2024

ଭୁବନେଶ୍ୱର DRI ର ବଡ଼ ରେଡ, ବନ୍ୟ ପ୍ରାଣୀ ଶାରୀରିକ ଅଂଶ ଜବତ

ଭୁବନେଶ୍ୱର : ଭୁବନେଶ୍ୱର DRI ର ବଡ଼ ରେଡ । ସୋରୁମରୁ ମିଳିଲା ବଜ୍ରକାପ୍ତା କାତିରେ ତିଆରି ହୋଇଥିବା ମୁଦି, ବିରଳ କୁମ୍ଭୀର ପ୍ରଜାତିର ଶାରୀର ଅଂଶ, ସାମୁଦ୍ରିକ ରତ୍ନ, କସ୍ତୁରୀ ହରିଣର କସ୍ତୁରୀ, ବିରଳ ଗେଣ୍ଡା ଆଦି ସାମୁଦ୍ରିକ ଯିବ…

ପ୍ରବଳ ବର୍ଷା ସହ ଭୂସ୍ଖଳନ, ୮ ମୃତ

ପ୍ରବଳ ବର୍ଷାରେ ବେହାଲ ଆନ୍ଧ୍ରପ୍ରଦେଶ। ତୁହାକୁ ତୁହା ବର୍ଷା ଯୋଗୁ ଲୋକେ ଜଳବନ୍ଦି ଘେରରେ ରହିଛନ୍ତି। ଯାତାୟତ ଏକ ପ୍ରକାର ଠପ୍‌ ହୋଇଯାଇଛି।ଆନ୍ଧ୍ରପେଦଶର ବିଜୟଓ୍ୱାଡାରେ ଲାଗାତର ବର୍ଷା ପରେ ଭୂସ୍ଖଳନ ହୋଇିଛି। ଫଳରେ ଏଥିରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା…

ଛତ୍ରପୁର ବିଇଓଙ୍କୁ ବାନ୍ଧିଲା ଭିଜିଲାନ୍ସ

ବ୍ରହ୍ମପୁର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛତ୍ରପୁର ବିଇଓଙ୍କୁ ବାନ୍ଧିଲା ଭିଜିଲାନ୍ସ। ବିଇଓ ସୀତାରାମ ପାତ୍ରଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ବିଇଓ ଆୟଠାରୁ ଅଧିକ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ପରେ ତାଙ୍କ ଘରେ ଚଢାଉ କରିଥିଲା ଭିଜିଲାନ୍ସ।…

ହରିଦାସପୁର-ପାରାଦ୍ୱୀପ ଦ୍ଵିତୀୟ ରେଳ ଲାଇନ ପାଇଁ ପ୍ରସ୍ତାବ ଦେଲେ ସାଂସଦ ବୈଜୟନ୍ତ

ଭୁବନେଶ୍ବର : କେନ୍ଦ୍ରାପଡ଼ା ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡା କେନ୍ଦ୍ରାପଡା ହରିଦାସପୁର-ପାରାଦ୍ୱୀପ ଦ୍ଵିତୀୟ ରେଳ ଲାଇନ ପାଇଁ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ ପ୍ରସ୍ତାବ ଦେଇଛନ୍ତି। ଗତକାଲି ଶ୍ରୀ ପଣ୍ଡା ଏହି ପ୍ରସ୍ତାବ ଦେଇଥିବା ଜଣାପଡିଛି। ସୂଚନାଯୋଗ୍ୟ…

ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଆରକ୍ଷୀ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିକଟରେ ମହିଳାମାନଙ୍କ ଉପରେ ହେଉଥିବା ହିଂସା ଉପରେ ଭାରତର ମହାମହିମ…

କୋଟିପତି କନିଷ୍ଠ କିରାଣିଙ୍କୁ ବାନ୍ଧିଲା ଭିଜିଲାନ୍ସ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କନିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିବା ପ୍ରଦୀପ କୁମାର ଦାସଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ବିଡିଓ ଆୟଠାରୁ ଅଧିକ…

ବି-ଟେକ୍ ଗଞ୍ଜେଇ ମାଫିଆ; ବାହାରୁ ସୁନ୍ଦର ତରୁଣୀ ଆଣି ରିଲ୍ସ କରୁଥିଲେ

ଭୁବନେଶ୍ବର :ଅଏସ କରୁଥିଲେ B-Tech ଗଞ୍ଜେଇ ମାଫିଆ। ଗଞ୍ଜେଇ ବେପାରରୁ ରୋଜଗାର କରୁଥିବା ଟଙ୍କାରେ ମୌଜ ମଜଲିସ୍‌ କରୁଥିଲେ। ରାଜ୍ୟ ବାହାରୁ ସୁନ୍ଦର ସୁନ୍ଦର ତରୁଣୀ ଆଣି ସେମାନଙ୍କ ସହିତ ରିଲ୍ସ କରୁଥିଲେ। ସୋଶାଲ୍‌ ମିଡ଼ିଆରେ ଧମାଲ୍‌ କରୁଥିଲେ। ଆଜି ସେହି…

ଗୁପ୍ତ ରତ୍ନଭଣ୍ଡାର ଥାଇପାରେ: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ବର : ଗୁପ୍ତ ରତ୍ନଭଣ୍ଡାର ଥାଇପାରେ। ସେଥିପାଇଁ ଜିପିଆର ସର୍ଭେ କରାଯିବ। ଓଡ଼ିଶା ରିପୋର୍ଟରକୁ ଦେଇଥିବା ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ଏହି କଥା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ଏଏସଆଇ ତାର ପ୍ରାଥମିକ ଅନୁସନ୍ଧାନ ସାରିଦେଲାଣି। ବର୍ତ୍ତମାନ…

ସ୍ୱାୟତ୍ତ ଶାସନ ଦିବସ ଅବସରରେ ୪ଟି ପ୍ରକଳ୍ପ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କଟକ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ସ୍ୱାୟତ୍ତ ଶାସନ ଦିବସ ଅବସରରେ କଟକ ସହରରେ ୫୦ କୋଟି ଟଙ୍କା ବ୍ୟୟରେ ୪ଟି ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ପ୍ରତିବର୍ଷ ସ୍ୱାୟତ୍ତ ଶାସନ ଦିବସରେ କଟକ ମହାନଗର ନିଗମ ଅନେକ ପ୍ରକଳ୍ପ…

ଓଡ଼ିଶାରେ ଲାଗୁ ହେଲା ପିଏମ୍-ଉଷା ଯୋଜନା, ଗୁଣାତ୍ମକ ଶିକ୍ଷାଦାନ ଉଦ୍ଦେଶ୍ୟ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ଉପସ୍ଥିତିରେ ଓଡିଶାରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ – ପିଏମ ଉଷା କାର୍ଯ୍ୟକାରୀ କରିବା ନିମନ୍ତେ ଆଜି ଭାରତ…