2024

ହସ୍ପିଟାଲରେ କୁନି ଝିଅ ସହ କଥା ହେଲେ ପ୍ରଧାନମନ୍ତ୍ରୀ, ଭିଡିଓ ଭାଇରାଲ୍

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଏକ ଭିଡିଓ ସୋଶାଲ ମିଡିଆରେ ବେଶ୍ ଭାଇରାଲ୍ ହେଉଛି। ଡାକ୍ତରଖାନାରେ ଏକ କୁନି ଝିଅ ପ୍ରଧାନମନ୍ତ୍ରୀଙ୍କ ସହ ଖେଳୁଥିବା ଭିଡିଓରେ ଦେଖିବାକୁ ମିଳୁଛି। ବାସ୍ତବରେ ଏହି ଭିଡିଓ ଭୂସ୍ଖଳନ ପ୍ରଭାବିତ ୱାୟନାଡ ଡାକ୍ତରଖାନାର। ନିକଟରେ ପ୍ରଧାନମନ୍ତ୍ରୀ ୱାୟନାଡ…

ହର ଘର୍ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ହର ଘର୍ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ । ଲୋକସେବା ଭବନରେ ଦସ୍ତଖତ କରି ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ଯୋଡି ହେବାକୁ ଆହ୍ବାନ…

୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ନୂଆ ପ୍ରକଳ୍ପ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ କରିବେ ଆଲୋଚନା। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ।…

ହୀରାକୁଦ ନଦୀବନ୍ଧ ଯୋଜନାରେ ବିସ୍ଥାପିତଙ୍କୁ ମିଳିବ ଜମି ପଟ୍ଟା

ସମ୍ବଲପୁର: ହୀରାକୁଦ ନଦୀବନ୍ଧ ଯୋଜନାରେ ବିସ୍ଥାପିତଙ୍କୁ ମିଳିବ ଜମି ପଟ୍ଟା । ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ବିସ୍ଥାପିତ ଲୋକଙ୍‌କୁ ଜମି ପଟ୍ଟା ପ୍ରଦାନ କରିବା ନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀ । ଏନେଇ ମନ୍ତ୍ରୀ କହିଛନ୍ତି,…

ବାଂଲାଦେଶରେ ରାସ୍ତାକୁ ଓହ୍ଲାଇଲେ ଲକ୍ଷ ଲକ୍ଷ ହିନ୍ଦୁ

ଶେଖ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଭାରତ ପଳାଇ ଆସିବା ପରେ ବାଂଲାଦେଶରେ ବସବାସ କରୁଥିବା ହିନ୍ଦୁ ଓ ଅନ୍ୟ ସଂଖ୍ୟାଲଘୁ ସଂପ୍ରଦାୟ ଉପରେ ଆକ୍ରମଣ କରାଯାଉଛି। ଏହାର ପ୍ରତିବାଦରେ ଶନିବାର ଲକ୍ଷ ଲକ୍ଷ ହିନ୍ଦୁ ଢାକା ଓ ଚିଟ୍ଟାଗଙ୍ଗରେ…

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ଵର: ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ପ୍ରତି ସୋମବାର ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେଉଥିବା ଜନଶୁଣାଣି ଆସନ୍ତାକାଲି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା: ଚାରି ଜଣଙ୍କୁ ବାହା ହୋଇଛନ୍ତି ଅଭିଯୁକ୍ତ

କୋଲକାତା ଟ୍ରେନି ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲାର ଅଭିଯୁକ୍ତଙ୍କ ବିରୁଦ୍ଧରେ ସାଙ୍ଘାତିକ ତଥ୍ୟ ସାମ୍ନାକୁ ଆସିଛି। ଅଭିଯୁକ୍ତ ସଞ୍ଜୟ ରୟ ଚାରି ଜଣଙ୍କୁ ବିବାହ କରି ଥିବାବେଳେ ତାଙ୍କର ତିନି ଜଣ ପତ୍ନୀ ତାଙ୍କୁ ଛାଡ଼ି ଚାଲି ଯାଇଥିବା ଜଣାପଡିଛି।…

କୋଟିଏ ଟଙ୍କାର ଚୋରି ସାମଗ୍ରୀ ଜବତ, ୬ ଗିରଫ

କାମାକ୍ଷାନଗର: ଧରାପଡ଼ିଲେ ‘ସ୍କୁଲ ଚୋର’। ଚୋରଙ୍କ ଚୋରୀ ଦେଖି ତାଜୁବ୍ ପୋଲିସ। ସ୍କୁଲ, ପଞ୍ଚାୟତ ଘରେ କରୁଥିଲେ ଚୋରି । ଆଖି ପିଛୁଳାକେ ଖାଲି କରି ଦେଉଥିଲେ ସ୍କୁଲ୍ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଖଣ୍ଡ ପୋଲିସ ୬ ଅଭିଯୁକ୍ତଙ୍କୁ ଗିରଫ…

ଜଙ୍ଗଲରୁ ମଣିଷ ଖପୁରି ଓ ହାଡ଼ ଉଦ୍ଧାର

ଜଙ୍ଗଲରୁ ଖପୁରି ଓ ହାଡ଼ ଉଦ୍ଧାରକଲା ପୁଲିସ। ଏଘଟଣା ଘଟିଛି ବରଗଡ଼ ଜିଲ୍ଲା ପାଟପୁର ଥାନା ପଦ୍ମପୁର ପଞ୍ଚାୟତ ବୃନ୍ଦାବନପୁର ଗାଁ ନିକଟ ଜଙ୍ଗଲରେ। ଆଜି ସକାଳେ ସ୍ଥାନୀୟ ଲୋକେ ଜଙ୍ଗଲକୁ ଯାଇଥିଲେ। ସେଠାରେ ମଣିଷ ଖପୁରି ଓ ହାଡ଼ ପଡ଼ିଥିବାର…

ମମତାଙ୍କୁ ଆଳୁ ପାଇଁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ କଲେ ଅନୁରୋଧ । ରାଜ୍ୟରେ ଆଳୁ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମମତାଙ୍କୁ ଅନୁରୋଧ କଲେ…