2024

୩୫ ଟି ଇ-ବସ୍‌ର ସମୀକ୍ଷା କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଅବଢା ଯୋଜନା ମାଧ୍ୟମରେ ଆସିଥିବା ୩୫ ଗୋଟି ଇ-ବସ୍ ଗୁଡିକର ଆଜି ସମୀକ୍ଷା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ପୁରୀ ସମଙ୍ଗ ପାର୍କିଂ ଠାରେ ରଖାଯାଇଥିବା ଏହି ବସଗୁଡିକୁ ନିରୀକ୍ଷଣ କରିବା ସହ ସମ୍ପୃକ୍ତ ବିଭାଗୀୟ…

ଶ୍ରୀକ୍ଷେତ୍ରକୁ ଗମନା ଗମନା ସୁଗମ କରିବା ପାଇଁ ଭୁବନେଶ୍ୱର-ପୁରୀ ରାସ୍ତା ହେବ ୬ ଲେନ୍‌

୪ ଧାମ ଭିତରୁ ଅନ୍ୟତମ ଧାମ ହେଉଛି ଶ୍ରୀକ୍ଷେତ୍ର। ମହାପ୍ରଭୁଙ୍କ ଏହି ପୀଠକୁ ପ୍ରତିଦିନ ହଜାର ହଜାର ଶ୍ରଦ୍ଧାଳୁ ଆସୁଛନ୍ତି। ଶ୍ରଦ୍ଧାଳୁଙ୍କ ଗମନା ଗମନାକୁ ସୁଗମ କରିବା ପାଇଁ ୪ ଲେନ୍‌ ବିଶିଷ୍ଟ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ୬ ଲେନ୍‌ କରିବା…

ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’, ବିଜ୍ଞପ୍ତି ଜାରି କଲେ ସରକାର

ଭୁବନେଶ୍ୱର: ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’ ଗଞ୍ଜେଇ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳ ବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଓଡିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦, ୨୦୧୩)ର ଧାରା ୨ର କ୍ଲଜ…

ଭୁଲ ସ୍ୱୀକାର କଲେ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାର

ନିଜର ଭୁଲ ସ୍ୱୀକାର କରିଛନ୍ତି ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ତଥା ଏନସିପିର ବରିଷ୍ଠ ନେତା ଅଜିତ ପାୱାର। ନିକଟରେ ଶେଷ ହୋଇଥିବା ଲୋକସଭା ନିର୍ବାଚନରେ ଅଜିତ ପାୱାର ତାଙ୍କ ଦାଦା ଝିଅ ଭଉଣୀ ସୁପ୍ରିୟା ସୁଲେଙ୍କ ବିରୋଧରେ ପତ୍ନୀ ସୁନେତ୍ରା ପାୱାରଙ୍କୁ…

ସାଧାରଣ ଲୋକଙ୍କ ମତାମତ ନିଆଯିବା ପରେ ଜାରି ହେବ ସୁଭଦ୍ରା ଯୋଜନାର ଏସ୍ଓପି: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ସାଧାରଣ ଲୋକଙ୍କ ମତାମତ ନିଆଯିବା ପରେ ଜାରି ହେବ ସୁଭଦ୍ରା ଯୋଜନାର ଏସ୍ଓପି। ଏନେଇ ଆଜି ବଡ଼ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ପ୍ରସ୍ତୁତ ସରିଛି, ଲୋକଙ୍କ ମତାମତକୁ ଅପେକ୍ଷା କରାଯାଇଛି।…

ଅଗଷ୍ଟ ୨୨ରେ ଦେଶବ୍ୟାପୀ ଆନ୍ଦୋଳନ ଡାକରା ଦେଲା କଂଗ୍ରେସ

ଆସନ୍ତା ଅଗଷ୍ଟ ୨୨ରେ ସମଗ୍ର ଦେଶରେ ଆନ୍ଦୋଳନ କରିବ କଂଗ୍ରେସ। ହିଣ୍ଡେନବର୍ଗ ରିପୋର୍ଟରେ ସେବି ମୁଖ୍ୟ ଓ ଆଦିନୀ ଗ୍ରୁପ ମଧ୍ୟରେ ମଧୁଛନ୍ଦ୍ରିକା ଥିବା କଥା ଦାବି କରାଯିବା ପରେ କଂଗ୍ରେସ ଏପରି ବିଶାଳ ଆନ୍ଦୋଳନର ଡାକରା ଦେଇଛି। ହିଣ୍ଡେନବର୍ଗ ପକ୍ଷରୁ…

ଟ୍ରେନି ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲା; ଘର ଲୋକଙ୍କୁ କୁହାଯାଇଥିଲା- ଝିଅ ଆତ୍ମହତ୍ୟା କରିଛି

କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ଗୋଟିଏ ପରେ ଗୋଟିଏ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏଭଳି ଜଘନ୍ୟ କାଣ୍ଡ ପଛରେ ହସ୍ପିଟାଲର ହାତ ଥିବା ନେଇ ଅଭିଯୋଗ ମଧ୍ୟରେ ମୃତ ଡାକ୍ତରଙ୍କ ବାପା ଓ ମାଆ ସଙ୍ଗୀନ…

ସୁଦୃଢ଼ ଶିକ୍ଷାନୀତିର ପ୍ରଣୟନ ଆଣିବ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପ୍ଳବ: ମନ୍ତ୍ରୀ

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି -୨୦୨୦ର ପ୍ରଣୟନ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପ୍ଳବ ଆଣିବ। ୧୯୩୬ ମସିହାରେ ଓଡ଼ିଶା ଏକ ଭାଷାଭିତ୍ତିକ ପ୍ରଦେଶର ମାନ୍ୟତା ପାଇଥିଲା। ୨୦୩୬ ମସିହା ସୁଦ୍ଧା ଓଡ଼ିଶାର ସାମାଜିକ ଓ ଅର୍ଥନୈତକ ବିକାଶର ସ୍ବପ୍ନ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ…

ରାସ୍ତା ଓ କୋଠାବାଡ଼ିର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ବର: ମହଙ୍ଗା ପଡିଲା କଳା ଧନରେ ଅୟସ ଆରାମ । ବାନ୍ଧିଲା ଭିଜିଲାନ୍ସ । ଆର ଏବଂ ବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୂଳ ମାମଲାରେ ଆଜି ଭିଜିଲାନ୍ସ ଗିରଫ କରିଛି ।…

ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ କୋଲକାତା ହାଇକୋର୍ଟ

କୋଲକାତା: କୋଲକାତାର ଆରଜି ମେଡିକାଲ କଲେଜର ଜଣେ ପ୍ରଶିକ୍ଷଣର୍ଥୀ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କୋଲକାତା ହାଇକୋର୍ଟ। ତୁରନ୍ତ ସମସ୍ତ କାଗଜପତ୍ର ସିବିଆଇକୁ ହସ୍ତାନ୍ତର କରିବାକୁ ହାଇକୋର୍ଟ ରାଜ୍ୟ ପୁଲିସକୁ କହିଛନ୍ତି। ସେପଟେ ମେଡିକାଲ…