ଶିମିଳିପାଳ ସୁରକ୍ଷା ଦାୟିତ୍ବରେ ୧୩୧ ଜଣିଆ ଆର୍ମଡ ପୋଲିସ ରିଜର୍ଭ ଫୋର୍ସ
ଶିମିଳିପାଳ : ସରକାରଙ୍କୁ ଶିମିଳିପାଳ ଚିନ୍ତା । ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ସୁରକ୍ଷା ନେଇ ଆକାଉଣ୍ଟ ଜେନେରାଲଙ୍କୁ ଚିଠି ଲେଖିଲେ ଗୃହ ସଚିବ ସତ୍ୟବ୍ରତ ସାହୁ । ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ପାଇଁ ଗଠନ ହେବ ନୂଆ ଫୋର୍ସ। ଗୋଟିଏ କମ୍ପାନୀ ଆର୍ମଡ…
