ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ୫-ଟି ଚାର୍ଟର
ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ଫାଇଭ୍ -ଟି ଚାର୍ଟ । 5T ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍…
ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ଫାଇଭ୍ -ଟି ଚାର୍ଟ । 5T ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍…
ପ୍ୟାରିସ ଅଲିମ୍ପିକ୍ସରୁ ଭିନେଶ ଫୋଗାଟ ଅଯୋଗ୍ୟ ଘୋଷିତ ହୋଇଛନ୍ତି। ୫୦ କିଲୋଗ୍ରାମ କ୍ତସ୍ତି ଇଭେଣ୍ଟର ଫାଇନପାଲ ପୂର୍ବରୁ ତାଙ୍କୁ ଡିସ୍କ୍ୱାଲିଫାଏଡ୍ କରାଯାଇଛି। ଏହାପରେ ଭିନେଶଙ୍କୁ ସାନ୍ତ୍ୱନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପିଏମ୍ ମୋଦି ସୋଶାଲ ମିଡିଆ ହ୍ୟାଣ୍ଡେଲରେ ଏକ୍ସରେ ଏକ…
ବିଭିନ୍ନ ରାଜ୍ୟରେ ଖାଲି ପଡ଼ିଥିବା ୧୨ଟି ରାଜ୍ୟସଭା ଆସନ ପାଇଁ ଆସନ୍ତା ୩ ତାରିଖରେ ଉପ ନିର୍ବାଚନ ଅନୁଷ୍ଠିତ ହେବ। ଏହି ୧୨ଟି ଆସନ ମଧ୍ୟରେ ଓଡ଼ିଶାର ଗୋଟିଏ ରାଜ୍ୟସଭା ଆସନ ରହିଛି। ବିଜେଡି ପକ୍ଷରୁ ରାଜ୍ୟସଭାକୁ ଯାଇଥିବା ମମତା ମହାନ୍ତ…
ଦେବୀ ନଦୀରେ ଭାସି ଜଣେ ଯୁବକ ନିଖୋଜ ହୋଇଯାଛନ୍ତି। ଘଟଣାଟି ଘଟିଛି ଜଗତସିଂହପୁର ଜିଲ୍ଲା ମାଛଗାଁ ନିକଟରେ। ଯୁବକ ଜଣଙ୍କ ନଦୀରେ ଭାସି ଯାଉଥିବା ସ୍ଥାନୀୟ ଲୋକେ ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ…
ଭୁବନେଶ୍ୱର: ଗୋଟିଏ ପରେ ଗୋଟିଏ ଧାଡ଼ିବାନ୍ଧି ଆସିବାରେ ଲାଗିଛି ଲଘୁଚାପ l ଆସନ୍ତା ୨୪ ଘଣ୍ଟା ଭିତରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ନେଇ ସମ୍ଭାବନା ରହିଛି l ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ…
ପ୍ୟାରିସ ଅଲିମ୍ପକ୍ସରେ ଫାଇନାଲ ମ୍ୟାଚ୍ ପୂର୍ବରୁ ଭାରତୀୟ ରେସଲର ଭିନେଶ ଫୋଗାଟ୍ ଲାଗିଛି ବଡ଼ ଝଟ୍କା। ସେ ଡିସ୍କ୍ୱାଲିଫାଏଡ୍ ଘୋଷିତ ହୋଇଛନ୍ତି। ଭାରତ ପାଇଁ ଗୋଲ୍ଡ ଆଶା ମଉଳି ଯାଇଛି। ତେବେ ଭିନେଶଙ୍କୁ ଅଯୋଗ୍ୟ ଘୋଷଣା ନେଇ ତାଙ୍କ ପରିବାର ଲୋକେ…
କାଳିମେଳା: ଆନ୍ଧ୍ରପ୍ରଦେଶର ପୋଲାଭରମ ପ୍ରକଳ୍ପ ଦ୍ଵାରା କ୍ଷତିଗ୍ରସ୍ତ ମାଲକାନଗିରି ଜିଲ୍ଲାର ମୋଟୁ ଅଂଚଳ ଗସ୍ତ କରିଛି ସ୍ଥିତି ଅନୁଧ୍ୟାନ କରିଛି ସ୍ବତନ୍ତ୍ର ଅନୁସନ୍ଧାନ ଟିମ। ଏହି ଟିମ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ ତ୍ରିପାଠୀଙ୍କ ନେତୃତ୍ୱରେ ମୋଟୁ ତହସିଲର ମୋଟୁ, ବିନାୟକପୁର, ଆଲମା,…
ସମ୍ବଲପୁର: ରାଜ୍ୟରେ ଜାରି ରହିଛି ବର୍ଷା ବିତ୍ପାତ । ଅନ୍ୟପଟେ ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣ ବଢୁଛି ହୀରାକୁଦ ଜଳସ୍ତର । ଫଳରେ ରାଜ୍ୟରେ ମହାନଦୀ ପ୍ରମୁଖ ଅନ୍ୟାନ୍ୟ ନଦୀ, ନାଳ ପୁରିଥିବାରୁ ଅନେକ ସ୍ଥାନରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି…
ଭିନେଶ ଫୋଗାଟ୍ ଅସୁସ୍ଥ। ଡିସ୍କ୍ୱାଲିଫାଏଡ୍ ଘୋଷଣା ହେବା ପରେ ସେ ଚେତାଶୂନ୍ୟ ହୋଇପଡିଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍ ଯୋଗୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଥିବା ସୂତ୍ରରୁ ସୂଚନା ମିଳିଛି। ପ୍ୟାରିସର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଭିନେଶ ଫୋଗଟ ।…
କଟକ: ରାଜ୍ୟର ଅନେକ ସ୍ଥାନରେ ଜାରି ରହିଛି ଲଗାଣ ବର୍ଷା । ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ । ଏହାରି ଭିତରେ ଗତ ୨୪ ଘଣ୍ଟାରେ କଟକ ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ବାଙ୍କୀରେ ସର୍ବାଧିକ ୩୧୭ ମିମି ବର୍ଷା…