2024

କୋଲକାତା ହରର ପୀଡ଼ିତାଙ୍କ ପରିବାରକୁ ଟଙ୍କା ଅଫର ଘଟଣା: ମୁହଁ ଖୋଲିଲା ଟିଏମସି, ଦେଖାଇଲା ଭିଡିଓ

କୋଲକାତା : କୋଲକାତା ହସ୍ପିଟାଲରେ ଦୁଷ୍କର୍ମ ପରେ ହତ୍ୟାର ଶିକାର ହୋଇଥିବା ମହିଳା ଡାକ୍ତରଙ୍କ ବାପା ମା’ ଟଙ୍କା ଅଫରର ଅଭିଯୋଗ ଆଣିବା ପରେ ହଇଚଇ ସୃଷ୍ଟି ହୋଇଛି। ଏସବୁ ଭିତରେ ବିରୋଧୀ ଘୃଣ୍ୟ ରାଜନୀତି କରୁଥିବା କ୍ଷମତାସୀନ ଅଭିଯୋଗ କରିଛନ୍ତି…

କେଜ୍ରିୱାଲଙ୍କ ଜାମିନ ଆବେଦନ; ଶୁଣାଣି କରି ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଆବେଦନ ଉପରେ ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି ସୁପ୍ରିମକୋର୍ଟ। ଆଜି ସୁପ୍ରିମକୋର୍ଟର ଦୁଇ ଜଣିଆ ଖଣ୍ଡପୀଠ ସିବିଆଇ ଗିରଫଦାରୀ ବିରୋଧରେ ଆବେଦନ ହୋଇଥିବା ମାମଲାର ଶୁଣାଣି କରି ରାୟ ସଂରକ୍ଷିତ…

‘ମୁହଁ ବନ୍ଦ କରିବାକୁ ପୁଲିସ ଯାଚିଥିଲା ଟଙ୍କା’, ଅଭୟା ବାପା-ମା’ଙ୍କ ସାଙ୍ଘାତିକ ଅଭିଯୋଗ

କୋଲକାତା : କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ଏବେବି ଚର୍ଚ୍ଚାରେ ରହିଛି। ପୀଡିତାଙ୍କୁ ନ୍ୟାୟ ଦାବିରେ ଜଳୁଛି ଦେଶ। ଲଗାତର ଜାରି ରହିଛି ବିକ୍ଷୋଭ। ଏହାରି ଭିତରେ କୋଲକାତା ପୁଲିସକୁ ନେଇ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଅଭୟାଙ୍କ…

୭୦୦ ଫୁଟ୍ ଘାଟିରୁ ଖସିଲା ସେନା ଗାଡ଼ି, ୪ ସୈନ୍ୟ ମୃତ

ଗାଙ୍ଗଟକ : ସିକ୍କିମରେ ସେନା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣ ସୈନ୍ୟଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ସେନା ଗାଡ଼ି ୭୦୦ ଫୁଟ୍ ତଳକୁ ଖସି ପଡିଥିଲା। ସୂଚନା ଅନୁସାରେ, ଆଜି ସେନାର ଏକ ଗାଡ଼ି କିଛି ସୈନ୍ୟଙ୍କୁ…

ନଭେମ୍ବର ୧୫ରୁ ଐତିହାସିକ ବାଲିଯାତ୍ରା, ପ୍ରଥମ ଥର ଲାଗି ହେବ ଗ୍ରୀନ କରିଡର

କଟକ: ନଭେମ୍ବର ୧୫ରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା । ଏନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓ ସାହେବ୍ ସିନ୍ଧେ । ତେବେ ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ ସେନେଇ ଏବେ କୌଣସି ନିଷ୍ପତ୍ତି ନିଆଯାଇନି…

‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’ ଉଚ୍ଛେଦ କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’କୁ ଭଙ୍ଗ କରିବେ। ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ପରିଚାଳିତ ଓଡ଼ିଶା ସରକାର ଏନେଇ ନିର୍ଦ୍ଦେଶ ଦେଇଛନ୍ତି। ନିଷ୍ପତ୍ତି ଅନୁସାରେ ବିଜେଡିର ଶାସନ କାଳରେ ଗଠିତ ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’କୁ ବିଜେପି ସରକାର ସମ୍ପୂର୍ଣ୍ଣ…

ନୂଆଖାଇ ପାଇଁ ୯ ତାରିଖ ଦିନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: କୃଷି ଭିତ୍ତିକ ପର୍ବ ‘ନୂଆଖାଇ’ ପାଇଁ ସେପ୍ଟେମ୍ବର ୯ ତାରିଖ ଦିନ ରାଜ୍ୟର ସମସ୍ତ ବିଦ୍ୟାଳୟ ଛୁଟି ଘୋଷଣା କରିଛନ୍ତି ଓଡିଶା ସରକାର। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ,…

ବନ୍ୟା ବନ୍ଦ ନ ହେବାରୁ ୩୦ ଅଧିକାରୀଙ୍କୁ ମୃତ୍ୟୁଦଣ୍ଡ !

ପ୍ୟୋଙ୍ଗୟାଙ୍ଗ: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ୍ ୩୦ ଜଣ ଉଚ୍ଚ ପଦାଧିକାରୀଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି । ଏହାର ମୁଖ୍ୟ କାରଣ ହେଉଛି ସେମାନେ ବିନାଶକାରୀ ବନ୍ୟାକୁ ରୋକିବାରେ ବିଫଳ ହୋଇଥିଲେ। ଦକ୍ଷିଣ କୋରିଆ ନ୍ୟୁଜ୍ ଏଜେନ୍ସି ଚୋସୁନ୍…

ବାର୍ଡ-ଫ୍ଲୁ ନେଇ ତିନି ଜଣିଆ କେନ୍ଦ୍ରୀୟ ଟିମ୍‌ଙ୍କ ତନାଘନା

ପୁରୀ ଜିଲ୍ଲାରେ ଚିନ୍ତା ବଢ଼ାଇଛି ବାର୍ଡ-ଫ୍ଲୁ। ନିମାପଡ଼ା ବ୍ଲକ ଅନ୍ତର୍ଗତ କୋଠକୁସାଙ୍ଗ ବାର୍ଡ-ଫ୍ଲୁ ଚିହ୍ନଟ ହେବାପରେ ଆଜି ଅପରାହ୍ନରେ କୋଠକୁସାଙ୍ଗ ବ୍ରଏଲର ଫାର୍ମରେ ଭାରତ ସରକାରଙ୍କ ତରଫରୁ ତିନି ଜଣିଆ ପ୍ରାଣୀରୋଗ ବିଶେଷଜ୍ଞ ପହଞ୍ଚି ଏକ କିଲୋମିଟର ଭିତରେ ଥିବା ଫାର୍ମଗୁଡ଼ିକରେ…

ସୁଭଦ୍ରା କଲ୍‌ ସେଣ୍ଟର ଉଦ୍‌ଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ଭୁବନେଶ୍ବରରେ ସୁଭଦ୍ରା କଲ୍‌ ସେଣ୍ଟର ଉଦ୍‌ଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଓସିଏସି ଠାରେ ଉଦଘାଟିତ ହେଲା ସୁଭଦ୍ରା କଲ ସେଣ୍ଟର । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ସର୍ବସାଧାରଣ ନିଜର ସୁବିଧା ବିଷୟରେ…