2024

ଚପଲ ଓ ଫୋନ୍ ରଖି ମହାନଦୀକୁ ଡେଇଁପଡିଲେ ମହିଳା

କଟକ: କଟକ ଜୋବ୍ରା ବ୍ୟାରେଜରୁ ରବିବାର ଦିନ ଜଣେ ମହିଳା ମହାନଦୀକୁ ଡେଇଁ ପଡିଥିବା ଜଣାପଡିଛି। ସୂଚନାନୁସାରେ, ସେ ବ୍ୟାଗ, ଚପଲ ଏବଂ ମୋବାଇଲ୍ ଫୋନ୍ ରଖି ନଦୀକୁ ଡେଇଁପଡିଛନ୍ତି। ତାଙ୍କୁ ମତ୍ସ୍ୟଜୀବୀ ଓ ସ୍ଥାନୀୟ ଲୋକ ମିଶି ଉଦ୍ଧାର କରିଥିଲେ।…

ଅଯୋଧ୍ୟା ଗଣଦୁଷ୍କର୍ମ ମାମଲା; ଅଭିଯୁକ୍ତଙ୍କ ଡିଏନଏ ଟେଷ୍ଟ ଦାବି କଲେ ଅଖିଳେଶ ଯାଦବ

ଅଯୋଧ୍ୟା ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତଙ୍କ ଡିଏନଏ ଟେଷ୍ଟ କରାଯାଉ ବୋଲି ଦାବି କରିଛନ୍ତି ସମାଜବାଦୀ ପାର୍ଟି(ଏସପି) ମୁଖ୍ୟ ଅଖିଳେଶ ଯାଦବ। ସମାଜବାଦୀ ପାର୍ଟିର ଜଣେ ନେତା ଏହି ମାମଲାରେ ଗିରଫ ହେବାକୁ ନେଇ ବିରୋଧୀ ପ୍ରବଳ ସମାଲୋଚନା କରିବା ପରେ ଡିଏନଏ…

କେଦାରନାଥରେ ଫସିଥିବା ୪ ଓଡ଼ିଆ ସୁରକ୍ଷିତ

ଭୁବନେଶ୍ୱର: କେଦାରନାଥରେ ଫସିଥିବା କେନ୍ଦୁଝରର ୪ ଜଣ ସୁରକ୍ଷିତ । ୪ ଜଣ ସୁରକ୍ଷିତଭାବେ ଗୁପ୍ତକାଶିରେ ପହଞ୍ଚିଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି କେନ୍ଦୁଝର ଜିଲ୍ଲାପାଳ। ଜିଲ୍ଲାପାଳ ଓ ଶ୍ରମ ଅଧିକାରୀଙ୍କ ସହ ଏହି ୪ ଜଣ ଯୋଗାଯୋଗରେ…

ଇରାକରେ ଫସିଥିଲେ ଓଡ଼ିଆ ଯୁବକ‌; କେନ୍ଦ୍ରାପଡ଼ା ସାଂସଦଙ୍କ ହସ୍ତକ୍ଷେପ ପରେ ହେଲେ ଉଦ୍ଧାର

ଭୁବନେଶ୍ବର: ଇରାକରେ ଫସିଥିବା ଓଡ଼ିଆ ଯୁବକ ବିମଳ ରଣଜିତ ଆଜି ନିଜ ଘରକୁ ଫେରିଛନ୍ତି। ବିମଳଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ କରିଛନ୍ତି। ଶ୍ରୀ ପଣ୍ଡା…

ରିମାଣ୍ଡରେ ଯିବେ ୫ ସ୍ତ୍ରୀଙ୍କ ସ୍ବାମୀ

ଭୁବନେଶ୍ଵର: ଖୋଲିବ ଗୁମର। ରିମାଣ୍ଡରେ ଯିବେ ୫ରାଣୀଙ୍କ ମନର ରାଜା ଠକ ସତ୍ୟଜିତ ସାମଲ। ଅଧିକ ପଚରାଉଚରା କରିବା ପାଇଁ ଠକ ରୋମିଓ ସତ୍ୟଜିତକୁ ରିମାଣ୍ଡରେ ନେବ କମିଶନରେଟ ପୋଲିସ । ସୂଚନାଯୋଗ୍ୟ ଯେ, ଗତକାଲି ୫ ସ୍ତ୍ରୀଙ୍କ ରୋମିଓ ସ୍ବାମୀ…

ଭୁଶୁଡ଼ିଲା ମନ୍ଦିର କାନ୍ଥ, ୯ ପିଲା ମୃତ

ମନ୍ଦିରରେ ଧାର୍ମିକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଘଟିଲା ଅଘଟଣ। ଭୁଶୁଡ଼ି ପଡ଼ିଲା ମନ୍ଦିର କାନ୍ଥ। କାନ୍ଥ ପଡ଼ି ୯ ଜଣ ପିଲାଙ୍କ ମୃତ୍ୟୁ ଘଟିଛି। ସେହିପରି ଅନେକ ଆହତ ହୋଇଛନ୍ତି। ମଧ୍ୟ ପ୍ରଦେଶରେ ଏହି ଘଟଣା ଘଟିଛି। ସାଗର ଜିଲ୍ଲାର ଶାହପୁରରେ…

ଆସନ୍ତା ସପ୍ତାହରେ ରାଜ୍ୟର ଅଧିକାଂଶ ଭାଗରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ମଙ୍ଗଳବାର ଠାରୁ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଅପରପକ୍ଷେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, କେନ୍ଦୁଝର, ନୂଆପଡା, ନବରଙ୍ଗପୁର, ମାଲକାନଗିରି,…

କୋରବା-ବିଶାଖା ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ, ଜଳିଗଲା ୩ AC ବଗି

ଫ୍ଲାଟଫର୍ମରେ ଠିଆ ହୋଇଥିବା ଏକ ଯାତ୍ରୀବାହୀ ଟ୍ରେନ୍‌ରେ ଲାଗିଲା ନିଆଁ। ଦେଖୁ ଦେଖୁ ହୁ ହୁ ଜଳି ଉଠିଲା ଟ୍ରେନ୍‌। ଫଳରେ ଟ୍ରେନ୍‌ର ତିନୋଟି ବଗି ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ବିଶାଖାପଟନମ୍‌ ରେଲଓ୍ୱେ ଷ୍ଟେସନରେ ଘଟିଛି ଏଭଳି କିଛି ଅଗ୍ନିକାଣ୍ଡ।…

ନୂଆ ସରକାର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିର ସର୍ବାଙ୍ଗୀନ ଉନ୍ନତି ଲାଗି କାର୍ଯ୍ୟ କରୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବରରେ ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜନଜାତି ମୋର୍ଚ୍ଚା ତରଫରୁ ନବ ନିର୍ବାଚିତ ବିଧାୟକ ଓ ସାଂସଦମାନଙ୍କ ସ୍ୱାଗତ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ସିଏମ୍‌ ଅଫିସ୍‌କୁ ବୋମାରେ ଉଡ଼ାଇ ଦେବାକୁ ଧମକ

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜୀବନ ପ୍ରତି ରହିଛି ବିପଦ। ପାଟନାରେ ସିଏମ୍‌ ଅଫିସ୍‌କୁ ବୋମା ଲଗାଇ ଉଡାଇ ଦେବାକୁ ଧମକ ମିଳିଛି। ଏହାକୁ ନେଇ ଚାରିଆଡେ ହଇଚଇ ସୃଷ୍ଟି ହୋଇଯାଇଛି। ଖବର ଅନୁଯାୟୀ, ଇମେଲ୍‌ ଜରିଆରେ ଏହି ଧମକ ମିଳିଛି।…