ସମ୍ବେଦନଶୀଳ ପ୍ରସଙ୍ଗରେ ଉତ୍ତର ମିଳିଲାନି; ପୁଣି ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମମତା
କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଉ ଥରେ ଚିଠି ଲେଖିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଦୁଷ୍କର୍ମ ଓ ହତ୍ୟା ଭଳି ଜଘନ୍ୟ ଅପରାଧକୁ ରୋକିବା ପାଇଁ କଠୋର ଆଇନ ପ୍ରଣୟନ…
