୮ ଆଇପିଏସ୍ ଅଫିସରଙ୍କୁ ପଦୋନ୍ନତି
ଭୁବନେଶ୍ବର : ରାଜ୍ୟର ୮ ଆଇପିଏସ୍ ଅଫିସରଙ୍କୁ ମିଳିଛି ପଦୋନ୍ନତି। ସେମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ବରିଷ୍ଠ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲ ଓ ପ୍ରତୀକ ମହାନ୍ତି। ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି।…
ଭୁବନେଶ୍ବର : ରାଜ୍ୟର ୮ ଆଇପିଏସ୍ ଅଫିସରଙ୍କୁ ମିଳିଛି ପଦୋନ୍ନତି। ସେମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ବରିଷ୍ଠ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲ ଓ ପ୍ରତୀକ ମହାନ୍ତି। ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି।…
ଭୁବନେଶ୍ବର : ପୁଣି ଥରେ ଚର୍ଚ୍ଚାକୁ ଆସିଛି ପୁରୁଷ କମିଶନ ଦାବି। ଆଉ ଏହି ଦାବି ଦୋହରାଇଛନ୍ତି ଆଧ୍ୟାତ୍ମିକ ଗୁରୁ ତଥା ଜଣାଶୁଣା ପ୍ରବଚକ ବାବା ବଳିଆ। ସେ କହିଛନ୍ତି, ମହିଳା କମିଶନ ପରି ପୁରୁଷ କମିଶନ ଓ ପିତା-ମାତା କମିଶନ…
ଭୁବନେଶ୍ବର : ବିଦାୟୀ ବର୍ଷରେ ୧୮୧ ଜଣ ଦୁର୍ନୀତିଗ୍ରସ୍ତ ସରକାରୀ ବାବୁଙ୍କୁ ବାନ୍ଧିଛି ଭିଜିଲାନ୍ସ । କେବଳ ସରକାରୀ ବାବୁ ନୁହନ୍ତି ସେମାନଙ୍କ ସହଯୋଗୀଙ୍କୁ ବାନ୍ଧିବା ସହ ସେମାନଙ୍କ ନାଁରେ ରୁଜୁ ହୋଇଛି ୨ଶହରୁ ଅଧିକ ମାମଲା । ୧୮୧ ଜଣ…
ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୩୫ ବର୍ଷୀୟ ସିମ୍ପାଞ୍ଜି 'ଜୁଲୁ'ର ମୃତ୍ୟୁ। ସୋମବାର ସକାଳେ ଜୁଲୁରୁ ମୃତ୍ୟୁ ହୋଇଥିବା ନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି। ଏହି ସିମ୍ପାଞ୍ଜିକୁ ୧୯୯୪ ମସିହା ମେ ୧୬ ତାରିଖରେ ସିଙ୍ଗାପୁର…
ବଲାଙ୍ଗୀର: ଜାନୁଆରୀ ୭ରୁ ଆରମ୍ଭ ହେବାକୁ ଯାଉଛି ବଲାଙ୍ଗୀର ପ୍ରସିଦ୍ଧ ଶୁଲିଆ ଯାତ୍ରା। ୩ ଦିନ ଧରି ହେବାକୁ ଥିବା ଏହି ମହୋତ୍ସବ ପାଇଁ ସରିଛି ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ। ଦେଓଗାଁ ବ୍ଲକ ଖଇରଗୁଡ଼ା ବଡ଼ଖଳା ଓ ସାନଖଳାରେ ହେବାକୁ…
ସନ୍ଦେଶଖାଲି ୩୦।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ୩୦ ଡିସେମ୍ବର ସୋମବାର ସନ୍ଦେଶଖାଲି ଗସ୍ତ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଉତ୍ତର ୨୪ ପ୍ରଗଣା ଜିଲ୍ଲାର ସନ୍ଦେଶଖାଲି ଦେଶରେ ଚର୍ଚ୍ଚାର ବିଷୟ…
ନୂଆଦିଲ୍ଲୀ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ପରଲୋକ ହୋଇଛି । ୧୦୦ ବର୍ଷ ବୟସରେ ସେ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଆମେରିକା ଇତିହାସରେ ସବୁଠୁ ଅଧିକ ବର୍ଷ ଯାଏ ଜୀବିତ ଥିବା ରାଷ୍ଟ୍ରପତି ଥିଲେ ଜିମି କାର୍ଟର…
ନୂଆଦିଲ୍ଲୀ : ଧୂମପାନ ସ୍ୱାସ୍ଥ୍ୟ ପକ୍ଷେ କ୍ଷତି କାରକ। ତଥାପି ଅନେକ ଲୋକ ଧୂଆଁ ପ୍ରେମରେ ପଡ଼ିଛନ୍ତି। ଘଣ୍ଟାକୁ ଘଣ୍ଟା ସେମାନେ ସିଗାରେଟ ଟାଣିବାରେ ଲାଗିଛନ୍ତି। ହେଲେ ଆପଣମାନେ ଜାଣିଛନ୍ତି କି ଗୋଟିଏ ସିଗାରେଟ ଜଣେ ଲୋକକର ମୋଟ ଆୟୁଷକୁ ପ୍ରାୟ…
ନୂଆଦିଲ୍ଲୀ: ୩ ତଦନ୍ତକାରୀ ସଂସ୍ଥା- ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି), ଆୟକର ବିଭାଗ(ଆଇଟି) ଓ ମଧ୍ୟପ୍ରଦେଶ ଲୋକାୟୁକ୍ତର ସ୍ପେଶାଲ ପୁଲିସ୍ ଏଷ୍ଟାବ୍ଲିଶମେଣ୍ଟ(ଏସପିଇ) ସୌରଭ ଶର୍ମା ନାମକ ଜଣେ ବ୍ୟକ୍ତିଙ୍କୁ ବେଶ କିଛି ଦିନ ହେଲା ଖୋଜୁଛନ୍ତି। ଡିସେମ୍ବର ୧୯ରେ ଭୋପାଲର ଗୋଟିଏ ଗାଁ ନିକଟରୁ…
ନୂଆଦିଲ୍ଲୀ: କେରଳର ତ୍ରିକ୍କକାରାରେ କେଏମଏମ କଲେଜ ଅଫ୍ ଆର୍ଟସ ଆଣ୍ଡ୍ ସାଇନ୍ସରେ ଏନସିସି କ୍ୟାମ୍ପରେ ସେନାର ଜଣେ ଅଧିକାରୀଙ୍କୁ ମାଡ଼ ଘଟଣା ସାମ୍ନାକୁ ଆସିଛି। ଘଟଣା ଡିସେମ୍ବର ୨୩ ତାରିଖ ବିଳମ୍ବିତ ରାତିରେ ଘଟିଥିବା କୁହାଯାଉଛି। ସୂଚନା ଅନୁଯାୟୀ, ସିପିଆଇଏମ/ ଏସଏଫଆଇର…