2024

ଗଣ ଦୁଷ୍କର୍ମ ଘଟଣାରେ ପୀଡିତାଙ୍କ ଗ୍ରାମରେ ରାଜ୍ୟ ମହିଳା କମିଶନର, ୧୫ ଦିନ ମଧ୍ୟରେ ଚାର୍ଜସିଟ ଦାଖଲ ପାଇଁ ଏସପିଙ୍କୁ ନିର୍ଦ୍ଦେଶ

ଢେଙ୍କାନାଳ : ସଦରଥାନା ଭାପୁର ଫାଣ୍ଡି ଅଞ୍ଚଳରେ ଅସହାୟ ଯୁବତୀଙ୍କୁ ଗଣ ଦୁଷ୍କର୍ମ ଘଟଣା । ପୀଡିତାଙ୍କ ଗାଁ ଓ ସଖୀ କେନ୍ଦ୍ରରେ ପହଞ୍ଚି ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ଘଟଣାର ତଦନ୍ତ କରିଛନ୍ତି । ଏଥି ସହ ଆରକ୍ଷୀ…

ବିବାହ ବିଚ୍ଛେଦ ପରେ ‘ଡାଇଭର୍ସ’ ପରଫ୍ୟୁମ ଲଞ୍ଚ କଲେ ପ୍ରଧାନମନ୍ତ୍ରୀଙ୍କ କନ୍ୟା

ନୂଆଦିଲ୍ଲୀ: ଦୁବାଇର ଶାସକ ଓ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ର ପ୍ରଧାନମନ୍ତ୍ରୀ ମହମ୍ମଦ ବିନ ରାସିଦ ଅଲ ମକତୁମଙ୍କ ଝିଅ ଶେଖା ମାହରା ବିନ୍ତ ତାଙ୍କର ସୌନ୍ଦର୍ଯ୍ୟ ଓ ଷ୍ଟାଇଲିସ ଲୁକ ପାଇଁ ବେଶ ଚର୍ଚ୍ଚାରେ ଥାଆନ୍ତି। ନିକଟରେ ମାହରା ସୋସିଆଲ…

୧୦ ବର୍ଷରେ ଗଲେଣି ୫୫ ବାଘ, ୭ଶହରୁ ଅଧିକ ହାତୀ

ଭୁବନେଶ୍ବର: ଜଙ୍ଗଲରେ ସୁରକ୍ଷିତ ନାହାନ୍ତି ଜୀବଜନ୍ତୁ । ବିଶେଷ କରି ହାତୀ ଓ ବାଘ । ସେ ପ୍ରାକୃତିକ ହେଉକି କୃତ୍ରିମ ଉଭୟରେ ଶହ ଶହ ହାତୀ ଓ ବାଘ ମରୁଛନ୍ତି । ସବୁଠୁ ବେଶୀ ହେଉଛି ଶିକାରୀଙ୍କ ଉପଦ୍ରବ ।…

ମେଡିକାଲରେ ବିଦ୍ୟୁତ ତାର ଲାଗି ଗଲା ରୋଗୀଙ୍କ ଜୀବନ

ନୀଳଗିରି : ମେଡିକାଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଚାଲିଗଲା ରୋଗୀଙ୍କ ଜୀବନ । ବାଲେଶ୍ଵର ନୀଳଗିରି ଉପଖଣ୍ଡ ମେଡ଼ିକାଲରେ ଅବ୍ୟବସ୍ଥା ନେଇଛି ଜୀବନ । ଶୌଚାଳୟ ନିକଟରେ ବିଛା ହୋଇଥିବା କେବୁଲ ତାରରେ ଛନ୍ଦି ହୋଇ ତଳେ ପଡି ରୋଗୀଙ୍କ ମୃତ୍ୟୁ ହୋଇଥିବା…

ଆମେରିକାରେ ରାହୁଲ ଗାନ୍ଧିଙ୍କ ‘ଶିଖ’ ବୟାନକୁ ନେଇ ଘେରିଲା ବିଜେପି

ଆମେରିକାର କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଦେଇଥିବା ‘ଶିଖ’ ବୟାନକୁ ନେଇ ଚିହିଁକି ଉଠିଛି ବିଜେପି। ରାହୁଲଙ୍କ ବୟାନକୁ ବିଜେପି ସମାଲୋଚନା କରିବା ସହ ବିଦେଶରେ ଥିବା ବେଳେ କଂଗ୍ରେସ ସାଂସଦ ବିପଦଜନକ ପ୍ରସଙ୍ଗର…

ପୁଣି ଗୃହରେ ଉଠିଲା ମମିତା ମେହେର ପ୍ରସଙ୍ଗ

ଭୁବନେଶ୍ବର: ପୁଣି ଗୃହରେ ଉଠିଲା ସ୍ବାମୀ ଲକ୍ଷ୍ମଣାନନ୍ଦ, ନବ ଦାସ ଓ ମମିତା ମେହେର ହତ୍ୟା ପ୍ରସଙ୍ଗ। ମମିତା ହତ୍ୟା ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ପ୍ରସଙ୍ଗ ମଧ୍ୟ ଉଠିଛି। ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇଛନ୍ତି ବିଜେପି ବିଧାୟକ ଜୟନାରାୟଣ ମିଶ୍ର।…

ଦୟା ନଦୀରୁ ଜଳ ଉଠାଣ ପାଇଁ ତିଆରି ହେବ ୫ ବଡ଼ ପ୍ରକଳ୍ପ

ଭୁବନେଶ୍ବର: ଦୟା ନଦୀରୁ ଜଳ ଉଠାଣ ପାଇଁ ତିଆରି ହେବ ୫ ମେଗା ପାନୀୟ ଜଳ ପ୍ରକଳ୍ପ । ଆଜି ଗୃହରେ ପିପିଲି ବିଧାୟକଙ୍କ ପ୍ଣା୍ନରେ ଏହି ଉତ୍ତର ରଖିଛନ୍ତି ପାନୀୟ ଜଳ ମନ୍ତ୍ରୀ ରବି ନାଏକ । ଏନେଇ ମନ୍ତ୍ରୀ…

ସୀତାରାମ ୟେଚୁରୀଙ୍କ ଅବସ୍ଥା ଗୁରୁତର, ହସ୍ପିଟାଲରେ ଚାଲିଛି ଚିକିତ୍ସା

ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି। ବର୍ତ୍ତମାନ ତାଙ୍କର ଚିକିତ୍ସା ଦିଲ୍ଲୀ ସ୍ଥିତ ଏମ୍ସରେ ଚାଲିଛି। ସେ ନିଜେ ନିଃଶ୍ୱାସ ପ୍ରଶ୍ୱାସ ନେଇ ପାରୁ ନାହାନ୍ତି। ତେଣୁ ତାଙ୍କୁ ମେସିନ ଦ୍ୱାରା…

ପୋଲଭରମ ପ୍ରକଳ୍ପକୁ ବିରୋଧ : ନବୀନଙ୍କୁ ରିପୋର୍ଟ ଦେଲେ ବିଜେଡିର ପୋଲାଭରମ ପ୍ରକଳ୍ପ ଅନୁଧ୍ୟାନକାରୀ ଟିମ୍

ଭୁବନେଶ୍ୱର : ପାର୍ଲାମେଣ୍ଟରୁ ଆରମ୍ଭ କରି ପଞ୍ଚାୟତ ସ୍ତର ଯାଏଁ ସବୁ ଆଡେ ପୋଲଭରମ ପ୍ରକଳ୍ପକୁ ବିରୋଧ କର । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବିଜେଡି ନେତାଙ୍କୁ ଆଜି ଏହି ପରାମର୍ଶ ଦେଇଛନ୍ତି । ଆଜି ନବୀନ ନିବାସରେ…

ଓଏସଏସଏସସି ଅଫିସ ଘେରିଲେ ପରୀକ୍ଷାର୍ଥୀ, ଦାବି କଲେ ପୁନଃ ପରୀକ୍ଷା

ଭୁବନେଶ୍ବର: ଭୁବନେଶ୍ବର ଓଟ୍ରିପଲ-ଏସସି ଅଫିସ ଘେରିଲେ ଶହ ଶହ ପରୀକ୍ଷାର୍ଥୀ । ପରୀକ୍ଷାରେ ଅନିୟମିତତା ଅଭିଯୋଗ କରି ଓଟ୍ରିପଲ-ଏସସି ଅଫିସ ଘେରାଉ କରିଛନ୍ତି । ଯୋଗ୍ୟ ପରୀକ୍ଷାର୍ଥୀମାନେ ମେରିଟ୍ ତାଲିକାରୁ ବାଦ୍ ପଡ଼ିବାରୁ ପରୀକ୍ଷାର୍ଥୀମାନେ ପ୍ରତିବାଦ କରି ଦାୟିତ୍ୟହୀନତାକୁ ଦୋଷାରୋପ କରି…