ପୋଖରୀରେ ବୁଡ଼ି ୨ ନାବାଳକଙ୍କ ମୃତ୍ୟୁ
ନୂଆପଡା : ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ସରେଇପାଲି ଗାଁରେ ପୋଖରୀରେ ବୁଡ଼ି ୨ ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗାଁର ଜନଉ ବରିହାଙ୍କ ପୁଅ ହେମରାଜ ଓ ବେଦରାମ ବରିହାଙ୍କ ପୁଅ ଶଙ୍କର। ଉଭୟ ନାବାଳକ…
ନୂଆପଡା : ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ସରେଇପାଲି ଗାଁରେ ପୋଖରୀରେ ବୁଡ଼ି ୨ ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗାଁର ଜନଉ ବରିହାଙ୍କ ପୁଅ ହେମରାଜ ଓ ବେଦରାମ ବରିହାଙ୍କ ପୁଅ ଶଙ୍କର। ଉଭୟ ନାବାଳକ…
ବ୍ରହ୍ମପୁର : ନିଶାଗ୍ରସ୍ତ ବେକାର ପୁଅକୁ ଘାରିଲା ବାପାର ପେନସନ୍ ଟଙ୍କା । ମାତ୍ର ବୃଦ୍ଧ ବାପା ଏହାକୁ ବିରୋଧ କରିବାରୁ ପାଲଟିଗଲା ଶତ୍ରୁ। ଦିନେ ଯେଉଁ ବାପା ହାତ ଧରି ଚାଲିବା ଶିଖାଇଥିଲା, ତାକୁ ଅତି ନିର୍ମମ ଭାବେ ହତ୍ୟା…
କଟକ : ଆଜି ପବିତ୍ର ଶ୍ରାବଣ ମାସର ଶେଷ ସୋମବାର। ଏହି ଦିନ ବାବା ଧବଳେଶ୍ୱରଙ୍କ ଉପରେ ଜଳଲାଗି ନିମନ୍ତେ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁ ଛୁଟି ଆସିଛନ୍ତି। ଆଠଗଡ଼ ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ରାତ୍ର ଚାରିଟାରେ ମନ୍ଦିରର ଦ୍ଵାର ଫିଟାଯାଇ…
ଭୁବନେଶ୍ବର: ବାଂଲାଦେଶରେ ଲାଗିରହିଥିବା ହିଂସା ଓ ସେଠାରେ ହିଂସାରେ ଶିକାର ହେଉଥିବା ପ୍ରବାସୀ ଶ୍ରମିକଙ୍କୁ ନେଇ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ରାଜ୍ୟ ସରକାର ବାଂଲାଦେଶରେ ରହୁଥିବା ସମସ୍ତ ଓଡ଼ିଆ ଶ୍ରମିକଙ୍କୁ ତୁରନ୍ତ ରାଜ୍ୟକୁ ଫେରାଇଆଣିବାକୁ ଯୋଜନା କରୁଛନ୍ତି। ଏହି କ୍ରମରେ…
ଭୁବନେଶ୍ବର: ୫୦୦ ଆଦିବାସୀ ଗାଁକୁ ଉନ୍ନତି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଆକ୍ସନ ମୋଡ଼ରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ। ରୋଡ଼ମ୍ୟାପ ପ୍ରସ୍ତୁତ କଲା ବିଭାଗ। ଯେଉଁ ଗାଁଗୁଡିକରେ ୮୦ ରୁ ୯୦ ପ୍ରତିଶତ ଆଦିବାସୀ ରହିଛନ୍ତି ସେହି…
ବ୍ରହ୍ମପୁର : ରାକ୍ଷୀ ପୂର୍ଣ୍ଣିମାରେ ରକ୍ତରେ ଭିଜିଲା ରାକ୍ଷୀ। ଆଉ ସୁରକ୍ଷା ଦେବାର ପ୍ରତିଶ୍ରୁତି ଦେଇ ପ୍ରତାରଣା କଲା ଭାଇ। ଯେଉଁ ଭାଇର ଦୀର୍ଘାୟୂ କାମନା କରି ତା’ ହାତରେ ବାନ୍ଧିଥିଲା ରାକ୍ଷୀ, ଆଜି ସିଏ ପାଲଟିଲା ନର ରାକ୍ଷସ। ଚିର…
ଭୁବନେଶ୍ବର : ‘ସୁଭଦ୍ରା’ ଯୋଜନା ମାଧ୍ୟମରେ ମହିଳାଙ୍କୁ ହାତ ଖର୍ଚ୍ଚ ଦେବେ ରାଜ୍ୟ ସରକାର। ସେଥିପାଇଁ ବଜେଟ୍ରେ ବ୍ୟୟବରାଦ କରିଥିଲେ। ଡିସେମ୍ୱର ୧୫ ତାରିଖ ସୁଦ୍ଧା ‘ସୁଭଦ୍ରା’ ଯୋଜନାର ଏସ୍ଓପି ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ସୂଚନା ଦେଇଥିଲେ।…
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବଶୀଘ୍ର ଯୁଦ୍ଧ କ୍ଷତିଗ୍ରସ୍ତ ୟୁକ୍ରେନ ଗସ୍ତ କରିବେ। ରୁଷ ସହ ଯୁଦ୍ଧ ଆରମ୍ଭ ହେବା ପରେ ପ୍ରଥମଥର ପାଇଁ ମୋଦି ୟୁକ୍ରେନ ଗସ୍ତ କରୁଛନ୍ତି। ଗୋଟିଏ ମାସ ତଳେ ପ୍ରଧାନମନ୍ତ୍ରୀ ମୋଦି ମସ୍କୋ ଗସ୍ତ…
କୋଲକାତା : କୋଲକାତାର ସରକାରୀ ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାର ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟର ହେବ ମିଛ ଧରା ପରୀକ୍ଷା। ଘଟଣାର ତଦନ୍ତ କରୁଥିବା ସିବିଆଇକୁ ମିଛ ଧରା ପରୀକ୍ଷା କରିବା ପାଇଁ…
ଶ୍ରୀନଗର : ଜମ୍ମୁ ଓ କଶ୍ମୀରର ଉଧାମପୁର ଜିଲ୍ଲାର ଡୁଡୁ ଅଞ୍ଚଳରେ ଆତଙ୍କବାଦୀଙ୍କ ଗୁଳିରେ ସୋମବାର ସହିଦ ହୋଇଛନ୍ତି ଜଣେ ସିଆରପିଏଫ୍ ଅଧିକାରୀ। ମୃତ ଅଧିକାରୀ ସିଆରପିଏଫରେ ଇନ୍ସପେକ୍ଟର ଥିଲେ। ଡୁଡୁ ପୁଲିସ୍ ଷ୍ଟେସନଠାରୁ ପ୍ରାୟ ୮ କିଲୋମିଟର ଦୂରରେ ସିଆରପିଏଫର…