J&K ନିର୍ବାଚନ; ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା BJP
ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଆଜି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଏହି ତାଲିକାରେ 10 ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ଥିବାବେଳେ ବାଦ୍ ପଡ଼ିଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ କବିନ୍ଦର ଗୁପ୍ତା। ଗାନ୍ଧି ନଗର…
