ସମାଜବାଦୀ ପାର୍ଟିକୁ ପୁଣି ଫେରିବେ କି ଅପର୍ଣ୍ଣା ଯାଦବ?
ଲକ୍ଷ୍ନୌ : ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂହ ଯାଦବକଙ୍କ ସାନ ବୋହୂ ଅପର୍ଣ୍ଣା ଯାଦବ ଘରକୁ ଫେରିପାରନ୍ତି। ବିଜେପି ଛାଡି ସେ ପୁଣି ଥରେ ସମାଜବାଦୀ ପାର୍ଟିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି। କାରଣ ବିଜେପି ତରଫରୁ ତାଙ୍କ…
ଲକ୍ଷ୍ନୌ : ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂହ ଯାଦବକଙ୍କ ସାନ ବୋହୂ ଅପର୍ଣ୍ଣା ଯାଦବ ଘରକୁ ଫେରିପାରନ୍ତି। ବିଜେପି ଛାଡି ସେ ପୁଣି ଥରେ ସମାଜବାଦୀ ପାର୍ଟିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି। କାରଣ ବିଜେପି ତରଫରୁ ତାଙ୍କ…
ନୂଆଦିଲ୍ଲୀ : ବିବାଦରେ ଥିବା ଟ୍ରେନ ଅଫିସର ପୂଜା ଖେଡକରଙ୍କୁ କେନ୍ଦ୍ର ସରକାର ତତ୍କାଳ ଭାବେ ଆଇଏଏସ୍ ପଦରୁ ବିଦା କରିଛନ୍ତି। ସେ ଓବିସି ଓ ଦିବ୍ୟାଙ୍ଗ ସଂରକ୍ଷଣର ଅପବ୍ୟବହାର କରି ପ୍ରଶାସନିକ ସେବା ପରୀକ୍ଷାରେ ଫାଇଦା ହାସଲ କରିଥିବା ଅଭିଯୋଗ…
ନୂଆଦିଲ୍ଲୀ : ଶେଷରେ ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶରେ ଛାଡ଼ି ପୃଥିବୀ ପୃଷ୍ଠକୁ ଫେରିଛି ବୋଇଂ ଷ୍ଟାରଲାଇନର କ୍ୟାପସୁଲ। ଶନିବାର ନ୍ୟୁ ମେକ୍ସିକୋର ହ୍ବାଇଟ୍ ସ୍ୟାଣ୍ଡ୍ସ ମିଜାଇଲ ରେଞ୍ଜରେ କ୍ୟାପସୁଲ୍ ସଫଳତାର ସହିତ ଅବତରଣ କରିଛି। ଫଳରେ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ…
ନୂଆଦିଲ୍ଲୀ : ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ବିଧାନସଭା ନିର୍ବାଚନ ପରେ ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇ ଆଣିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଜମ୍ମୁରେ ଏକ ଜନସଭାକୁ ସମ୍ବୋଧିତ କରି ସେ କହିଛନ୍ତି ଯେ ଜମ୍ମୁ-କଶ୍ମୀରରେ…
କୋଲକାତା,୭ା୯: ଆର୍.ଜି କର ମେଡିକାଲ ମାମଲାରେ ପଶ୍ଚିମବଙ୍ଗ ମେଡିକାଲ କାଉନସିଲ (ଡବ୍ଲ୍ୟୁବିଏମ୍ସି) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶନିବାର ଡବ୍ଲ୍ୟୁବିଏମ୍ସି ତିନି ଜଣ ଡାକ୍ତରଙ୍କୁ ନିଲମ୍ବନ କରିଛି। ନିଲମ୍ବିତ ହୋଇଥିବା ଡାକ୍ତରଙ୍କ ମଧ୍ୟରେ ଅଭିକ ଦେ, ବିରୂପାକ୍ଷ ବିଶ୍ୱାସ ଏବଂ…
ଇମ୍ଫାଲ : ମଣିପୁରର ଜିରିବାମ ଜିଲ୍ଲାରେ ପୁଣି ହିଂସା। କୁକି ଏବଂ ମେତେଇ ଗୋଷ୍ଠୀ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଛି। ଏଥିରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କେବଳ ସେତିକି ନୁହେଁ ସନ୍ଦିଗ୍ଧ ଲୋକମାନେ ଗୋଟିଏ ଘରେ…
ଚଣ୍ଡୀଗଡ : ଫାଇନାଲର ଠିକ ପୂର୍ବରୁ ଅଲିମ୍ପିକ୍ସରେ ଅଯୋଗ୍ୟ ବିବେଚିତ ହୋଇଥିବା ରେସଲର ଭିନେଶ ଫୋଗାଟ କଂଗ୍ରେସରେ ସାମିଲ ହେବା ପରେ ତାଙ୍କୁ ଜୋରଦାର ଢଙ୍ଗରେ ଟାର୍ଗେଟ କରିଛନ୍ତି ବିଜେପି ନେତା ବ୍ରିଜ ଭୂଷଣ ଶରଣ ସିଂହ। କୁସ୍ତି ମହାସଂଘର ପୂର୍ବତନ…
କୋଲକାତା : ପଶ୍ଚିମବଙ୍ଗରୁ ପୁଣି ଆସିଛି ଲଜ୍ଜାଜନକ ଘଟଣା। ଏଠାରେ ଜଣେ ୧୫ ବର୍ଷୀୟ ଝିଅ ଯୌନ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଯୌନ ନିର୍ଯାତନା ପରେ ତାଙ୍କୁ ରାସ୍ତା କଡ଼ରେ ଫିଙ୍ଗି ଦିଆଯାଇଥିଲା। ରାସ୍ତା କଡ଼ରୁ ତାଙ୍କୁ ଅଚେତ…
ଇମ୍ଫାଲ: ଗତ ଦେଢ ବର୍ଷ ଧରି ମଣିପୁରରେ ହିଂସା ଜାରି ରହିଛି। କୁକି ଓ ମୈତେଇ ସମ୍ପ୍ରଦାୟ ମଧ୍ୟରେ ଚାଲିଥିବା ହିଂସା ଥମିବାର ନାଁ ନେଉନାହିଁ। ଇତି ମଧ୍ୟରେ ବିଷ୍ଣୁପୁରର ମୋଇରଙ୍ଗ ଅଞ୍ଚଳରେ ଉଗ୍ରବାଦୀଙ୍କ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି।…
ମାଲକାନଗିରି : ସୁଭଦ୍ରା ଯୋଜନାରେ ଆବେଦନ ପ୍ରକ୍ରିୟାର ଆରମ୍ଭ ହୋଇଛି। ଏଥି ନିମନ୍ତେ ଆଧାରରେ ଫୋନ୍ ନମ୍ବର ଲିଙ୍କ୍ ଜରୁରୀ ନୁହେଁ ବୋଲି ଶୁକ୍ରବାର ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସୁଭଦ୍ରା ଫର୍ମ ଦାଖଲ କରିବା…