ଶେଖ ହସିନାଙ୍କ ମନ୍ତବ୍ୟ ନେଇ ଭାରତକୁ ବାଂଲାଦେଶର ଚେତାବନୀ
ଢାକା: ଶେଖ ହସିନାଙ୍କୁ କ୍ଷମତାଚ୍ୟୁତ କରିବା ପରେ ବାଂଲାଦେଶରେ ଏକ ନୂତନ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ନିକଟରେ ଦେଇଥିବା ମନ୍ତବ୍ୟକୁ ଦର୍ଶାଇ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଭାରତୀୟ ଉଚ୍ଚ କମିଶନରଙ୍କୁ ଏକ ବାର୍ତ୍ତା ଦେଇଛନ୍ତି।…
