୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ
ଭୁବନେଶ୍ବର : ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ। କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ କରିବେ ଛାତ୍ରଛାତ୍ରୀ। ସେପ୍ଟେମ୍ବର ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମ ପୂରଣ…
ଭୁବନେଶ୍ବର : ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ। କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ କରିବେ ଛାତ୍ରଛାତ୍ରୀ। ସେପ୍ଟେମ୍ବର ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମ ପୂରଣ…
ବାରିପଦା : ଶ୍ୱଶୁର ଘରେ ସ୍ତ୍ରୀଙ୍କ ଗଳା କାଟିଲା ସ୍ୱାମୀ। ଏପରି ହୃଦୟବିଦାରକ ଘଟଣା ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅଞ୍ଚଳରେ ଘଟିଛି। ପରକୀୟା ପ୍ରୀତିରୁ ଏପରି ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା…
ମୋହନା : ଗାଁରେ ବ୍ୟାପୁଛି ଅଜଣା ରୋଗ। ପ୍ରଥମେ ଜ୍ୱର ହେଉଛି। ତା’ପରେ ହାତ ଓ ଗୋଡ ଫୁଲି ଯାଉଛି। ଗତ ସପ୍ତାହେ ହେଲା ଏହି ରୋଗ ଘରକୁ ଘର ବ୍ୟାପୁଛି। ତେବେ ୨ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ…
ଭୁବନେଶ୍ବର : ଓଡ଼ିଶା ଉପକୂଳରେ ଥିବା ପରୀକ୍ଷଣ କେନ୍ଦ୍ରରୁ ଭାରତ ଆଜି ଭର୍ଟିକାଲ୍ ଲଞ୍ଚ ସର୍ଟ ରେଞ୍ଜ ଭୂପୃଷ୍ଠରୁ ଆକାଶମାର୍ଗକୁ କ୍ଷେପଣାସ୍ତ୍ର (VL-SRSAM)ର ସଫଳ ପରୀକ୍ଷଣ କରିଛି। ବାଲେଶ୍ୱର ଜିଲ୍ଲା ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ରେଞ୍ଜର ଲଞ୍ଚ ପ୍ୟାଡରୁ ଆଜି ଅପରାହ୍ନରେ…
ଭୁବନେଶ୍ବର: ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ରାଜ୍ୟ ସରକାର ନୂଆ ନିୟମ ଆଣିଛନ୍ତି। ପୁନଃ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବେ। ଅବସରପ୍ରାପ୍ତ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ନୂଆ ଗାଇଡଲାଇନ୍ ଆସିଛି। ଏଥିରେ ସ୍ବତନ୍ତ୍ର ନିୟମାବଳୀ ରହିଛି।…
ପୁରୀ : ଅନ୍ନକ୍ଷେତ୍ର ହେଉଛି ଶ୍ରୀକ୍ଷେତ୍ର। ଏଠି ମହାପ୍ରସାଦ କୁଡୁଆରେ ରନ୍ଧନ କରାଯାଇଥାଏ। ଏପରିକି ମହାପ୍ରଭୁଙ୍କ ପାଖରେ କୁଡୁଆରେ ମହାପ୍ରସାଦ ଅର୍ପଣ କରାଯାଇଥାଏ। ଭାରତ ବର୍ଷରେ କୌଣସି ମନ୍ଦିରରେ ଏପରି ବ୍ୟବସ୍ଥା ନାହିଁ। କିନ୍ତୁ ଶ୍ରୀକ୍ଷେତ୍ରରେ କୁଡୁଆରେ ରନ୍ଧାଯିବା ଓ ଭୋଗ…
କୋଲକାତା : ପୁଣି ଚର୍ଚ୍ଚାରେ କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲ। ଏଠାରେ ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାକୁ ନେଇ ତମ୍ଭିତୋଫାନ ଲାଗି ରହିଥିବା ବେଳେ ଆଜି ଏହାର ପରିସରରୁ ମିଳିଛି ଗୋଟିଏ…
କୋଲକାତା : ଆନ୍ଦୋଳନ କରୁଥିବା ଜୁନିୟର ଡାକ୍ତରଙ୍କ ସହ ଲାଗି ରହିଥିବା ଅଚଳା ଅବସ୍ଥା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ ନିଜ ପଦରୁ ଇସ୍ତଫା ଦେବାକୁ ରାଜି ଥିବା ଆଜି କହିଛନ୍ତି। ଆରଜି କର…
ମୁମ୍ବାଇ: ମହାରାଷ୍ଟ୍ରର ରାୟଗଡ଼ ଜିଲ୍ଲାର ଏମଆଇଡିସି (ମହାରାଷ୍ଟ୍ର ଶିଳ୍ପ ଉନ୍ନୟନ ନିଗମ) ଶିଳ୍ପାଞ୍ଚଳରେ ଥିବା ଏକ ରାସାୟନିକ କମ୍ପାନୀରେ ବିସ୍ଫୋରଣ ଯୋଗୁଁ ଏକ ବଡ଼ ଦୁର୍ଘଟଣା ଘଟିଛି । ବିସ୍ଫୋରଣ ଯୋଗୁଁ କମ୍ପାନୀରେ ନିଆଁ ଲାଗିଯିବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି।…
ଲକ୍ଷ୍ନୌ: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ଲକ୍ଷ୍ନୌରେ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ଓ ବିଏସପିକୁ କଡ଼ା ସମାଲୋଚନା କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପରୋକ୍ଷରେ ଟାର୍ଗେଟ କରି ଅଖିଳେଶ ଯାଦବ କହିଛନ୍ତି ଯେ ଏକ ମଠର…