ଭୂମିକମ୍ପ ଝଟକାରେ ଦୋହଲିଲା ସିକିମ
ଆଜି ଭୋରୁ ଭୋରୁ ଭୂମିକମ୍ପ ଝଟକାରେ ଦୋହଲିଛି ସିକିମ। ସକାଳ ୬ଟା ୫୭ ମିନିଟ୍ରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ରେକର୍ଡ କରାଯାଇଛି। ତେବେ ଏହା ପ୍ରଭାବରେ ଜନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା…
ଆଜି ଭୋରୁ ଭୋରୁ ଭୂମିକମ୍ପ ଝଟକାରେ ଦୋହଲିଛି ସିକିମ। ସକାଳ ୬ଟା ୫୭ ମିନିଟ୍ରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ରେକର୍ଡ କରାଯାଇଛି। ତେବେ ଏହା ପ୍ରଭାବରେ ଜନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା…
ଭୁବନେଶ୍ବର: କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, କୁଟୁମ୍ବ ଯୋଜନାରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ। ଏନେଇ ଖୁବ୍ ଶୀଘ୍ର ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ। ଏହି ଘୋଷଣାକୁ…
ଭୁବନେଶ୍ଵର; ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । ଏନେଇ ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ । ତେବେ ମହାନଦୀରେ ଜଳସ୍ତର ବଢୁଥିବାରୁ କେବଳ ତଳିଆ ଅଞ୍ଚଳରେ ପାଣି ପଶିପାରେ । ଏନେଇ ସତର୍କ ଅଛୁ। ରାତି ସୁଦ୍ଧା ଭାର୍ଗବୀ,…
ବିବାହ ପାଇଁ ଝିଅମାନଙ୍କ ଆଇନଗତ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରିବାକୁ ପ୍ରସ୍ତାବ ଦିଆଯାଇଛି। ସଂସଦରେ ଏହି ବିଲ୍ ଆଗତ ହେବା ପରେ ବ୍ୟାପକ ଉତ୍ତେଜେନା ଦେଖାଯାଇଛି। କିଛି ସଂଗଠନ ଏବଂ ମହିଳାମାନେ ଏହାକୁ ତୀବ୍ର ବିରୋଧ କରିଛନ୍ତି।…
ପୁରୀ : ପରଲୋକରେ ଦର୍ପଦଳନ ରଥର ମୁଖ୍ୟ ମହାରଣା । ବର୍ଷିଆନ ରଥନିର୍ମାଣ ବିଶ୍ବକର୍ମା କୃଷ୍ଣଚନ୍ଦ୍ର ମହାରଣାଙ୍କ ପରଲୋକ । ୯୦ ବର୍ଷ ବୟସରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଛି । ପିଲାଟି ବେଳେ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ…
ସମ୍ବଲପୁର: ହୀରାକୁଦ ଡ୍ୟାମର ଖୋଲିଲା ଆଉ ୬ ଗେଟ୍ । ମୋଟ ୧୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ହୀରାକୁଦର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ଜଳସ୍ତର । ଏହି ଦୃଷ୍ଟିରୁ ହୀରାକୁଦ ଡ୍ୟାମର ଆଉ…
ବ୍ୟାପକ ହିଂସା ପରେ ବାଂଲାଦେଶ ଛାଡ଼ି ପଳାଇ ଆସିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦେଶକୁ ଫେରିବେ। ବର୍ତ୍ତମାନର ଅନ୍ତରୀଣ ସରକାର ଯେବେ ନିର୍ବାଚନ ପାଇଁ ନିଷ୍ପତ୍ତି ନେବେ, ସେତେବେଳେ ଶେଖ୍ ହସିନା ଦେଶକୁ ଫେରିବେ ବୋଲି ତାଙ୍କ ପୁଅ ସାଜିବ…
କଟକ : ଆଳୁ ଦବନି ତ ମାଛ, ଅଣ୍ଡା ପାଇବନି । କଟକ ମଙ୍ଗୁଳି ଛକରେ ପଶ୍ଚିମବଙ୍ଗ ଯାଉଥିବା ଅଣ୍ଡା ଓ ମାଛଗାଡି ଅଟକାଇଲେ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା । ଗତ କିଛି ଦିନ ଧରି ରାଜ୍ୟରେ ଲାଗି ରହିଛି ଆଳୁ…
ଭୁବନେଶ୍ଵର: ନଭେମ୍ବରରୁ ରାଜ୍ୟରେ ବିଭିନ୍ନ ଅଞ୍ଚଳ ଗସ୍ତ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବସିଥିବା ରାଜ୍ୟସ୍ତରୀୟ ସମନ୍ବୟ କମିଟି ବୈଠକରେ ଏନେଇ ସୂଚନା ଦେଇଛନ୍ତି ନବୀନ । ଦଳୀୟ କର୍ମୀ ଓ ତୃଣମୂଳ ସ୍ତରର ନେତାଙ୍କୁ ଭେଟିବେ ନବୀନ…
ନୂଆଦିଲ୍ଲୀ : ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ପୁରୁଷ ହକି ଟିମ ସହ ଫୋନରେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତୀୟ ଟିମ ଆଜି ସ୍ପେନକୁ ୨-୧ରେ ହରାଇବା ପରେ ପ୍ରଧାନମନ୍ତ୍ରୀ ପ୍ରଥମେ ଏକ୍ସ ଯୋଗେ ଶୁଭେଚ୍ଛା…