2024

ଉଚ୍ଚଶିକ୍ଷା ବିଭାଗ ସହ ଯୋଡି ହେଲା ଦକ୍ଷତା ବିକାଶ

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ସହ ଯୋଡି ହେଲା ଦକ୍ଷତା ବିକାଶ | ଆଉ ଏଣିକି ଯୁକ୍ତ ୩ ଓ ବିଟେକ ଛାତ୍ରଛାତ୍ରୀ ବି ପାଇଁ ଦକ୍ଷତା ବିକାଶର ତାଲିମ ପାଇପାରିବେ | ଏଥିପାଇଁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ…

ବିଶାକ୍ତ ମଦ ଜନିତ ମୃତ୍ୟୁସଂଖ୍ୟା ୨ କୁ ବଢିଲା

ଗଞ୍ଜାମ: ଟିକିଟି ମଦକୁ ନେଇ ବିଜେଡିର ପ୍ରେସ ମିଟ । ଚିକିତ୍ସାଧୀନ ଆବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ । ବିଶାକ୍ତ ମଦ ଜନିତ ମୃତ୍ୟୁ ଦୁଇକୁ ବୃଦ୍ଧି ହେଲା । ମୃତକ ଜଣକ ଜେନାପୁର ଗାଁର ବୋଲି ଜଣା ପଡିଛି ।…

ସମ୍ବଲପୁରରେ ୨୪୦୦ କଫ ସରିଫ ବୋତଲ ଜବତ

ସମ୍ବଲପୁର: ସମ୍ବଲପୁରରେ ବୁଧବାର ଦିନ ୨୪୦୦ କଫ ସରିଫ ବୋତଲ ଜବତ କରିବା ଘଟଣାରେ ଚାରି ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ସମ୍ବଲପୁରର ଲଡୁଖାଇ ଅଞ୍ଚଳର ମନୋଜ କୁମାର ଏବଂ ଜିତୁ ସାହୁ (ଉଭୟ କ୍ରେତା) ଏବଂ ଗାଡିର ଡ୍ରାଇଭର ଓ…

ଔଷଧ ତିଆରି କମ୍ପାନୀ ବିସ୍ଫୋରଣ ଘଟଣା; ୪ ମୃତ, ୨୦ ଆହତ

ଆନ୍ଧ୍ରପ୍ରଦେଶର ଅନାକାପଲ୍ଲେ ଏସେନ୍ସିଆ ଔଷଧ ତିଆରି କମ୍ପାନୀ ବିସ୍ଫୋରଣ ଘଟଣାରେ ଚାରି ଜଣଙ୍କ ମୃତ୍ୟୁ। ସଦ୍ୟତମ ରିପୋର୍ଟ ଅନୁସାରେ, ଏହି ବିସ୍ଫୋରଣରେ ଏଯାବତ୍ ଚାରି ଜଣଙ୍କ ଜୀବନ ଯାଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ଏନେଇ ଅନାକାପଲ୍ଲେ ଏସପି ଦୀପିକା…

ମମତାଙ୍କ ପରେ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଜଗନ୍ନାଥ

ଭୁବନେଶ୍ବର: ମମତାଙ୍କ ପରେ ଜଗନ୍ନାଥ । ରାଜ୍ୟସଭା ଉପ ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ । ବିଜେପି ବିଧାୟକଙ୍କ ଉପସ୍ଥିତିରେ ଦାଖଲ କଲେ ନାମାଙ୍କନ ପତ୍ର । ତାଙ୍କ ନାମାଙ୍କନରେ ପ୍ରସ୍ତାବକ ପଡିଛନ୍ତି ୧୦ ଜଣ…

ଭାରତୀୟ ହକି ଖେଳାଳିଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ୱାଗତ

ଭୁବନେଶ୍ୱର: ନିକଟରେ ଶେଷ ହୋଇଥିବା ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ବ୍ରୋଞ୍ଜ ଜିତିଥିବା ଭାରତୀୟ ହକି ଦଳ ବୁଧବାର ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। କ୍ରୀଡ଼ା ପ୍ରେମୀଙ୍କ ସମେତ ବହୁ ସଂଖ୍ଯାରେ ଲୋକେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ…

ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ବ ସହାୟକ

ବୌଦ୍ଧ: ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ଜେଆରଏ ଚୌଧୁରୀ ପପୁନ କୁମାର ଦାସ l ବୌଦ୍ଧ ଜିଲ୍ଲା ସଂଗ୍ରହାଳୟରେ ଏକ ଆକ୍ୱାରିୟମ୍ ପ୍ରୋଜେକ୍ଟ ପ୍ରତିଷ୍ଠା କରିବାକୁ ଦୀର୍ଘ ଦିନ ଧରି ପଡିରହିଥିବା ବିଲକୁ ମଞ୍ଜୁରୀ କରିବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ…

ଜୟ ଶାହ ହେବେ ICC ଅଧ୍ୟକ୍ଷ!

ଜୟ ଶାହ ହେବେ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ICC) ଅଧ୍ୟକ୍ଷ! ବୋର୍ଡ ଅଫ୍ କଣ୍ଟ୍ରୋଲ୍ ଫର୍ କ୍ରିକେଟ ଇନ୍ ଇଣ୍ଡିଆ (BCCI) ସଚିବ ତଥା କେନ୍ଦ୍ର ଗୃହମନ୍ତ୍ରୀଙ୍କ ପୁଅ ଜୟ ଶାହ ଆଇସିସି ଅଧ୍ୟକ୍ଷ ହେବା ନେଇ ବିଶେଷ ସୂତ୍ରରୁ ସୂଚନା…

ଆତ୍ମସମର୍ପଣ କଲା ଛତିଶଗଡ଼ି ନାବାଳକ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲା ନାବାଳକ ମାଓବାଦୀ l ଦକ୍ଷିଣ ପଶ୍ଚିମାଞ୍ଚଳ ଜିଆଇଜିଙ୍କ ନିକଟରେ ଆତ୍ମସମର୍ପଣ କରିଛି ନାବାଳକ ମାଓବାଦୀ l ନାବାଳକ ମାଓବାଦୀ ଜଣଙ୍କ ଛତିଶଗଡ଼ ସୁକମା ଅଞ୍ଚଳର ହୋଇଥିବା ବେଳେ ଗତ ୮ ମାସ ହେଲା ସେ ମାଓବାଦୀ କାର୍ଯ୍ୟରେ…

ବିକ୍ରି ହେବ ଏମଭି ଦେବୀ ଜାହାଜ, ନିର୍ଦ୍ଦେଶ ଦେଲେ ଓଡିଶା ହାଇକୋର୍ଟ

କଟକ : ବିକ୍ରି ହେବ ପାରାଦୀପ ବନ୍ଦରରେ ଗିରଫ ହୋଇଥିବା ଏମଭି ଦେବୀ ଜାହାଜ । ବିକ୍ରି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ । ଭଡା ପଇଠ ନକରିବାରୁ ଏହି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ପାରାଦୀପ ଇଣ୍ଟରନାସନାଲ କାରଗୋ…