2024

ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳ ସାମନ୍ତ ସେଲରୁ ସ୍ମାର୍ଟଫୋନ୍ ଓ ନିଶାଦ୍ରବ୍ୟ ଜବତ

ବଲାଙ୍ଗୀର : ବଲାଙ୍ଗିର ଜେଲରେ ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳ ସାମନ୍ତ ସେଲରୁ ବାହାରିଲା ସ୍ମାର୍ଟଫୋନ୍। ଗତ ଶୁକ୍ରବାର ଦିନ ବଲାଙ୍ଗିର ଜେଲରେ ପୁଲିସ ରେଡ୍ କରିଥିବା ବେଳେ ଏହି ମୋବାଇଲ୍ ମିଳିଛି। ଏଥିସହ ସୁଶାନ୍ତ ଧଳ ସାମନ୍ତ ସେଲରୁ ମାଦକ ଦ୍ରବ୍ୟ…

ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମ ଦିନ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏନେଇ ଆଜି ପୁରୀଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।…

ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ ଖୋଲିଲା, ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ହୀରାକୁଦ : ଉପରମୁଣ୍ଡରେ ବର୍ଷା ହେବା ଯୋଗୁ ବୃଦ୍ଧି ପାଉଛି ହୀରାକୁଦ ଡ୍ୟାମର ଜଳସ୍ତର। ଆଜି ଆଉ ୬ଟି ଗେଟ୍‌ ଖୋଲିଛି। ୨୦ଟି ଗେଟ୍ ଦେଇ ଡ୍ୟାମରୁ ୩ଲକ୍ଷ ଘନ ଫୁଟ ବନ୍ୟାଜଳ ନିଷ୍କାସିତ ହେଉଛି। ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୨୧.୯୭…

ବିଚ୍‌ ରାସ୍ତାରେ ଯୁବକଙ୍କୁ ଖଣ୍ତାରେ ହାଣି ହତ୍ୟା

ଖୋର୍ଦ୍ଧ : ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଖଣ୍ତାରେ ହାଣି ହତ୍ୟା କରାଯାଇଛି। ଘଟଣାଟି ଘଟିଛି ଖୋର୍ଦ୍ଧା ଜିଲ୍ଲା ମୁକୁନ୍ଦପ୍ରସାଦ ଅଞ୍ଚଳରେ । ମୃତ ଯୁବକଙ୍କ ନାଁ ସେକ୍‌ ସାଜିଦ । ପୂର୍ବ ଶତ୍ରୁତାକୁ ନେଇ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ…

ଲେବାନନରେ ଥିବା ହିଜବୁଲ୍ଲା ଶିବିର ଉପରେ ଇସ୍ରାଏଲର ଏୟାରଷ୍ଟ୍ରାଇକ୍

ଜେରୁଜେଲମ୍: ଇସ୍ରାଏଲ ରବିବାର ସକାଳେ ଲେବାନନରେ ସିଆ ମିଲିସିଆ ହିଜବୁଲ୍ଲାର ଠିକଣାକୁ ଟାର୍ଗେଟ କରି ଏୟାର ଷ୍ଟ୍ରାଇକ୍ କରିଥିଲା। ଇସ୍ରାଏଲ ସେନା (IDF) ଏହି ସୂଚନା ଦେଇଛି। ଆଇଡିଏଫ୍ ଏକ ବିବୃତ୍ତି ଜାରି କରି କହିଛି ଯେ ଇସ୍ରାଏଲ ଅଞ୍ଚଳ ଆଡ଼କୁ…

ଦୁଇ ଭାଗ ହେଲା ଟ୍ରେନ୍‌, ଇଞ୍ଜିନରୁ ଅଲଗା ହୋଇଗଲା ଏସି ବଗି

ପାଟନା : ରେଳ ଟ୍ରାକ୍‌ ଉପରେ ଦୁଇ ଭାଗ ହୋଇଗଲା ଟ୍ରେନ୍‌। ଇଞ୍ଜିନରୁ ଅଲଗା ହୋଇଗଲା ଏସି ବଗି। ବଡ଼ ଧରଣର ଦୁର୍ଘଟଣା ଘଟିବା ପୂର୍ବରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଉତ୍ତରପ୍ରଦେଶର ବିଜନୋରରେ କିସାନ ଏକ୍ସପ୍ରେସ ଟ୍ରେନରେ ଘଟିଛି ଏଭଳି କିଛି…

ମହିଳା ବିରୋଧୀ ହିଂସାକୁ ନେଇ ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ମୁମ୍ବାଇ : ଦେଶରେ ମହିଳା ବିରୋଧୀ ହିଂସା ବଢ଼ୁଥିବା ବେଳେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅପରାଧୀମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି। ଯେଉଁମାନେ ମହିଳା ବିରୋଧୀ ଅପରାଧରେ ସାମିଲ ଅଛନ୍ତି, ସେମାନଙ୍କୁ ଆଦୌ ଛଡ଼ା ଯିବ ନାହିଁ ବୋଲି ମୋଦି ପ୍ରତିଶ୍ରୁତି…

ସୁନୀତାଙ୍କୁ ଫେରାଇ ଆଣି‌ବେ ଏଲନ୍ ମସ୍କ: କେବେ ବାହୁଡ଼ିବେ କହିଲା ନାସା…

ୱାଶିଂଟନ: ନ୍ୟାସନାଲ ଏରୋନେଟିକ୍ସ ଏବଂ ସ୍ପେସ୍ ଆଡମିନିଷ୍ଟ୍ରେସନ (ନାସା)ର ଭାରତୀୟ ମୂଳ ମହାକାଶଚାରୀ ସୁନୀତା ୱିଲିୟମ୍ସ ତାଙ୍କ ସାଥୀ ବଚ୍ ୱିଲମୋରଙ୍କ ସହ ମହାକାଶରେ ଫସି ରହିଛନ୍ତି। ସେ କେବେ ପୃଥିବୀକୁ ଫେରିବେ ସେନେଇ ନାସା ଏକ ବଡ ଘୋଷଣା କରିଛି।…

ତୃତୀୟ ବିଶ୍ୱଯୁଦ୍ଧ ! : ଇସ୍ରାଏଲରେ ୪୮ ଘଣ୍ଟିଆ ଜରୁରୀକାଳୀନ ସ୍ଥିତି ଘୋଷଣା

ଜେରୁଜେଲମ୍: ଲେବାନନର ହିଜବୁଲ ଇସ୍ରାଏଲ ଉପରେ ବଡ଼ ଧରଣର ରକେଟ୍ ଆକ୍ରମଣ ଆରମ୍ଭ କରିଛି। ଏହା ସହିତ ହିଜବୁଲ ମଧ୍ୟ ଏକ ବଡ଼ ଧରଣର ସାମରିକ ଅପରେସନ ପାଇଁ ଘୋଷଣା କରିଛି। ହିଜବୁଲ ଦ୍ବାରା ଜାରି ଏକ ବିବୃତିରେ କୁହାଯାଇଛି ଯେ…

ବିଲ୍ଡରଙ୍କୁ ଯୋଗୀଙ୍କ ଛାଟ: ବକେୟା ପୈଠ ନ କଲେ କଠୋର କାର୍ଯ୍ୟାନୁଷ୍ଠାନ

ନୋଏଡା: ନୋଏଡାରେ ଫ୍ଲାଟ କ୍ରେତାମାନଙ୍କର ପଞ୍ଜିକରଣ କରାଯାଉନାହିଁ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଫ୍ଲାଟ କ୍ରେତାଙ୍କ ପଞ୍ଜିକରଣକୁ ତ୍ୱରାନ୍ୱିତ କରିବାକୁ ଏବଂ ଫ୍ଲାଟ କ୍ରେତାଙ୍କ ପଞ୍ଜିକରଣରେ ଅବହେଳା କରୁଥିବା ବିଲ୍ଡରଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା କର୍ତ୍ତୃପକ୍ଷଙ୍କୁ କହିଛନ୍ତି। ଏବେ…