ବାହ୍ୟ ଜଗତରୁ ମାଲକାନଗିରି ବିଛିନ୍ନ, ଭାଙ୍ଗିଲା ପିଲିଗାଡା ବ୍ରିଜ
ମାଲକାନଗିରି : ବାହ୍ୟ ଜଗତରୁ ମାଲକାନଗିରି ବିଛିନ୍ନ । ଭାଙ୍ଗିଲା ପିଲିଗାଡା ବ୍ରିଜ । ଆନ୍ଧ୍ର ,ତେଲେଙ୍ଗାନା ଏବଂ ଓଡିଶା ମଧ୍ୟରେ ଯୋଗାଯୋଗ ବିଛିନ୍ନ । ଦୁଇ ଦିନ ଧରି ଲାଗି ରହିଥିବା ବର୍ଷାରେ ଭାଙ୍ଗିଲା ପିଲିଗଡା ଠାରେ ଥିବା ବ୍ରିଜ…
ମାଲକାନଗିରି : ବାହ୍ୟ ଜଗତରୁ ମାଲକାନଗିରି ବିଛିନ୍ନ । ଭାଙ୍ଗିଲା ପିଲିଗାଡା ବ୍ରିଜ । ଆନ୍ଧ୍ର ,ତେଲେଙ୍ଗାନା ଏବଂ ଓଡିଶା ମଧ୍ୟରେ ଯୋଗାଯୋଗ ବିଛିନ୍ନ । ଦୁଇ ଦିନ ଧରି ଲାଗି ରହିଥିବା ବର୍ଷାରେ ଭାଙ୍ଗିଲା ପିଲିଗଡା ଠାରେ ଥିବା ବ୍ରିଜ…
ଭୁବନେଶ୍ୱର: ବିପଦପୂର୍ଣ୍ଣ ଘୋଷଣା ପରେ ଭଙ୍ଗାହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ। ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭାଙ୍ଗିବାକୁ ରାଜ୍ୟ ସରକାର ଦେଲେ ନିର୍ଦ୍ଦେଶ। ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ସୂଚନା ଅନୁସାରେ…
ଢାକା : ବାଂଲାଦେଶରେ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି)ର ନବନିଯୁକ୍ତ ମୁଖ୍ୟ ପ୍ରସିକ୍ୟୁଟର ତାଜୁଲ ଇସଲାମ ରବିବାର କହିଛନ୍ତି ଯେ ଗଣହତ୍ୟା ଅଭିଯୋଗର ସମ୍ମୁଖୀନ ହେବାକୁ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ଭାରତରୁ ପ୍ରତ୍ୟର୍ପଣ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ।…
ଗଣେଶ ପୂଜା ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଭିଭାବକ ଅସୁସ୍ଥ ହୋଇଛନ୍ତି। ଆଜି ସେମାନଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି। ଭୋଗ ଖାଇବା ପରେ ସମସ୍ତଙ୍କୁ ଝାଡ଼ାବାନ୍ତି ହୋଇଥିଲା। ଏପରି ଚିତ୍ର ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷୀ ବ୍ଲକ୍ରେ ଦେଖିବାକୁ ମିଳିଛି। ଶନିବାର…
ସମ୍ବଲପୁର: ବହୁ ପ୍ରତିକ୍ଷିତ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଁଖାଇ ଅବସରରେ ସମ୍ବଲପୁର ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରାଯାଇଛି । ଆଜି ପ୍ରଥମ କିସ୍ତିରେ ଚାଷୀଙ୍କ…
ବାରିପଦା: ଜଣେ ବ୍ରାଉନସୁଗାର ବେପାରୀକୁ ଧରିଛି ବାରିପଦା ଟାଉନ୍ ପୁଲିସ। ଅଭିଯୁକ୍ତଠାରୁ ୧୯୯.୮ ଗ୍ରାମ୍ ଓଜନର ବ୍ରାଉନସୁଗାର ଜବତ ହୋଇଛି। ଉକ୍ତ ବ୍ରାଉନସୁଗାରର ମୂଲ୍ୟ ଆନୁମାନିକ ୨୦ ଲକ୍ଷ ଟଙ୍କା ହେବ ବୋଲି ଜଣାଯାଇଛି। ଏହାଛଡ଼ା ଏକ ଭିଭୋ ସ୍ମାର୍ଟ ଫୋନ୍…
କୋଲକାତାର ଆର.ଜି କର ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ଇସ୍ତଫା ଦେଇଛନ୍ତି ରାଜ୍ୟସଭା ସାଂସଦ ଜବାହର ସରକାର। ସେ ଆଜି ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟକୁ ପଠାଇଛନ୍ତି। ଦୁଷ୍କର୍ମ ଓ…
ସମ୍ବଲପୁର: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏହି ଅବସରରେ ସମ୍ବଲପୁର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଁଖାଇର ପବିତ୍ର ଅବସରରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କୁ ଦର୍ଶନ କରିବା ସହ ପଶ୍ଚିମ ଓଡ଼ିଶାବାସୀଙ୍କୁ ନୂଆଁଖାଇର…
ନୟାଗଡ଼ ଜିଲ୍ଲା ଦଶପଲ୍ଲାର ବିଜେପି ନେତା ରାଘବ ମଲ୍ଲିକଙ୍କୁ ବିଜେଡି ନେତା ବସନ୍ତ କୁମାର ସାହୁ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି। ବସନ୍ତ ତାଙ୍କୁ ହତ୍ୟା ଧମକ ଦେଇଥିବା ନେଇ ରାଘବ ମଲ୍ଲିକ ବାଣୀଗୋଚ୍ଛା ଥାନାରେ ଅଭିଯୋଗ କରିଛନ୍ତି। ଏମିତିକି…
କୋରାପୁଟ: ଲଗାଣ ବର୍ଷାରେ ବେହାଲ କୋରାପୁଟ ଜିଲ୍ଲା। ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୋଲାବ ନଦୀ ଫୁଲୁଥିବାରୁ କିଛି ତଳିଆ ଅଞ୍ଚଳରେ ପାଣି ପଶିଛି। କୋଲାବ ନଦୀରେ ଦୀଗାପୁର ଠାରେ ଥିବା ବ୍ରିଜ୍ ଉପରେ…