ରାହୁଲ ଗାନ୍ଧିଙ୍କ ‘ମିସ୍ ଇଣ୍ଡିଆ’ ବୟାନ୍, ‘ବାଳକ ବୁଦ୍ଧି’ କହି କଟାକ୍ଷ କଲେ କିରଣ ରିଜିଜୁ
ନୂଆଦିଲ୍ଲୀ : “ମିସ୍ ଇଣ୍ଡିଆ କି ଗଣମାଧ୍ୟମର ଟପ୍ ଆଙ୍କର୍ ତାଲିକାରେ ଦଳିତ, ଆଦିବାସୀ କି ଓବିସି ବର୍ଗର ମହିଳା ନାହାନ୍ତି।” ରାହୁଲ ଗାନ୍ଧିଙ୍କ ଏପରି ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ସଂଖ୍ୟାଲଘୁ ମନ୍ତ୍ରୀ କିରଣ ରିଜିଜୁ। ଏହା ସାସଂଦ…
