ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେବେ ମମତା ମହାନ୍ତ!
ଭୁବନେଶ୍ବର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେବେ ମମତା ମହାନ୍ତ। ମମତାଙ୍କୁ ପୁଣିଥରେ ରାଜ୍ୟସଭା ପଠାଇବ ବିଜେପି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂ ତୋମାର। ତାଙ୍କ କହିବା ମୁତାବକ, ମମତା ମହନ୍ତ ବିଜେପି ଟିକେଟରୁ ପୁଣିଥରେ…
