ରାଜଧାନୀରେ ଖୋଲିଲା ୨୪ ଘଣ୍ଟିଆ ଶସ୍ୟ ଏଟିଏମ୍
ଭୁବନେଶ୍ବର: ସାଧାରଣତଃ ଏଟିଏମ୍ରୁ ଟଙ୍କା ବାହାରୁଥିବା କଥା ସମସ୍ତେ ଜାଣିଛନ୍ତି। ମାତ୍ର ଏଣିକି ଏଟିଏମରୁ ଖାଦ୍ୟଶସ୍ୟ ବାହାରିବ। ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱରରେ ଏକ ‘ଶସ୍ୟ ଏଟିଏମ୍’ ସ୍ଥାପନ କରାଯାଇଛି । ଏହି ଏଟିଏମରେ ୨୪ ଘଣ୍ଟିଆ ଚାଉଳ /…
