2024

ପୁରୀରେ ନିର୍ମାଣ ହେବ ବ୍ୟାଖ୍ୟାନ କେନ୍ଦ୍ର, ଦୂର ହେବ ଜମିଜମା ସମସ୍ୟା: ଆଇନମନ୍ତ୍ରୀ

ପୁରୀ: ଚଳିତବର୍ଷର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅତ୍ୟନ୍ତ ଶୃଙ୍ଖଳିତ ଭାବେ ଶେଷ ହୋଇଛି। ବିପୁଳ ଭକ୍ତଙ୍କ ସମାଗମ ସତ୍ତ୍ୱେ ସମସ୍ତଙ୍କ ସହଯୋଗ ସର୍ବୋପରି ବିଶ୍ୱନିୟନ୍ତାଙ୍କ ଆଶୀର୍ବାଦରୁ ଏହା ସଫଳ ହୋଇଛି। ତେଣୁ ରଥ ନିର୍ମାଣଠାରୁ ଆରମ୍ଭ କରି ସମସ୍ତ କାର୍ଯ୍ୟରେ ସହଯୋଗ…

ହସ୍ପିଟାଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ

‘ସମସ୍ତେ ମରିବ। ଖଟ ତଳେ ଓ ବାଥରୁମ୍‌ରେ ଅଛି ବୋମା। ପୂରା ହସ୍ପିଟାଲକୁ ବୋମା ଲଗାଇ ଉଡ଼ାଇ ଦେବୁ।’ ଏଭଳି କିଛି ଧମକ ମିଳିଛି ଏଥର ରାଜସ୍ଥାନର ପିଙ୍କ ସିଟି ଜୟପୁରର ଏକାଧିକ ହସ୍ପିଟାଲକୁ। ଏହାକୁ ନେଇ ଏବେ ଚାରିଆଡେ ଆତଙ୍କ…

ମଝି ଚିଲିକାରେ ଫସିଥିବା ଯାତ୍ରୀବାହୀ ଡଙ୍ଗା ଉଦ୍ଧାର, ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଅଟକି ରହିଥିଲା

ବ୍ରହ୍ମଗିରି : ମଝି ଚିଲିକାରେ ଫସିଥିବା ଯାତ୍ରୀବାହୀ ଡଙ୍ଗା ଉଦ୍ଧାର । ପ୍ରାୟ ୧ ଘଣ୍ଟା ପରେ ଡଙ୍ଗାରୁ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇଛି । ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା SRC ସୂଚନା ଦେଇଛନ୍ତି । ଡଙ୍ଗାଟି ଜହ୍ନିକୁଦା ଘାଟରୁ ୨୦ଟି…

୬ ବିଧାୟକଙ୍କୁ ନେଇ ଦିଲ୍ଲୀ ଗଲେ ଚମ୍ପାଇ ସୋରେନ୍‌

ଝାଡଖଣ୍ଡ ରାଜନୀତିରେ ହଲଚଲ। ଲାଗିପାରେ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ବିଦ୍ରୋହ ମୁଡ୍‌ରେ ଜେଏମ୍‌ଏମ୍‌ ନେତା ତଥା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌। ଏଭଳି କିଛି ଚର୍ଚ୍ଚା ଭିତରେ ଆଜି ୬ ବିଧାୟକଙ୍କୁ ନେଇ ଦିଲ୍ଲୀ ଯାଇଛନ୍ତି ଝାଡ଼ଖଣ୍ଡର ପୂର୍ବତନ…

ଜୁଏଲଙ୍କ ଗାଁରେ ପହଞ୍ଚିଲା ପତ୍ନୀ ଝିଙ୍ଗିଆଙ୍କ ପାର୍ଥିବ ଶରୀର

ରାଉରକେଲା: ଭୁବନେଶ୍ୱରସ୍ଥିତ ବାସଭବନରୁ ବାହାରିଥିବା କେନ୍ଦ୍ରମନ୍ତ୍ରୀ ଜୁଏଲଙ୍କ ପତ୍ନୀ ଝିଙ୍ଗିଆଙ୍କ ପାର୍ଥିବ ଶରୀର ସକାଳ ୯ ଟା ୧୫ ମିନିଟରେ ଲହୁଣୀପଡ଼ା ବ୍ଲକ କେନ୍ଦୁଡ଼ିହିରେ ପହଞ୍ଚିଛି। ଜୁଏଲଙ୍କ ପୈତୃକ ଘରେ ପତ୍ନୀଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ ପାଇଁ ରଖା ଯାଇଛି।…

ପୁଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ବର: ପୁଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ। ପୂଜା ପଣ୍ଡା ନିଯୋଗ ଓ ବଡୁ ନିଯୋଗ ବିବାଦ ପାଇଁ ନୀତି କାନ୍ତି ବନ୍ଦ ହୋଇଛି । ଗତକାଲି ସନ୍ଧ୍ୟା ଧୂପ ପରଠୁ ନୀତି ବନ୍ଦ ରହିବାରୁ କାଲି ଠାରୁ ଉପାସରେ ପଡିଛନ୍ତି ମହାପ୍ରଭୁ…

କୋଲକାତା ଦୁଷ୍କର୍ମ ଓ ହତ୍ୟା ମାମଲା: ବିଜେପି ନେତ୍ରୀ ଓ ୨ ଡାକ୍ତରଙ୍କୁ ସମନ୍‌

କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତ ସିବିଆଇ ହାତରେ ଅଛି। ଏହାରି ଭିତରେ ପଶ୍ଚିମବଙ୍ଗ ପୁଲିସ ନିଜ ସ୍ତରରେ ମାମଲାର ଛାନଭିନ୍‌ ଜାରି ରଖିଛି। ଆର୍‌ଜି କର୍‌ ହସ୍ପିଟାଲର ଦୁଇ ଜଣ ବରିଷ୍ଠ ଡାକ୍ତର ଓ ପୂର୍ବତନ…

ଗଣେଶଙ୍କ ବିକୃତ ମୂର୍ତ୍ତି ତିଆରି କଲେ କଡ଼ା କାର୍ଯ୍ୟାନୁଷ୍ଠାନ, ଟ୍ୱିନ୍ ସିଟିରେ ଡିଜେ ବନ୍ଦ: ପୋଲିସ କମିଶନର

କଟକ : ପାର୍ବଣ ପୂର୍ବରୁ କଡ଼ା ଚେତାବନୀ ଦେଇଛି କମିଶନରେଟ୍ ପୋଲିସ୍ । ଆଉ କିଛିଦିନ ପରେ ଧରାବତରଣ କରିବେ ପ୍ରଭୁ ଗଜାନନ । ଗଜାନନଙ୍କ ବିକୃତ ମୂର୍ତ୍ତି କଲେ ଆଉ ରକ୍ଷାନାହିଁ , ହେବ କାର୍ଯ୍ୟାନୁଷ୍ଠାନ । ସେହିପରି ଏଥର…

ମାଗଣାରେ ମିଳିବ ମହାପ୍ରସାଦ

ପୁରୀ: ଆଗକୁ ମାଗଣାରେ ମିଳିବ ମହାପ୍ରସାଦ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ସମସ୍ତ ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ କରାଯିବ ବୋଲି ଯୋଜନା କରୁଛନ୍ତି ସରକାର । ପୁରୀରେ ରଥ ସେବା ସମ୍ମାନ- ୨୦୨୪ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ କିଛି…

ଦାୟିତ୍ୱ ଗ୍ରହଣ ପରେ ମହାପ୍ରଭୁଙ୍କ ଦର୍ଶନ କଲେ ନୂଆ ଡିଜିପି

ଭୁବନେଶ୍ବର : ପୁଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ଯୋଗେଶ ବହାଦୂର ଖୁରାନିଆ। ମହାପ୍ରଭୁଙ୍କ ଦର୍ଶନ କରିବା ପରେ ପୁରୀ ପୁଲିସ ପକ୍ଷରୁ ତାଙ୍କୁ ଖଣ୍ଡୁଆ ପ୍ରଦାନ କରାଯାଇଥିଲା। ପ୍ରତିକ୍ରିୟାରେ…