2024

ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ୪ଦିନ ଯାଏ ବର୍ଷା । ୧୮ ପରେ କମିବ ବର୍ଷାର ପରିମାଣ । ଓଡ଼ିଶାର ଚତୁପାର୍ଶ୍ବରେ ୩ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଦକ୍ଷିଣ ବାଂଲାଦେଶ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଝାଡ଼ଖଣ୍ଡ…

ମହାପ୍ରଭୁ ପଡିଯିବା ଘଟଣା: ଆରମ୍ଭ ହେଲା ତଦନ୍ତ

ପୁରୀ: ରଥଯାତ୍ରା ସମୟରେ ଆଡପ ପହଣ୍ଡି ବେଳେ ବଡ ଠାକୁର ପଡିଯିବା ଘଟଣାରେ ଆରମ୍ଭ ହେଲା ତଦନ୍ତ । ଏକ ୩ ଜଣିଆ କମିଟି ଏହା ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ଏନେଇ ବଳଭଦ୍ରଙ୍କ ମୁଖ୍ୟ ବାଡ଼ଗ୍ରାହୀଙ୍କୁ ଡାକି କମିଟି…

ବାଂଲାଦେଶ ହିଂସା: ଢାକେଶ୍ୱରୀ ମନ୍ଦିର ଗଲେ ମହମ୍ମଦ ୟୁନୁସ, ହିନ୍ଦୁ ନେତାଙ୍କ ସହ କଲେ ଆଲୋଚନା

ବାଂଲାଦେଶରେ ଥିବା ହିନ୍ଦୁ ନେତାମାନଙ୍କୁ ଭେଟିଛନ୍ତି ମଧ୍ୟବର୍ତ୍ତୀକାଳୀନ ପ୍ରଧାନମନ୍ତ୍ରୀ ମହମ୍ମଦ ୟୁନୁସ। ସେ ଢାକା ସ୍ଥିତ ଢାକେଶ୍ୱରୀ ମନ୍ଦିନକୁ ଯାଇ ହିନ୍ଦୁ ନେତାଙ୍କୁ ବ୍ୟକ୍ତିଗତ ଭାବେ ସାକ୍ଷାତ କରିଛନ୍ତି। ଏଥିସହ ସମସ୍ତଙ୍କୁ ସମାନ ଅଧିକାରର ବାର୍ତ୍ତା ଦେଇଛନ୍ତି। ଦେଶରେ ଚାଲିଥିବା ହିଂସା…

ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଓଡ଼ିଶାରେ ନିର୍ମାଣାଧୀନ ଓ ପ୍ରସ୍ତାବିତ ଜାତୀୟ ରାଜପଥର ନିର୍ମାଣ ନେଇ ମୁଖ୍ୟ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇଛନ୍ତି। ବୈଠକରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଓଡ଼ିଶାର ଦାବି ରଖିଛନ୍ତି। ସେ ରାଜ୍ୟରେ…

ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜାଙ୍କ ପରଲୋକ

ବରଗଡ଼: ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ। ୭୦ ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ ସାହୁ। କିଛି ଦିନ ହେବ…

୨୦୩୬ ସୁଦ୍ଧା ଭାରତର ଜନସଂଖ୍ୟା ୧୫୨ କୋଟି ଡେଇଁବ

ଭାରତର ଜନସଂଖ୍ୟା ୨୦୩୬ ସୁଦ୍ଧା ୧୫୨.୨ କୋଟି ଛୁଇଁବ। ସେହିପରି ମହିଳାଙ୍କ ସଂଖ୍ୟା ୨୦୧୧ରେ ୪୮.୫% ଥିବା ବେଳେ ୨୦୩୬ ବେଳକୁ ଏହା ସାମାନ୍ୟ ବୃଦ୍ଧି ପାଇ ୪୮.୮%ରେ ପହଞ୍ଚିବ। ପରିସଂଖ୍ୟନ ଓ କାର୍ଯ୍ୟକ୍ରମ ମନ୍ତ୍ରଣାଳୟ ପକ୍ଷରୁ ଜାରି ରିପୋର୍ଟରେ ଏପରି…

SCB ମେଡ଼ିକାଲ୍‌ରେ ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ: ନିସ୍ତୁକ ପିଟିଲେ ସଂପର୍କୀୟ, ଅଭିଯୁକ୍ତ ଆଇସିୟୁରେ ଭର୍ତ୍ତି

କଟକ: କଟକ ବଡ଼ ଡାକ୍ତରଖାନାରେ ଜଣେ ଡାକ୍ତର ରୋଗୀଙ୍କୁ ଅସଦାଚରଣ କରିଥିବାର ଅଭିଯୋଗ ହୋଇଛି। ଏନେଇ ମଙ୍ଗଳାବାଗ ଥାନାରେ ପୀଡ଼ିତାଙ୍କ ସଂପର୍କୀୟଙ୍କ ପକ୍ଷରୁ ଏତଲା ଦିଆଯାଇଛି। କାର୍ଡିଓଲୋଜି ବିଭାଗର ଜଣେ ଡାକ୍ତର ଏହି ଅସଦାଚରଣ କରିଥିବାର ଅଭିଯୋଗ ହୋଇଛି। ଗତ ରବିବାର…

୭ଟି ପଞ୍ଚାୟତ ସମିତିରେ ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ, ୧୪ରେ ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର: ଆସନ୍ତା ୨୨ ତାରିଖରେ ହେବ ପଞ୍ଚାୟତ ସମିତି ଅଧ୍ୟକ୍ଷ ଉପନିର୍ବାଚନ। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୬ଟି ପଞ୍ଚାୟତ ସମିତି ଅଧ୍ୟକ୍ଷ ସହ ଗୋଟିଏ ଉପାଧ୍ୟକ୍ଷ ପଦବୀ ପାଇଁ ହେବ ଉପନିର୍ବାଚନ। ଏଥିପାଇଁ…

ରାମଦେବ ଓ ପତଞ୍ଜଳିକୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ଥି, ବନ୍ଦ ହେଲା ଅବମାନନା ମାମଲା

ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଏମଡି ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ବଡ ଆଶ୍ୱସ୍ଥି। ବିଭ୍ରାନ୍ତିକର ବିଜ୍ଞାପନ ପ୍ରସାରଣ କରିବା ମାମଲାରେ ଉଭୟଙ୍କୁ କ୍ଷମ ଦେଇଛନ୍ତି ସୁପ୍ରିମକୋର୍ଟ। ଏଥିସହ ଅବମାନନା ମାମଲାକୁ ମଧ୍ୟ ବନ୍ଦ କରି ଦେଇଛନ୍ତି…

ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ଆଇନ-୨୦୨୦ରେ ଆବଶ୍ୟକ ସଂଶୋଧନ କରିବାକୁ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି । ଶିକ୍ଷାବିତମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଫେରାଇ ଆଣିବା, ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ୱାୟତ୍ତତାକୁ ସୁରକ୍ଷିତ ରଖିବା ପାଇଁ ଏହି ସଂଶୋଧନ…