2024

ଇଡି ସ୍କାନର୍‌ରେ ସନ୍ଦୀପ ଘୋଷଙ୍କ କୋଟି କୋଟି ଟଙ୍କାର ସଂପତ୍ତି

କୋଲକାତା: ଇଡି ସ୍କାନର୍‌ରେ କୋଲକାତା ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସପାଲ ଡକ୍ଟର ସନ୍ଦୀପ ଘୋଷଙ୍କ ସଂପତ୍ତି। ତାଙ୍କର ୪ଟି ଫ୍ଲାଟ, ଦୁଇଟି ଘର, କୋଲକାତାର ଏକ ଫାର୍ମହାଉସ ଏବଂ ମୁର୍ସିଦାବାଦର ଅନ୍ୟ ଏକ ଫ୍ଲାଟ୍‌ ଉପରେ…

ଥମୁନି ମଣିପୁର ହିଂସା: ସପ୍ତାହରେ ୧୧ ମୃତ, ୫ ଦିନ ଇଣ୍ଟରନେଟ ସେବା ବନ୍ଦ

ଇମ୍ଫାଲ : ମଣିପୁରରେ ପୁଣି ଜାତିଗତ ହିଂସାର ସୂତ୍ରପାତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଆଗାମୀ ପାଞ୍ଚଦିନ ଅର୍ଥାତ୍‌ ଚଳିତମାସ ୧୫ ପର୍ଯ୍ୟନ୍ତ ରାଜ୍ୟରେ ଇଣ୍ଟରନେଟ ସେବାକୁ ବାତିଲ କରାଯାଇଛି। ଏହାବ୍ୟତୀତ ରାଜଧାନୀ ଇମ୍ଫାଲ ଓ ଏହାର ଆଖାପାଖ ଅଞ୍ଚଳରେ କର୍ଫ୍ୟୁ…

ସେମିକନ୍‌‌ ଇଣ୍ଡିଆ-୨୦୨୪ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ; ସେମିକଣ୍ଡକ୍ଟର ହବ୍‌‌ ପାଲଟିବ ଭାରତ

ନୂଆଦିଲ୍ଲୀ: ଗ୍ରେଟର ନୋଏଡାରେ ସେମିକଣ୍ଡକ୍ଟର ଇଣ୍ଡଷ୍ଟ୍ରିଜ ମହାକୁମ୍ଭ ଆରମ୍ଭ ହୋଇଛି। ଇଣ୍ଡିଆ ଏକ୍ସପୋ ମାର୍ଟରେ ଆୟୋଜିତ ତିନି ଦିନିଆ ସେମିକନ୍‌‌ ଇଣ୍ଡିଆ-୨୦୨୪କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କାର୍ଯ୍ୟକ୍ରମ ଅବସରରେ ପୁଞ୍ଜିପତିମାନଙ୍କ ସହିତ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଇଟି…

ମଲାଇକାଙ୍କ ପିତାଙ୍କ ଆତ୍ମହତ୍ୟା, ଦୁଃଖ ସମୟରେ ପୂର୍ବତନ ପତ୍ନୀଙ୍କ ବାପଘରେ ପହଞ୍ଚିଲେ ଅରବାଜ

ମୁମ୍ବାଇ: ବଲିଉଡ଼ ଅଭିନେତ୍ରୀ ମଲାଇକା ଅରୋରାଙ୍କ ପିତୃ ବିୟୋଗ ଘଟିଛି। ସୂଚନା ମୁତାବକ, ଅଭିନେତ୍ରୀଙ୍କ ପିତା ଆତ୍ମହତ୍ୟା କରିଛନ୍ତି। ମଲାଇକାଙ୍କ ପିତା ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୁମ୍ବାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ…

ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଦିଲ୍ଲୀ ଏନସିଆରରେ ବୁଧବାର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର କେନ୍ଦ୍ର ପାକିସ୍ତାନ ଥିବା ବେଳେ ଇସଲାମାବାଦ ଓ ଲାହୌରରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୮ ରେକର୍ଡ କରାଯାଇଛି।…

ଉଦ୍‌ଘାଟନ ପୂର୍ବରୁ ବନ୍ଦେ ଭାରତ ଟ୍ରେନ୍‌ ଉପରକୁ ପଥରମାଡ଼, ମାମଲା ରୁଜୁ

ନୂଆଦିଲ୍ଲୀ : ଆସନ୍ତା ୧୫ ତାରିଖରେ ଉଦ୍‌ଘାଟନ ହୋଇଥାନ୍ତା ବନ୍ଦେ ଭାରତ ଟ୍ରେନ୍‌। ଏହା ପୂର୍ବରୁ ଚାଲୁଥିଲା ଟ୍ରାଏଲ୍‌ ରନ୍‌। ଏହି ସମୟରେ ଟ୍ରେନ୍‌ ଉପରକୁ ହେଲା ପଥରମାଡ଼। ଏଥିରେ ଟ୍ରେନ୍‌ର ବିଭିନ୍ନ ସ୍ଥାନରେ କାଚ ଭାଙ୍ଗି ଯାଇଥିବା ଜଣାଯାଇଛି। ଏପରି…

ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ନୂଆଦିଲ୍ଲୀ,୧୧।୯: ଆମେରିକାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବୟାନ ଉପରେ ଭାଜପାର ଆକ୍ରମଣ ଜାରି ରହିଛି। ଦଳର ବହୁ ବଡ ନେତା ରାହୁଲଙ୍କ ବୟାନକୁ ସମାଲୋଚନା କରିଛନ୍ତି। ବର୍ତ୍ତମାନ ଏହି ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷ ଅମିତ…

ବଢିଲା ଶ୍ରମିକଙ୍କ ସହାୟତା ରାଶି

ଭୁବନେଶ୍ୱର,୧୧।୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ଶ୍ରମିକଙ୍କ ପାଇଁ ବଡ଼ ସହାୟତା ରାଶି ଘୋଷଣା କଲେ ସରକାର। ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ସହାୟତା ରାଶିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ…

ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ: ଇଞ୍ଜିନିୟର ରଶିଦଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜେଲ୍ ଦଣ୍ଡ ଭୋଗୁଥିବା ବାରାମୁଲା ସାଂସଦ ଇଞ୍ଜିନିୟର ରଶିଦଙ୍କୁ ଜାମିନ ମିଳିଛି। ଆଗକୁ ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ଥିବା ବେଳେ ମଙ୍ଗଳବାର ଦିଲ୍ଲୀର ପଟିଆଲା ହାଉସ କୋର୍ଟ ରାଶିଦଙ୍କୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ…

ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ

ଭୁବନେଶ୍ୱର : ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ ନୂତନ ବନ୍ଦେ ଭାରତ ଟ୍ରେନ । ଟ୍ରେନର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ କେନ୍ଦ୍ର ରେଳ ମନ୍ତ୍ରୀ । ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର…