ଜାନୁଆରୀରେ ଆସିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ୨୦୨୫ ମସିହା ଜାନୁଆରୀରେ ଆସିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏହି ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ। ଡିସେମ୍ବର ୩୦ ତାରିଖ ସୁଦ୍ଧା ସବୁ ସାରିବାକୁ…

କାଲିଠୁ କମିବ ବର୍ଷା, ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ତତ୍‌ ପରବର୍ତ୍ତୀ ଅବପାତ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ବର୍ଷାର ପରିମାଣ ବହୁ ମାତ୍ରାରେ କମିଯିବାର ସମ୍ଭାବନା ରହିଛି। ଆଜି ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ…

ନିୟମରେ ହେଲା ବଡ଼ ପରିବର୍ତ୍ତନ: ଭିଡିଓ ରେକର୍ଡିଂ ଦେଖାଇବେନି ନିର୍ବାଚନ କମିଶନ

ନିର୍ବାଚନ ପରିଚାଳନା ନିୟମରେ ଗୋଟିଏ ବଡ଼ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର। ସିସିଟିଭି ଫୁଟେଜ୍ ଓ ଭିଡିଓ ରେକର୍ଡିଂ ଭଳି କେତେକ ଇଲେକ୍ଟ୍ରୋନିକ୍ ଡକ୍ୟୁମେଣ୍ଟର ସର୍ବସାଧାଣ ତନଖି ଉପରେ ଲାଗିଛି ରୋକ। ପୂର୍ବରୁ ନିର୍ବାଚନ ପ୍ରକ୍ରିୟାକୁ ନେଇ ଆପତ୍ତି ଆସିଲେ ଭିଡିଓ ରେକର୍ଡିଂର…

ନୂଆ ରୂପ ପାଇଲା ଯାଜପୁରର ଏନ୍‌ସି ସ୍ୱୟଂଶାସିତ କଲେଜ୍‌ର ବିଜ୍ଞାନ ବିଭାଗ

ଯାଜପୁର: ଛାତ୍ରଛାତ୍ରୀମାନଙ୍କ କ୍ୟାରିୟରକୁ ଏକ ନୂଆ ମୋଡ଼ ଦେବାରେ କଲେଜ ଶିକ୍ଷାର ଏକ ବଡ଼ ଭୂମିକା ରହିଛି। ଏଥିପାଇଁ ବିଭିନ୍ନ କଲେଜର ଭିତ୍ତିଭୂମିକୁ ସୁଦୃଢ଼ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଯାଜପୁରର ନରସିଂହ ଚୌଧୁରୀ (ଏନ୍‌ସି)…

ଦଳାଚକଟା ପରେ ଫିଲ୍ମ ହିଟ୍ ହେବ ବୋଲି କହିଥିଲେ ଅଲ୍ଲୁ ଅର୍ଜୁନ : ଓୱେସୀଙ୍କ ଭାଇ

ହାଇଦ୍ରାବାଦ ସାଂସଦ ଅସାଦୁଦ୍ଦିନ ଓୱେସୀଙ୍କ ସାନ ଭାଇ ତଥା ତେଲଙ୍ଗାନାର ବିଧାୟକ ଅକବରୁଦ୍ଦିନ ଓୱେସୀ ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଅଲ୍ଲୁଙ୍କ ସୁପରହିଟ ସିନେମା ପୁଷ୍କା-୨: ଦ ରାଇଜର ପ୍ରିମିୟର ଶୋ’ ହାଇଦ୍ରାବାଦରେ ଆୟୋଜନ ହୋଇଥିବା ବେଳେ…

ସ୍ତ୍ରୀର ତଣ୍ଟିକାଟି ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ

ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍ ଥାନା ଅନ୍ତର୍ଗତ ଜେନକେଡା ଗ୍ରାମର କଲୋନୀ ପଡାରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ତ୍ରୀର ତଣ୍ଟିକାଟି ସ୍ବାମୀ ହତ୍ୟା କରିଥିବା ଓ ଫେରାର ହୋଇଥିବା ଅଭିଯୋଗ ହୋଇଛି । ଘଟଣାର ତଦନ୍ତ…

ପିପିଲି ବାଇପାସ୍ ନିକଟରୁ ୩୭୮ ଗ୍ରାମ ବ୍ରାଉନ ସୁଗାର ଜବତ, ୨ ଅଭିଯୁକ୍ତ ଗିରଫ

ପିପିଲି: ରାଉରକେଲାରୁ ପୁରୀକୁ ବ୍ରାଉନ ସୁଗାର ନେଇ ଆସୁଥିବା ବେଳେ ପୁରୀ ଅବକାରୀ ବିଭାଗ ଏକ କାର୍ ସହିତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ମିଳିଛି। ଉଭୟଙ୍କ ଜାମିନ ନାମଞ୍ଜୁର ହେବା ପରେ ପୁରୀ କାରାଗାରକୁ ପଠାଇ ଦିଆଯାଇଛି। ଦୁଇ…

କୋଟାରେ ପୁଣି ଜୀବନ ହାରିଲେ ଛାତ୍ର; ଏ ବର୍ଷ ଗଲାଣି ୧୭ ଜୀବନ

ରାଜସ୍ଥାନର ଶିକ୍ଷାନଗରୀ ଭାବେ ପରିଚିତ କୋଟା ଏବେ ଶିକ୍ଷାର୍ଥୀଙ୍କ ଆତ୍ମହତ୍ୟାର ହଟସ୍ପଟ ଭାବେ ପରିଚିତ ହେଲାଣି। ସାରା ଦେଶରୁ ଏଠାକୁ ଆଇଆଇଟି, ଜେଇଇ, ନିଟ୍‌ ପ୍ରସ୍ତୁତି ପାଇଁ ଛାତ୍ରଛାତ୍ରୀ ଆସିଥାନ୍ତି। ହେଲେ ଅତ୍ୟଧିକ ମାନସିକ ଚାପ ହେଉ ବା ଅନ୍ୟ କୌଣସି…

ପୁଣି ମହଙ୍ଗା ହୋଇପାରେ ବିଦ୍ୟୁତ୍ ବିଲ୍‌

ଭୁବନେଶ୍ବର: ୨୦୨୫-୨୬ ଆର୍ଥିକ ବର୍ଷରୁ ବଢ଼ିପାରେ ବିଦ୍ୟୁତ ଶୁଳ୍କ। ଆସନ୍ତା ଆର୍ଥିକ ବର୍ଷଠାରୁ ଗ୍ରିଡ୍‌କୋ ପକ୍ଷରୁ ବିଜୁଳି ୟୁନିଟ୍ ପିଛା ୫୪ ପଇସା ବୃଦ୍ଧି କରିବାକୁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)କୁ ପ୍ରସ୍ତାବ ଦିଆଯାଇଛି। ୨୦୨୩-୨୪ରେ ବିଦ୍ୟୁତ ୟୁନିଟ ପିଛା…

ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ: ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ

ଭୁବନେଶ୍ବର: ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ପାଇଁ ରାଜ୍ୟରେ ୨ ଦିନ ଧରି ବର୍ଷା ଜାରି ରହିଥିବା ହେତୁ ଚାଷୀ ଚିନ୍ତାରେ ଅଛନ୍ତି। ସମବାୟ ମନ୍ତ୍ରୀ…