2024

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସମସ୍ତ ବିଜେପି ସାଂସଦ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଓଡ଼ିଶା ସାଂସଦ। ଆଜି ସଂସଦ ଭବନ ସମ୍ମିଳନୀ କକ୍ଷରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଓଡ଼ିଶାର ସମସ୍ତ ୨୦ ବିଜେପି ଲୋକସଭା ଓ ଜଣେ ରାଜ୍ୟସଭା ସାଂସଦ। ଏହି ଅବସରରେ ବିଭିନ୍ନ ପ୍ରସଙ୍ଗରେ ସାଂସଦଙ୍କ ସହ ଆଲୋଚନା କରିଛନ୍ତି…

ବିଜେପି ସହ ଯୋଗସୂତ୍ରରେ ଅଛନ୍ତି ବହୁ ବିଜେଡି ବିଧାୟକ: ବିଧାୟକ ଅଶୋକ ମହାନ୍ତି

ଭୁବନେଶ୍ବର: ପାଲଲହଡ଼ା ବିଜେପି ବିଧାୟକ ଅଶୋକ ମହାନ୍ତି ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡିର ଅନେକ ରାଜ୍ୟସ୍ତରୀୟ ନେତା ଏବଂ ବିଧାୟକ ବିଜେପି ସହ ଯୋଗାଯୋଗରେ ଅଛନ୍ତି। ବିଜେଡି ଛିଡୁଛି ଏବଂ ବିଜେପି ରାଜ୍ୟରେ ବଢୁଛି। ବହୁତ ଲୋକ ବିଜେଡି…

ବାଂଲାଦେଶରୁ ଆସି ଭାରତରେ ପହଞ୍ଚିଲେ ଶେଖ ହସିନା

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବାଂଲାଦେଶ ଛାଡ଼ିଥିବା ଶେଖ ହାସିନା ଭାରତରେ ପହଞ୍ଚିଛନ୍ତି। ସେ ଅପରାହ୍ନ ୫.୩୬ ମିନିଟରେ ଗାଜିଆବାଦର ହିଣ୍ଡନ ଏୟାରବେସ୍‌ରେ ଲ୍ୟାଣ୍ଡ କରିଛନ୍ତି। ତାଙ୍କ ହେଲିକପ୍ଟର ଏଠାରେ ପହଞ୍ଚିବା ପରେ ତାଙ୍କୁ ଭାରତୀୟ ବାୟୁସେନାର ଅଧିକାରୀମାନେ ସ୍ୱାଗତ…

ପୁଣି ଯାଞ୍ଚ ହେବ ରତ୍ନଭଣ୍ଡାର: ସରିଲା ଏସ୍‌ଓପି ପ୍ରସ୍ତୁତି

ଭୁବନେଶ୍ବର: ପୁଣି ଯାଞ୍ଚ ହେବ ଭିତର ରତ୍ନଭଣ୍ଡାର । ଏଥିପାଇଁ ଏସଓପି ପ୍ରସ୍ତୁତି ନେଇ ଆଜି ବସିଥିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଯେଉଁଥିରେ ପୁଣି ରତ୍ନଭଣ୍ଡାର ଖୋଲିବା ପାଇଁ ଏସଓପି ପ୍ରସ୍ତୁତ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ…

CBI ଗିରଫଦାରୀ ବିରୁଦ୍ଧରେ କେଜ୍ରିୱାଲଙ୍କ ଆବେଦନ ଖାରଜ

CBI ଗିରଫଦାରୀ ବିରୁଦ୍ଧରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କରିଥିବା ଆବେଦନ ଖାରଜ ହୋଇ ଯାଇଛି। ଆଜି ଦିଲ୍ଲୀ ହାଇକୋର୍ଟ ଏହି ଆବେଦନକୁ ଖାରଜ କରି ଦେଇଛନ୍ତି। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା CBI। ସେ…

ଭିଜିଲାନ୍ସ ଜାଲରେ ଓବିସିସିର ଅତିରିକ୍ତ ମୁଖ୍ୟଯନ୍ତ୍ରୀ: ଅମାପ ସଂପତ୍ତି ଠାବ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡ଼ିଥିବା ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ କର୍ପୋରେସନ(ଓବିସିସି)ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କ ଅମାପ ସଂପତ୍ତି ଦେଖି ତାଜୁବ୍ ଭିଜିଲାନ୍ସ ଟିମ୍। ପ୍ରଦୀପ କୁମାର ରଥଙ୍କର ୪୨ରୁ ଅଧିକ ପ୍ଲଟ, ଭୁବନେଶ୍ୱରରେ ୨ଟି ଦାମୀ ଫ୍ଲାଟ୍,…

ପ୍ରଶାନ୍ତ କିଶୋରଙ୍କ ବଡ଼ ଘୋଷଣା: ଅକ୍ଟୋବର ୨ରେ ଗଠନ ହେବ ନୂଆ ରାଜନୀତିକ ଦଳ

ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଓରଫ ପିକେ କରିଛନ୍ତି ବଡ଼ ଦାବି। ଆସନ୍ତା ଅକ୍ଟୋବର ୨ରେ ବିହାରର ଲୋକମାନେ ଗୋଟିଏ ନୂଆ ରାଜନୀତି ଦଳ ଗଠନ କରିବେ। ସେମାନେ ଜେଡିୟୁ, ଆରଜେଡି ଓ ବିଜେପି ଭଳି ଦଳକୁ ନେଇ ବିରକ୍ତ ହୋଇଗଲେଣି।…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ

ପୁରୀ: ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ବସିଥିବା ପରିଚାଳନା କମିଟି ବୈଠକ ଶେଷ ହୋଇଛି l ବୈଠକରେ ସମୁଦାୟ ୬ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଛି l ଭିତର ଓ ବାହାର ରତ୍ନଭଣ୍ଡାର ସ୍ଥାନାନ୍ତରଣ ପକ୍ରିୟାକୁ ଅନୁମୋଦନ କରାଯାଇଛି ଏନେଇ ରାଜ୍ୟସରକାରଙ୍କୁ…

‘କୋଚିଂ ସେଣ୍ଟର ହୋଇଗଲାଣି ଡେଥ୍ ଚ୍ୟାମ୍ବର’, କେନ୍ଦ୍ର ଓ ଦିଲ୍ଲୀ ସରକାରଙ୍କୁ ନୋଟିସ୍ ପଠାଇଲେ ସୁପ୍ରିମକୋର୍ଟ

ଦିଲ୍ଲୀ କୋଚିଂ ସେଣ୍ଟରରେ ତିନି ଛାତ୍ରଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କେନ୍ଦ୍ର ଓ ଦିଲ୍ଲୀ ସରକାରଙ୍କୁ ନୋଟିସ୍ ଜାରି କରିବା ସହ କୋଚିଂ ସେଣ୍ଟରଗୁଡିକ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳୁଥିବା କହିଛନ୍ତି…

ଘରୋଇ କଳିକୁ କେନ୍ଦ୍ର କରି ବଡ ବୋହୂର ନାକ କାଟିଲା ଶ୍ୱଶୁର

ଆଠଗଡ: ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଜୁଆଲ୍ ଭାଇରାଲ ହୋଇଥାଏ । ସେସବୁ ଭିତରୁ କିଛିଟା ସତ ହୋଇଥାଏ ତ ଆଉ କିଛି ଗୁଜବ ଥାଏ । କିନ୍ତୁ ଭାଇରାଲ୍ ଭିଡିଓ ସବୁବେଳେ ଚର୍ଚ୍ଚାର ବିଷୟ ପାଲଟିଥାଏ । ଏସବୁ ଭିତରେ…