2024

ଆଉ ବର୍ଷେ ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଯୋଜନା

ଭୁବନେଶ୍ବର: ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଯୋଜନା । କାର୍ଯ୍ୟରତ ସାମ୍ବାଦିକଙ୍କୁ ମିଳୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାକୁ ଆଉ ଏକ ବର୍ଷ ବୃଦ୍ଧି କଲେ ରାଜ୍ୟ ସରକାର । ଏହାର ସମୟ ସୀମା ଚଳିତ ମାସ ୩୧ ତାରିଖ ପର୍ଯ୍ୟୱନ୍ତ ଥିବାବେଳେ ଏଠାକୁ…

ଆମ୍ବ ବଗିଚାରୁ ୨ ନାବାଳିକାଙ୍କ ମୃତଦେହ ଉଦ୍ଧାର ଘଟଣା; ୨ ଯୁବକ ଗିରଫ

ଉତ୍ତର ପ୍ରଦେଶ ଫାରୁକାବଦରେ ଦୁଇ ଜଣ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହେବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୁଲିସ। ସ୍ଥାନୀୟ ଅଞ୍ଚଳର ଦୀପକ ଏବଂ ପବନଙ୍କୁ ପୁଲିସ ଗିରଫ କରି ଅଧିକ ତଦନ୍ତ କରୁଛି। ଅଗଷ୍ଟ ୨୭ରେ ଏକ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ, ୪୧୩ କୋଟି ଟଙ୍କାର ବ୍ୟୟ ଅଟକଳ

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ । ଶୃଙ୍ଖଳିତ ଦର୍ଶନ ଉପରେ ବୈଠକରେ ଆଲୋଚନା । ପରମ୍ପରା ଓ ସେବା ମଧ୍ୟରେ ବାଧା ନ ଉପୁଜିଲେ ଦର୍ଶନ ଶୃଙ୍ଖଳିତ ହେବ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

‘ସେବା, ସ୍ୱାଭିମାନ ସଂଗ୍ରାମ ଓ ସଚେତନତା ଆମର ଆଦର୍ଶ’

ଭୁବନେଶ୍ୱର: ସେବା, ସଂଗ୍ରାମ, ସ୍ୱାଭିମାନ ଓ ସଚେତନତା ହେଉଛି ବିଜୁ ଜନତା ଦଳର ଆଦର୍ଶ । ଏକ ଆଞ୍ଚଳିକ ଦଳ ଭାବରେ ବିଜୁ ଜନତା ଦଳଗତ ୨୭ ବର୍ଷ ଧରି ଓଡିଶା ବାସୀଙ୍କ ସେବା କରିଆସୁଛି । ଛାତ୍ର, ଯୁବକ, ମହିଳା,…

ଶିଖ୍ ବିରୋଧୀ ଦଙ୍ଗା: ଜଗଦୀଶ ଟାଇଟଲରଙ୍କ ବିରୁଦ୍ଧରେ ଅଭିଯୋଗ ଦାଖଲ କରିବାକୁ ନିର୍ଦ୍ଦେଶ

ପୂର୍ବତନ କଂଗ୍ରେସ ସାଂସଦ ଜଗଦୀଶ ଟାଇଟଲରଙ୍କ ବିରୋଧରେ ଦାଖଲ ହେବ ଅଭିଯୋଗ। 1984 ଶିଖ୍ ବିରୋଧୀ ଦଙ୍ଗା ମାମଲାରେ ତାଙ୍କ ବିରୁଦ୍ଧରେ ଅଭିଯୋଗ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ। ଆଜି ଏହି ମାମଲାର ଶୁଣାଣି କରି…

ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଅଗ୍ନିକାଣ୍ଡ, ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ

କୋରାପୁଟ : କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସ୍ପିଟାଲରେ ବଡ ଅଘଟଣ ଘଟିଛି । ମାତୃ ଓ ଶିଶୁ ବିଭାଗ SNCUରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟି ଥିବା ସନ୍ଦେହ କରାଯାଉଛି । ଏଥିରେ ଅନେକ ଶିଶୁ ଗୁରୁତର…

ବିଜେଡି ସରକାରଙ୍କର ‘ନୂଆ ଓ’ରେ ପଡିଲା ପୂର୍ଣ୍ଣଚ୍ଛେଦ

ଭୁବନେଶ୍ବର: ବନ୍ଦ ହେଲା ନବୀନ ସରକାରଙ୍କର ‘ନୂଆ ଓ’ । ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଶୁକ୍ରବାର ପୂର୍ବ ସରକାରଙ୍କ ‘ନୂଆ ଓ’ ତଥା ନୂତନ ଉନ୍ନତି ଅଭିଳାଷ ଓଡିଶା କାର୍ଯ୍ୟକ୍ରମ ବନ୍ଦ…

ବିଜେପିରେ ମିଶିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ

ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା (JMM) ନେତା ଚମ୍ପାଇ ସୋରେନ ଆଜି ବିଜେପିରେ ଯୋଗ ଦେଇଛନ୍ତି। ରାଞ୍ଚିରେ ଝାରଖଣ୍ଡ ବିଜେପି ସଭାପତି ବାବୁଲା ମାରାଣ୍ଡି, କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୩୬ ଘଣ୍ଟାରେ ନେବ ଅବପାତର ରୂପ

ଭୁବନେଶ୍ୱର: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା । ଏହା ଏବେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ…

ପୁଣି ସଂଶୋଧନ ହେବ ବିଶ୍ବବିଦ୍ୟାଳୟ ଆଇନ, ଫେରିବ ସିନେଟ୍

ଭୁବନେଶ୍ବର: ପୁଣି ସଂଶୋଧନ ହେବ ୨୦୨୦ ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନ୍ । ଗୃହରେ ବିଜେଡି ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ମନ୍ତ୍ରୀ କହିଛନ୍ତି, ପୁଣି ବିଶ୍ବବିଦ୍ୟାଳୟ ଆଇନ ସଂଶୋଧନ…