କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ED ରେଡ୍

ଭୁବନେଶ୍ୱର : ନିରଞ୍ଜନ ପଟ୍ଟନାୟକଙ୍କ ଘରେ ED ରେଡ୍। ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ନିରଞ୍ଜନ ପଟ୍ଟନାୟକଙ୍କ ଭୁବନେଶ୍ବର ନୟାପଲ୍ଲୀସ୍ଥିତ ବାସଭବନରେ ରେଡ୍ ଚାଲିଛି। ଅନ୍ୟ ୩ଟି ସ୍ଥାନରେ ମଧ୍ୟ ଚାଲିଛି ଇଡି ରେଡ୍। କେଉଁ ପ୍ରସଙ୍ଗରେ ରେଡ୍ ହେଉଛି ଜଣାପଡ଼ିନାହିଁ। ରେଡ୍ ନେଇ…

ରାହୁଲ ଗାନ୍ଧିଙ୍କ ଆକ୍ରମଣକୁ ବିରୋଧ କରି ବିଜେପି ଓ ଅମିତ ଶାହଙ୍କ ବୟାନକୁ ନିନ୍ଦା କରି କଂଗ୍ରେସ ରାଜରାସ୍ତାରେ

ସଂସଦରେ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଦେଶର ରାଜଧାନୀ ନୂଆଦିଲ୍ଲୀରେ ହୋଇଛି ହଙ୍ଗାମା। ମୁହାଁମୁହିଁ ହୋଇଛନ୍ତି କଂଗ୍ରେସ ଓ ବିଜେପି ସାଂସଦ। ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ନାଁରେ ଥାନାରେ ହୋଇଛି ଏତଲା। ଦେଶର…

ଟ୍ୟାଙ୍କ ଫିଲ୍ଡ ଫାଇରିଙ୍ଗ ଅଭ୍ୟାସ ବେଳେ ବିସ୍ଫୋରଣରେ ଓଡ଼ିଆ ଯବାନ ସହିଦ୍

କୋରାପୁଟ: ଟ୍ୟାଙ୍କ ଫିଲ୍ଡ ଫାଇରିଙ୍ଗ ଅଭ୍ୟାସ ବେଳେ ବିସ୍ଫୋରଣରେ ଜଣେ ଓଡ଼ିଆ ଯବାନ ସହିଦ୍ ହୋଇଛନ୍ତି। ଯବାନ ଜଣକ ହେଲେ କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନା ଅନ୍ତର୍ଗତ ବଡାଗୁଡା ଗ୍ରାମର ଈଶ୍ଵର ତଲିଆ। ସେ ୨୦୧୧ ମସିହାରେ ଭାରତୀୟ ସେନାରେ ଯୋଗ…

ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ୨୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

୨୨ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ।  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।  ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି,…

ରାହୁଲଙ୍କ ଦାୟିତ୍ବହୀନ ଆଚରଣ ନିନ୍ଦନୀୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସାଂସଦ ପ୍ରତାପ ଷଡ଼ଙ୍ଗୀ ସଂସଦ ସିଡ଼ିରୁ ପଡ଼ି ଆହତ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମଡିଆ ଏକ୍ସରେ କହିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଦାୟିତ୍ବହୀନ ତଥା ଆପତ୍ତିଜନକ ଆଚରଣକୁ ମୁଁ ଦୃଢ଼ ନିନ୍ଦା କରୁଛି।…

ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ବ୍ୟବସ୍ଥା, ଆନନ୍ଦବଜାରରେ ନୂଆ ଡ୍ରେସକୋର୍ଡ

ପୁରୀ: ନୂଆବର୍ଷ ଠାରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ହେବ ନୂଆ ବ୍ୟବସ୍ଥା । ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ସେ କହିଛନ୍ତି, ସ୍ବତନ୍ତ୍ର ବାରିକେଡ୍…

ପରସ୍ପର ବିରୋଧରେ ଥାନାରେ ପହଞ୍ଚିଲେ କଂଗ୍ରେସ ଓ ବିଜେପି

ସଂସଦ ବାହାରେ ବିଜେପି ଓ କଂଗ୍ରେସ ସାଂସଦଙ୍କ ମୁହାଁମୁହିଁ ସ୍ଥିତିକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ଯୁଦ୍ଧ। ଉଭୟ ଦଳର ସାଂସଦଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଆରୋପ ପ୍ରତ୍ୟାରୋପ ଏବେ ଥାନାରେ ପହଞ୍ଚିଛି। ଉଭୟ ବିଜେପି ଓ କଂଗ୍ରେସ ଦଳର ସାଂସଦ…

ଜାନୁଆରୀ ୧୮ରେ ପକ୍ଷୀ ଗଣନା, ଏଥର ଫ୍ଲେମିଙ୍ଗୋର ଗୋଡରେ ଲଗାଯିବ ସାଟେଲାଇଟ ଟ୍ରାକିଙ୍ଗ ରିଙ୍ଗ

ଜାନୁଆରୀ ୧୮ରେ ପକ୍ଷୀ ଗଣନା ।  ୧୬ରୁ ଆରମ୍ଭ ହେବ ପକ୍ଷୀ ଗଣନା ପ୍ରକ୍ରିୟା ।  ଚଳିତ ବର୍ଷ ସାରା ରାଜ୍ୟରେ ଗୋଟିଏ ଦିନରେ ହିଁ ପକ୍ଷୀ ଗଣନା କରାଯିବ ।  ଏଥର ଗଣନାରେ ଫ୍ଲେମିଙ୍ଗୋର ଟ୍ରାକିଂ କରାଯିବ ।  ସେଥିପାଇଁ…

ରାହୁଲଙ୍କ ଆଚରଣ ଗଣତନ୍ତ୍ରରେ ଗ୍ରହଣୀୟ ନୁହେଁ: ବୈଜୟନ୍ତ ପଣ୍ଡା

ଭୁବନେଶ୍ବର: ସାଂସଦ ପ୍ରତାପ ଷଡ଼ଙ୍ଗୀ ସଂସଦ ସିଡ଼ିରୁ ପଡ଼ି ଆହତ ଘଟଣାକୁ ନେଇ ବିଜେପିର କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସୋସିଆଲ ମଡିଆ ଏକ୍ସରେ କହିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଦାୟିତ୍ବହୀନ ତଥା ଅହଂକାରୀ ଆଚରଣକୁ ମୁଁ ଦୃଢ଼ ନିନ୍ଦା…

ରାଜ୍ୟସଭା ଅଧ୍ୟକ୍ଷଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ

ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ସମ୍ବିଧାନର ଧାରା ୬୭(ବି) ଅଧୀନରେ ବିରୋଧୀ ଇଣ୍ଡିଆ ମେଣ୍ଟ ପକ୍ଷରୁ ଏହି ଅନାସ୍ଥା ପ୍ରସ୍ତାବ ଆଗତ ହୋଇଥିଲା। ହେଲେ ଅନାସ୍ଥା ପ୍ରସ୍ତାବ ଆଗତ ହେବା ପୂର୍ବରୁ ୧୪…