ଆସିଲା ୩୦୦ ଆଳୁ ଟ୍ରକ୍; ହେଲେ ଖୁଚୁରା ବଜାରରେ କମୁନି
ଭୁବନେଶ୍ବର: ରାଜ୍ୟରେ ୪୦ ଟଙ୍କା ତଳକୁ ଖସିଲା ଆଳୁ ଦର। କାରଣ ରାଜ୍ୟର ବିଭିନ୍ନ ଗୋଦାମରେ ପହଞ୍ଚିଛି ୩୦୦ ଟ୍ରକ ଆଳୁ। ପଶ୍ଚିମବଙ୍ଗରୁ ୨୭୦ଟି ଆଳୁ ଗାଡ଼ି ଆସିଥିବା ବେଳେ ଉତ୍ତରପ୍ରଦେଶରୁ ୩୦ ଟ୍ରକ୍ ଆସିଛି। ପାଇକାରୀ ବ୍ୟବସାୟୀଙ୍କ କହିବା କଥା,…
ଭୁବନେଶ୍ବର: ରାଜ୍ୟରେ ୪୦ ଟଙ୍କା ତଳକୁ ଖସିଲା ଆଳୁ ଦର। କାରଣ ରାଜ୍ୟର ବିଭିନ୍ନ ଗୋଦାମରେ ପହଞ୍ଚିଛି ୩୦୦ ଟ୍ରକ ଆଳୁ। ପଶ୍ଚିମବଙ୍ଗରୁ ୨୭୦ଟି ଆଳୁ ଗାଡ଼ି ଆସିଥିବା ବେଳେ ଉତ୍ତରପ୍ରଦେଶରୁ ୩୦ ଟ୍ରକ୍ ଆସିଛି। ପାଇକାରୀ ବ୍ୟବସାୟୀଙ୍କ କହିବା କଥା,…
ଭୁବନେଶ୍ବର: ବନ୍ୟା ନିୟନ୍ତ୍ରଣ ଓ ଚାଷୀଙ୍କ ପାଇଁ ଜଳସେଚନ ଉଦ୍ଦେଶ୍ୟରେ ନିର୍ମାଣ ହୋଇଥିବା ହୀରାକୁଦ ଜଳଭଣ୍ଡାରରୁ କାଳକ୍ରମେ ସହରାଞ୍ଚଳର ଲୋକଙ୍କୁ ପାନୀୟ ଜଳ ଯୋଗାଇ ଦିଆଯାଉଛି। ସେହିପରି ଏହି ଜଳଭଣ୍ଡାରରୁ ଏକାଧିକ କଳକାରଖାନାକୁ ପାଣି ମିଳୁଛି। ତେବେ ଅଭିଯୋଗ ହେଉଛି ଯେ,…
ପ୍ୟାରିସ୍: ଚଳିତ ପ୍ୟାରିସ୍ ଅଲିମ୍ପିକ୍ସରୁ ଭାରତକୁ ଶୁକ୍ରବାର ଷଷ୍ଠ ପଦକ ଆସିଯାଇଛି ପଞ୍ଚମ କାଂସ୍ୟ ରୂପରେ। ୫୭ କେଜି ପୁରୁଷ ଫ୍ରିଷ୍ଟାଇଲ୍ କୁସ୍ତିରେ ୨୧ ବର୍ଷୀୟ ଅମନ ସେରାୱତ ଭାରତକୁ ଚଳିତ ସଂସ୍କରଣରେ ପ୍ରଥମ ଏବଂ ଅଲିମ୍ପିକ୍ସ ଇତିହାସରେ ଅଷ୍ଟମ କୁସ୍ତି…
ଶ୍ରୀନଗର : ଆଜି ଜମ୍ମୁ କଶ୍ମୀର ପୁଲିସ ଚାରି ଜଣ ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି। ଏମାନେ କଠୁଆ ଅଞ୍ଚଳରେ ଲୁଚିଥିବା ପୁଲିସ ସନ୍ଦେହ କରୁଛି। ତେଣୁ ଏମାନଙ୍କୁ ଧରିବା ପାଇଁ ସ୍କେଚ୍ ଜାରି କରି ଲୋକଙ୍କୁ ସତର୍କ କରାଇଛି ପୁଲିସ।…
ନୂଆଦିଲ୍ଲୀ: ବାଂଲାଦେଶରେ ଯଦିଓ ଏକ ନୂତନ ସରକାର ଗଠନ ହୋଇଛି, ତଥାପି ସେଠାରେ ହିଂସା ଜାରି ରହିଛି। ବାଂଲାଦେଶର ଅନେକ ହିନ୍ଦୁ ପରିବାର ନିଜ ଘର ଛାଡି ଭାରତ ଆସିବାକୁ ଚାଁହୁଚନ୍ତି | ଭାରତ-ବାଂଲାଦେଶ ସୀମାରେ ହଜାର ହଜାର ହିନ୍ଦୁ ସମ୍ପ୍ରଦାୟର…
ପାଟନା: ରାଷ୍ଟ୍ରିୟ ଜନତା ଦଳର ନେତା ତେଜସ୍ୱୀ ଯାଦବ ଆଜି ବିଜେପି ଏବଂ ନୀତୀଶ କୁମାର ତଥା ପ୍ରଶାନ୍ତ କିଶୋରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ୧୭ ମାସ ମଧ୍ୟରେ ଆମେ ୫ ଲକ୍ଷ ଚାକିରି ଯୋଗାଇଛୁ। ନୀତୀଶ ଜି…
ନୂଆଦିଲ୍ଲୀ : ବରିଷ୍ଠ ଆଇଏଏସ୍ ଅଫିସର ଟିଭି ସୋମନାଥଙ୍କ କେନ୍ଦ୍ର ସରକାର ଦେଶର ନୂଆ କ୍ୟାବିନେଟ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନ ସେ ଅର୍ଥ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ୧୯୮୭ ବ୍ୟାଚ୍ର ତାମିଲନାଡୁ କ୍ୟାଡର ଆଇଏଏସ୍ ଅଫିସର ଟିଭି…
ନୂଆଦିଲ୍ଲୀ : ‘ରାଜ୍ୟରେ ଠିକ୍ ନାହିଁ ଆଇନ୍ ଶୃଙ୍ଖଳା ବ୍ୟବସ୍ଥା। ଏହାକୁ ତୁରନ୍ତ ସୁଧାର। ଯଦି ଏଭଳି ଜାରି ରୁହେ ତେବେ ହାଇଓ୍ୱେ ପ୍ରୋଜେକ୍ଟ ରଦ୍ଦ କରିଦେବୁ।’ ପଞ୍ଜାବ ସରକାରଙ୍କୁ ଚିଠି ଲେଖି ଏଭଳି କିଛି ଚେତାବନୀ ଦେଇଛନ୍ତି କେନ୍ଦ୍ର ସଡ଼କ…
ୱାୟନାଡ : ଭୂସ୍ଖଳନରେ ଛାରଖାର ହୋଇ ଯାଇଥିବା କେରଳର ୱାୟନାଡ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ପ୍ରଧାନମନ୍ତ୍ରୀ ୱାୟନାଡର ବିଭିନ୍ନ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ପ୍ରଥମେ ଆକାଶମାର୍ଗରୁ ଭୁସ୍ଖଳନ ଉତ୍ପତ୍ତି ସ୍ଥଳ ଓ ଧ୍ୱସ୍ତ ବିଧ୍ୱସ୍ତ…
ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଆରଏସଏସ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି | ଫଡନାଭିସଙ୍କ ବ୍ୟତୀତ ସ୍ଥାନୀୟ ବିଜେପି ନେତାମାନେ ମଧ୍ୟ ଏହି ସଭାରେ ଉପସ୍ଥିତ ଥିଲେ। ଶୁକ୍ରବାର ସନ୍ଧ୍ୟାରେ ନାଗପୁରରେ…