ଆୟୁଷ୍ମାନ ଭାରତକୁ ନେଇ ବଡ଼ ଘୋଷଣା କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ : ସ୍ୱାସ୍ଥ୍ୟ ବୀମା ଯୋଜନା ଆୟୁଷ୍ମାନ ଭାରତକୁ ନେଇ ଆଜି ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏଣିକି ଆୟୁଷ୍ମାନ ଭାରତ ଯୋଜନାରେ ଯୋଡ଼ି ହେବେ ନୂଆ ହିତାଧିକାରୀ। ଏବେ ୭୦ ବର୍ଷ ବୟସ୍କ ସବୁ ଲୋକ ଆୟୁଷ୍ମାନ ଭାରତ…
ନୂଆଦିଲ୍ଲୀ : ସ୍ୱାସ୍ଥ୍ୟ ବୀମା ଯୋଜନା ଆୟୁଷ୍ମାନ ଭାରତକୁ ନେଇ ଆଜି ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏଣିକି ଆୟୁଷ୍ମାନ ଭାରତ ଯୋଜନାରେ ଯୋଡ଼ି ହେବେ ନୂଆ ହିତାଧିକାରୀ। ଏବେ ୭୦ ବର୍ଷ ବୟସ୍କ ସବୁ ଲୋକ ଆୟୁଷ୍ମାନ ଭାରତ…
ଭୁବନେଶ୍ୱର: ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କଷ୍ଣଚନ୍ଦ୍ର ପାତ୍ର ରାସନ କାର୍ଡକୁ ନେଇ ବଡ଼ ସୂଚନା ପ୍ରଦାନ କରିଛନ୍ତି। ବିଧାନସଭାରେ ବିଧାୟିକା ସୋଫିଆ ଫିରର୍ଦ୍ଦୋସଙ୍କ ପ୍ରଶ୍ନର ଉତ୍ତର ଦେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି, ଗତ ୨୦୧୬-୧୭ରୁ…
ଭଦ୍ରକ : ଅଯୋଗ୍ୟ ହିତାଧିକାରୀଙ୍କ ଠାରୁ ସୁଭଦ୍ରା ଫର୍ମ ଫେରାଇ ଆଣିବାରୁ ଅଙ୍ଗନବାଡ଼ି କର୍ମୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ବ୍ରହ୍ମଟିକିରି ଅଙ୍ଗନବାଡ଼ି କେନ୍ଦ୍ରରେ ଏହି ଘଟଣା ଘଟିଛି। ଏନେଇ ସଂପୃକ୍ତ ଅଙ୍ଗନବାଡ଼ି କର୍ମୀ ଦିପ୍ତିରେଖା…
ଭୁବନେଶ୍ୱର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ (ସିଭିଲ) ପ୍ରସନ୍ନ କୁମାର ସ୍ୱାଇଁଙ୍କ ଘରେ ଚଢ଼ାଉ କରାଯାଇଥିବା ବେଳେ ତାଙ୍କର ୬ଟି ବହୁତଳ କୋଠା ଠାବ କରାଯାଇଛି।…
ଭୁବନେଶ୍ୱର: ପୂର୍ବତନ ବିଜେଡ଼ି ନେତା ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେବା ପରେ ବିଜେପିରେ ସାମିଲ୍ ହୋଇଛନ୍ତି। ସୁଜିତ ପୁଣିଥରେ ରାଜ୍ୟସଭା ଯିବେ ନା ତାଙ୍କ ବଦଳରେ ରାଜ୍ୟ ବିଜେପିର ଅନ୍ୟ କିଏ ରାଜ୍ୟସଭା ଯିବେ ସେନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା…
ଭୁବନେଶ୍ୱର: ଶୂନ୍ୟକାଳରେ ମାଲକାନଗିରି ଏବଂ କୋରାପୁଟରେ ବଡ ବର୍ଷା ଓ ବନ୍ୟା କ୍ଷୟକ୍ଷତି ନେଇ ପ୍ରଶ୍ନ ଉଠାଇଲେ ପ୍ରତାପ ଦେବ ଏବଂଏହାର ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ କହିଥିଲେ,…
ଭୁବନେଶ୍ୱର : ଆସନ୍ତା ୧୭ ତାରିଖ ମଙ୍ଗଳବାର ଦିନ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚୀ ନେଇ ସମ୍ପୂର୍ଣ୍ଣ ବିବରଣୀ ଆସିଛି। ପୂର୍ବାହ୍ନ ୧୧ଟା ୩୫ରେ ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ପୂର୍ବାହ୍ନ ୧୧ଟା ୫୫ରେ ଜନତାରେ…
ଭୁବନେଶ୍ବର : ସେଣ୍ଟ୍ରିଂ ବେଳେ ଭାଙ୍ଗିଗଲା କ୍ରେନ୍। ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ସେଠାରେ କାମ କରୁଥିବା ଶ୍ରମିକ। ଭୁବନେଶ୍ୱର ୟୁନିଟ୍-୮ ଓଏମସି କଲୋନୀରେ ବିଲ୍ଡିଂ ନିର୍ମାଣ ବେଳେ ଏହି ଅଘଟଣ ଘଟିଛି। ଦୁର୍ଘଟଣାରେ ଜଣେ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କୁ…
ଭୁବନେଶ୍ୱର: ୨୦୨୫ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ରାଜସ୍ୱ ଗାଁକୁ ବିଜୁଳି ସଂଯୋଗ କରାଯିବ। ଆଜି ବିଧାନସଭା ପ୍ରଶ୍ନକାଳରେ ବିଜୁଳି ସଂଯୋଗ ସମ୍ପର୍କରେ ଆଲୋଚନା ହେବା ବେଳେ ଏହି ସୂଚନା ଦେଇଛନ୍ତି ଶକ୍ତିମନ୍ତ୍ରୀ କେ.ଭି ସିଂଦେଓ। ସମସ୍ତ ଗାଁକୁ କେବେ ବିଜୁଳି…
ଭୁବନେଶ୍ୱର: ରାଜ୍ୟରେ ଗୋମାତାଙ୍କ ସୁରକ୍ଷା ପାଇଁ ସରକାର ନିର୍ମାଣ କରିବେ ଦୁଇ ଶହ ଗୋଶାଳା। ଗୃହରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ଘୋଷଣା କରିଛନ୍ତି। ଏହାସହିତ ଗୋଶାଳା କରିବାକୁ ସବୁ ବିଧାୟକଙ୍କୁ ଅପିଲ୍ କରିଛନ୍ତି ମନ୍ତ୍ରୀ।…