2024

ତ୍ରିଶୁଳିଆ ପୋଲ ଉପରେ ମର୍ମନ୍ତୁଦ ଦୁର୍ଘଟଣା, ୨ଜଣଙ୍କ ଜୀବନ ଗଲା

କଟକ: ତ୍ରିଶୁଳିଆ ସୁବାଶଚନ୍ଦ୍ର ବୋଷ ସେତୁ ଉପରେ ମର୍ମନ୍ତୁଦ ଦୁର୍ଘଟଣା। ଚାଲିଗଲା ୨ଜଣଙ୍କ ଜୀବନ। ଗୋଟିଏ ସ୍କୁଟିକୁ ଏକ ଟାଟା ମ୍ୟାଜିକ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ…

ବଜ୍ରପାତରେ ୫ ବର୍ଷରେ ଗଲାଣି ୧୬୨୫ ଜୀବନ, ସହାୟତା ରାଶି ବୃଦ୍ଧି ଦାବି

ଭୁବନେଶ୍ବର : ଗତ ୫ବର୍ଷରେ ରାଜ୍ୟରେ ବଜ୍ରପାତରେ ୧ ହଜାର ୬୨୫ ଜଣ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ବିଧାନସଭାରେ ପ୍ରଶ୍ନକାଳରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ୨୦୧୯-୨୦ରୁ ୨୦୨୩-୨୪ ମଧ୍ୟରେ ରାଜ୍ୟରେ ବଜ୍ରପାତରେ ୧ ହଜାର…

ଗୁରୁଙ୍କ ହାତରେ ହିଁ ଭବିଷ୍ୟତର ସୁରକ୍ଷା ଦାୟିତ୍ଵ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନ ସଭାଗୃହରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ ନିର୍ମାଣ କରନ୍ତି…

ରାଜ୍ୟରେ ୯ ତାରିଖ ଯାଏଁ ବର୍ଷା ସହିତ ବଜ୍ରପାତ ନେଇ ସତର୍କ ସୂଚନା ଜାରି

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହି ଲଘୁଚାପ ଗଣେଶ ପୂଜାରେ ଉପକୂଳ ଓଡ଼ିଶା ଭିଜାଇବ। ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ବୁଧବାର ସୃଷ୍ଟି ହେଇଥିଲା ଘୂର୍ଣ୍ଣିବଳୟ ଯୋଗୁଁ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା କରାଯାଉଛି।…

ଓଡ଼ିଶାର ୨ ଜଣଙ୍କ ସମେତ ମୋଟ ୫୦ ଜଣଙ୍କୁ ମିଳିଲା ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଶିକ୍ଷକ ଦିବସ ସମାରୋହରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ରାଷ୍ଟ୍ରପତି ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିଥିଲେ। ନିଜର ଅଭିଭାଷଣରେ ରାଷ୍ଟ୍ରପତି କହିଛନ୍ତି ଯେ ଶିକ୍ଷକମାନେ ଛାତ୍ରଛାତ୍ରୀମାନଙ୍କୁ ଏପରି…

ଅଳ୍ପକେ ବର୍ତ୍ତିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦ : ଏକ ନିଶ୍ଚିତ ଟ୍ରେନ୍ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ। ବନ୍ୟାଞ୍ଚଳ ପରିଦର୍ଶନ ବେଳେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏଭଳି ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ଘଟଣା ଘଟିଛି ଆନ୍ଧ୍ର ପ୍ରଦେଶର ବିଜୟୱାଡାରେ। ରେଳ ବ୍ରିଜ୍‌ର…

ସିଙ୍ଗାପୁରରେ ପ୍ରଧାନମନ୍ତ୍ରୀ ମୋଦୀ: ଦ୍ଵିପାକ୍ଷିକ ସମ୍ପର୍କ ମଜବୁତ୍ କରିବା ଉପରେ ଗୁରୁତ୍ଵ

ନୂଆଦିଲ୍ଲୀ: ସିଙ୍ଗାପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଙ୍କ ଆମନ୍ତ୍ରଣ କ୍ରମେ ମୋଦୀ ଏହି ଦକ୍ଷିଣ ଏସୀୟ ରାଷ୍ଟ୍ର ଗସ୍ତ କରିଥିବା ଜଣାପଡିଛି। ଆଜି ( ଗୁରୁବାର) ସିଙ୍ଗାପୁର ପାର୍ଲାମେଣ୍ଟରେ ମୋଦୀଙ୍କ ସରକାରୀ ଭାବେ ସ୍ଵାଗି ସମ୍ବର୍ଦ୍ଧନା ଜ୍ଞାପନ କରାଯିବ।…

ୟୁନୁସଙ୍କ ଚେତାବନୀ: ‘ମୁହଁରେ ତାଲା ଲଗାଇ ବସନ୍ତୁ ଶେଖ ହସିନା’

ନୂଆଦିଲ୍ଲୀ : ଗତ ଅଗଷ୍ଟ ୫ ତାରିଖରେ ବାଂଲାଦେଶରେ ସରକାର ବଦଳିବା ପରଠାରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତରେ ଅଛନ୍ତି। ବାଂଲାଦେଶରେ ସରକାର ବିରୋଧୀ ହିଂସା ଉଗ୍ରରୂପ ନେବା ପରେ ହସିନାଙ୍କୁ ବାଧ୍ୟବଶତଃ ଇସ୍ତଫା ଦେବାକୁ ପଡ଼ିଥିଲା। ଏହା ପରେ…

ଦୁଇଟି ଆସନରୁ ନିର୍ବାଚନ ଲଢିବେ ଓମାର ଅବଦୁଲ୍ଲା

ଶ୍ରୀନଗର : ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସର ମୁଖ୍ୟ ଓମାର ଅବଦୁଲ୍ଲା ଦୁଇଟି ଆସନରୁ ବିଧାନସଭା ନିର୍ବାଚନ ଲଢ଼ିବେ। ପ୍ରଥମେ ସେ ଗାନ୍ଦେରବାଲରୁ ନାମାଙ୍କନ ଦଖଲ କରିଥିବା ବେଳେ ଆଜି ବଦଗାମ ପାଇଁ ମଧ୍ୟ ନୋମିନେସନ ଫାଇଲ କରିଛନ୍ତି।…

ବିଜେପିରେ ମିଶିଲେ ରବିନ୍ଦ୍ର ଜାଡେଜା

ନୂଆଦିଲ୍ଲୀ : ଟି-୨୦ କ୍ରିକେଟରୁ ଅବସର ନେଇ ସାରିଥିବା ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ତାଙ୍କର ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏବେ ରାଜନୀତିରେ ପାଦ ଦେଇଛନ୍ତି। ଜାଡେଜା କେନ୍ଦ୍ରରେ କ୍ଷମତାସୀନ ବିଜେପିରେ ମିଶିଛନ୍ତି। ଜାଡେଜା ବିଜେପିର…