2024

ଅଜଣା କଣ୍ଟେନରରୁ ବିଭିନ୍ନ ସାମଗ୍ରୀ ବୋହି ନେଲେ ଲୋକେ

ପୁରୀ : ପୁରୀ ବେଳାଭୂମୀରେ ଲାଗିଥିବା ଅଜଣା କଣ୍ଟେନରରୁ ବିଭିନ୍ନ ସାମଗ୍ରୀ ବୋହି ନେଲେ ସ୍ଥାନୀୟ ଲୋକେ। କ୍ୟାଣ୍ଡେଲ, ଖାଦ୍ୟ ସାମଗ୍ରୀ, ଇଞ୍ଜିନ ଅଏଲଓ ପରଫ୍ୟୁମ ସହ ଅନେକ ସାମଗ୍ରୀ ସବୁକୁ ବୋହି ନେଇଛନ୍ତି ଲୋକେ। ୨ଦିନ ତଳେ ପେଣ୍ଠକଟା ବେଳାଭୂମିରେ…

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ ସାମିଲ ହୋଇଛନ୍ତି। ତେବେ ଏମପି ପଦରୁ ଇସ୍ତଫା ଦେବା ପରେ ତୁରନ୍ତ ବିଜେଡି ସୁପ୍ରିମୋ…

କିଏ ଆଉ ଦଳ ଛାଡ଼ିବେ : ବଡ଼ ବୟାନ ଦେଲେ ବରିଷ୍ଠ ବିଜେଡି ନେତା ଅମର ଶତପଥୀ

ଭୁବନେଶ୍ୱର,୭।୯: ଏମ୍‌ପିମାନେ ଦଳ ଛାଡିଲେ ବଡ ପ୍ରଭାବ ପଡ଼ିବ । ଏହା କହିଛନ୍ତି ବରିଷ୍ଠ ବିଜେଡି ନେତା ଅମର ଶତପଥୀ । ଏଭଳି ବଡ ବୟାନ । ଦେଇ ସେ କହିଛନ୍ତି, ମୋ ପାଖେ ତଥ୍ୟ ନାହିଁ, କିଏ ଆଉ ଦଳ…

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ରାଜ୍ୟ ବାହାରେ ଥିବା ମହିଳା ବି ଏବେ ସୁଭଦ୍ରା ଯୋଜନାର ଲାଭ…

ବିଜେଡିରେ ବହୁତ ବରିଷ୍ଠ ନେତା ଓ କର୍ମୀ ଅସନ୍ତୁଷ୍ଟ ଅଛନ୍ତି: ମମତା ମହାନ୍ତ

ଭୁବନେଶ୍ବର : ସୁଜିତ କୁମାର ରାଜ୍ୟସଭା ଓ ପରେ ବିଜେଡିରୁ ଇସ୍ତଫା ଦେବାର କିଛି ସମୟ ପରେ ବିଜେପିରେ ମିଶିଛନ୍ତି। ଏହାକୁ ନେଇ ଆଜି କଡ଼ା ପ୍ରତିକ୍ରିୟା ଦେଇଛନ୍ତି ରାଜ୍ୟସଭା ସାଂସଦ ମମତା ମହାନ୍ତ। ସେ କହିଛନ୍ତି, ବିଜେଡିରେ ବହୁତ ବରିଷ୍ଠ…

ଫୁଡ୍ ଷ୍ଟଲରେ ଚଢ଼ାଉ କଲା ସିଏମସି; ନଷ୍ଟକଲା ବାସି ଖାଦ୍ୟ

କଟକ : କଟକ ରାଣୀହାଟ ଛକର ରାସ୍ତାକଡ଼ରେ ଥିବା ବିଭିନ୍ନ ଫୁଡ୍ ଷ୍ଟଲରେ ଚଢ଼ାଉ କରି ଖାଦ୍ୟମାନ ଯାଞ୍ଚ କରିଛି ସିଏମସି। କଟକ ମହାନଗର ନିଗମର ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ଓ ଖାଦ୍ୟ ନିରାପତ୍ତା ଅଧିକାରୀଙ୍କ ସମେତ ଅନ୍ୟ ଅଫିସର୍ ଏହି…

ଭୁବନେଶ୍ୱରରେ ବୁକିଂ, ଢେଙ୍କାନାଳରେ ଫିଙ୍ଗି ଦେଇ କାର୍‌ ନେଇଗଲେ

ଭୁବନେଶ୍ୱରରେ ଉବେରରେ କାର୍‌ ବୁକିଂ କରିଥିଲେ। ଆଉ ଢେଙ୍କାନାଳ ଜଙ୍ଗଲରେ ଚାଳକକୁ ମାଡ଼ ମାରି ଫିଙ୍ଗି ଦେଲେ। ପରେ କାର୍‌ ନେଇ ପଳାଇ ଯାଇଥିଲେ ୩ ଦୁର୍ବୃତ୍ତ। ଲୁଟ୍‌ର ପ୍ରାୟ ୧୧ ଦିନ ପରେ ପୁଲିସ୍‌ କାର ଜବତ କରିବା ଦୁଇ…

୧.୩୨ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ଏମ୍‌ଭିଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ନୂଆପଡ଼ା ମୋଟର ଭେଇକିଲ ଇନ୍ସପେକ୍ଟର (MVI) ବିଜୟ କୁମାର ବେହୁରିଆ। ନଗଦ ୧ଲକ୍ଷ ୩୨ ହଜାର ଟଙ୍କା ନେଇ ନୂଆପଡ଼ାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ତାଙ୍କୁ ଧରିଛି ଭିଜିଲାନ୍ସ। ଏକ ଘରୋଇ ଗାଡ଼ିରେ…

ପାରା ଅଲିମ୍ପିକ୍ସରେ କମାଲ କଲେ ପ୍ରବୀଣ କୁମାର: ଭାରତ ପାଇଁ ଜିତିଲେ ସ୍ୱର୍ଣ୍ଣ

ପ୍ୟାରିସ : ପାରା ଅଲିମ୍ପିକ୍ସରେ ଭାରତର ପଦକ ବର୍ଷା ଜାରି ରହିଛି। ଆଜି ଭାରତ ପାଇଁ ଆଉ ଏକ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ପ୍ରବୀଣ କୁମାର। ସେ ପୁରୁଷ ଉଚ୍ଚ ଡିଆଁର ଟି ୬୪ ବର୍ଗରେ ଦେଶ ପାଇଁ ଏପରି ସଫଳତା…

ଏଣିକି ୨୦୦୦ ଟଙ୍କା ଦେଣନେଣରେ ପେମେଣ୍ଟ ଏଗ୍ରିଗେଟର ଉପରେ ଲାଗିବ ୧୮% GST!

ନୂଆଦିଲ୍ଲୀ : ଏଣିକି ୨୦୦୦ ଟଙ୍କା ଦେଣନେଣରେ ଲାଗିବ GST! ୧୮ ପ୍ରତିଶତ ଜିଏସଟି ଲାଗୁ କରିବା ପାଇଁ ଆଲୋଚନା ଚାଲିଛି। ଦ୍ରବ୍ୟ ଓ ସେବା କର (GST) ପରିଷଦ ୨୦୦୦ ଟଙ୍କା ପର୍ଯ୍ୟନ୍ତ ଛୋଟ ଡିଜିଟାଲ କାରବାର ପାଇଁ ପେମେଣ୍ଟ…