ବିଧାନସଭାରେ ମୋବାଇଲ୍ ଓ ପାଣି ବୋତଲ ନେବା ମନା, ନିର୍ଦ୍ଦେଶ ଦେଲେ ବାଚସ୍ପତି
ଭୁବନେଶ୍ୱର : ବିଧାନସଭାରେ ମୋବାଇଲ ଓ ପାଣି ବୋତଲ ବ୍ୟବହାରକୁ ବାରଣ । କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏପରି କହିଛନ୍ତି ବାଚସ୍ପତି ସୁରମା ପାଢ଼ୀ ।…
