶ ଦେଇଛନ୍ତି ।…

ମମତାଙ୍କୁ ସାମାଜିକ ବହିଷ୍କାର କଲେ ରାଜ୍ୟପାଳ, କହିଲେ- ତାଙ୍କ ସହ ଗୋଟିଏ ମଞ୍ଚରେ ବସିବିନି

କୋଲକତାସ୍ଥିତ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଦୁଷ୍କର୍ମ ଓ ହତ୍ୟା ଘଟଣା ବିରୋଧରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଗତକାଲି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନିମନ୍ତେ ପ୍ରସ୍ତତ ଥିବା ଘୋଷଣା କରିଥିଲେ ମମତା…

ରେଭେନ୍ସା ନାମ ପରିବର୍ତ୍ତନ କଲେ କିଛି ଅସୁବିଧା ନାହିଁ : ଭର୍ତ୍ତୃହରି

କଟକ: ଏବେ ଜୋରଦାର ତେଜିବାରେ ଲାଗିଛି ରେଭେନ୍ସା ରାଜନୀତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୋଟିଏ ଉକ୍ତି ଏବେ ପୂରା ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି । ରେଭେନ୍ସା କଲେଜର ନାଁ ପରିବର୍ତ୍ତନ ପ୍ରସଙ୍ଗ ଉଠିବା ପରେ ଏହାକୁ ନେଇ…