କେ. କବିତାଙ୍କୁ ମିଳିଲା ଜାମିନ୍
ଜେଲ୍ରୁ ମୁକୁଳିବେ ବିଆର୍ଏସ୍ ନେତ୍ରୀ କେ.କବିତା। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା କେ.କବିତାଙ୍କୁ ମିଳିଲା ଜାମିନ୍। ସୁପ୍ରିମକୋର୍ଟରୁ ତାଙ୍କୁ ଆଜି ୧୦ ଲକ୍ଷ ଟଙ୍କା ମୁଚଲିକାରେ ସର୍ତ୍ତମୂଳକ ଜାମିନ ମିଳିଛି। କେ.କବିତାଙ୍କ ଜାମିନକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି…
