ଜାରି ରହିବ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନା, ମୁଖ୍ୟମନ୍ତ୍ରୀଙ୍କ ସବୁଜ ସଙ୍କେତ
ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ସାମ୍ବାଦିକମାନଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା ଜାରି ରଖିବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିବାବେଳେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏ ସମ୍ପର୍କରେ ସବୁଜ ସଙ୍କେତ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି…
