2024

ସେପ୍ଟେମ୍ବର ୧୦ ତାରିଖ ପରେ ରାଜ୍ୟରେ ଲାଗୁହେବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା

ଭୁବନେଶ୍ବର: ପୂର୍ବତନ ସରକାରଙ୍କ ଅନ୍ୟତମ ଲୋକପ୍ରିୟ ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ଆସନ୍ତା ମାସ (ସେପ୍ଟେମ୍ବର) ୧୦ ତାରିଖ ଯାଏଁ ଚାଲିବ। ଏହା ପରଠାରୁ ବିଏସ୍‌କେୱାଇ ବଦଳରେ ଲୋକଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମାଧ୍ୟମରେ ସ୍ବାସ୍ଥ୍ୟ ସୁବିଧା…

କୋର୍ଟରେ IRS ଜ୍ୱାଇଁଙ୍କୁ ଗୁଳି କରି ହତ୍ୟା କଲେ ଶ୍ୱଶୁର

ଚଣ୍ଡୀଗଡ଼ :ସର୍ବସମ୍ମୁଖରେ ଜ୍ୱାଇଁଙ୍କୁ ଗୁଳି କରି ହତ୍ୟା କରିଛନ୍ତି ଶ୍ୱଶୁର। ଚଣ୍ଡିଗଡ଼ ଜିଲ୍ଲା କୋର୍ଟ ପରିସରରେ ଶନିବାର ଅପରାହ୍ନରେ ଏପରି ଘଟଣା ଘଟିଛି। କୃଷି ମନ୍ତ୍ରଣାଳୟରେ କାର୍ଯ୍ୟ କରୁଥିବା ଆଇଆରଏସ ଅଧିକାରୀ ହରପ୍ରୀତ ସିଂହଙ୍କୁ ତାଙ୍କ ଶ୍ୱଶୁର ମାଲୱିନ୍ଦର ସିଂହ ସିଦ୍ଧୁ…

ବିଶ୍ୱ ଖାଦ୍ୟ ସୁରକ୍ଷାର ସମାଧାନ ଉପରେ କାମ କରୁଛି ଭାରତ – ପ୍ରଧାନମନ୍ତ୍ରୀ ମୋଦୀ

ନୂଅଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଭାରତ ଏବେ ଖାଦ୍ୟ ବଳକା ଦେଶ ଏବଂ ବିଶ୍ୱ ଖାଦ୍ୟ ସୁରକ୍ଷାର ସମାଧାନ ଦିଗରେ କାର୍ଯ୍ୟ କରୁଛି। ଆଜି କୃଷି ଅର୍ଥଶାସ୍ତ୍ରୀଙ୍କ ଅନ୍ତର୍ଜାତୀୟ ସମ୍ମିଳନୀକୁ ସଂବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ,…

ଶାନ୍ତ ରହିବାକୁ ଚେଷ୍ଟା କରୁଥିଲି, କିନ୍ତୁ ନର୍ଭସ୍ ଥିଲି – ମନୁ ଭାକର

ନୂଅଦିଲ୍ଲୀ : ଭାରତୀୟ ସୁଟର ମନୁ ଭାକର ଆଜି ୨୫ ମିଟର ବନ୍ଧୁକ ଚାଳନା ଫାଇନାଲରେ ଟିକେ ନର୍ଭସ୍ ଅନୁଭବ କରିଥିବା ସ୍ୱୀକାର କରିଛନ୍ତି। ଚତୁର୍ଥ ସ୍ଥାନରେ ରହି ପ୍ୟାରିସ ଅଲିମ୍ପିକ୍ସରେ ତୃତୀୟ ବ୍ୟକ୍ତିଗତ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି ମନୁ…

ବିବାଦରେ ଜାମିଆ ମିଲିଆ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ: ଦେଶର ପ୍ରସିଦ୍ଧ ବିଶ୍ୱବିଦ୍ୟାଳୟ ଜାମିଆ ମିଲିଆ ଇସଲାମିଆକୁ ନେଇ ବିବାଦ ଦେଖାଦେଇଛି । ଏଠାକାର କେତେକ ପ୍ରଫେସର ସେଠାରେ କାମ କରୁଥିବା ବାଲ୍ମିକି ସମ୍ପ୍ରଦାୟର ଜଣେ ବ୍ୟକ୍ତିଙ୍କୁ ବଳପୂର୍ବକ ଧର୍ମ ପରିବର୍ତ୍ତନ ପାଇଁ ଚାପ ପକାଇବା ସହ ଜାତିଗତ ନିର୍ଯାତନା…

ଶାନ୍ତି ଚୁକ୍ତିର ୨୪ ଘଣ୍ଟା ଭିତରେ ମଣିପୁରରେ ପୁଣି ହିଂସା

ଇମ୍ଫାଲ : ମଣିପୁରରେ ଥମୁନି ହିଂସା। ଶାନ୍ତି ଚୁକ୍ତିର ୨୪ ଘଣ୍ଟା ଭିତରେ ଏଠାରେ ପୁଣି ଥରେ ହିଂସା ଘଟିଛି। ଗୋଟିଏ ପଟେ ମଣିପୁରର ଜିରିବାମରେ ଶାନ୍ତି ବଜାୟ ରଖିବା ପାଇଁ ମୋତେଇ ଏବଂ ହମାର ସମ୍ପ୍ରଦାୟ ମଧ୍ୟରେ ଏକ ଚୁକ୍ତି…

କାଠଯୋଡିରେ କୁମ୍ଭୀର, ତ୍ରିଶୁଳିଆ ବ୍ରିଜ୍‌ରେ ଅସମ୍ଭାଳ ଭିଡ୍‌

କଟକ : କାଠଯୋଡି ନଦୀ ମଝିରେ ଥିବା ଶୁଖିଲା ବାଲି ଉପରେ ଗୋଟିଏ କୁମ୍ଭୀର ଶୋଇଛି। ଏହି ଖବର ପ୍ରଚାରିତ ହେବା ପରେ ତ୍ରିଶୁଳିଆ ବ୍ରିଜ୍‌ରେ ଅସମ୍ଭାଳ ଭିଡ୍‌ ପରିଲକ୍ଷିତ ହୋଇଛି। ଯେଉଁଥିପାଇଁ ଅଜଥାରେ ଟ୍ରାଫିକ୍‌ ଜାମ୍‌ ହୋଇଛି। କମିଶନରେଟ୍‌ ପୁଲିସ୍‌…

ମଧ୍ୟପ୍ରାଚ୍ୟରେ ଭୟଙ୍କର ପରିସ୍ଥିତି : ଇସ୍ରାଏଲରେ ଥିବା ଭାରତୀୟଙ୍କୁ ସତର୍କ ରହିବାକୁ ପରାମର୍ଶ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ପରିସ୍ଥିତି ଅଶାନ୍ତ ହେବାରେ ଲାଗିଛି। ହମାସ ଏବଂ ହିଜବୁଲ ସର୍ବୋଚ୍ଚ ନେତାଙ୍କ ମୃତ୍ୟୁ ପରେ ଇରାନ ଏବଂ ଏହାର ସମର୍ଥିତ ଗୋଷ୍ଠୀ ଇସ୍ରାଏଲ ଉପରେ ଡାଇରେକ୍ଟ ଆଟାକ୍ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଲେବାନନ…

୩୫ ଘଣ୍ଟା ଧରି ଟନେଲରେ ଫସି ରହିବା ପରେ ଉଦ୍ଧାର ହେଲେ ୪ ଶ୍ରମିକ, ଏବେ ବି ୪୭ ନିଖୋଜ

ସିମଲା : ଦୀର୍ଘ ୩୫ ଘଣ୍ଟାରୁ ଅଧିକ ସମୟ ଧରି ଜୀବନମରଣ ସହ ଟନେଲ ମଧ୍ୟରେ ସଂଘର୍ଷ କରୁଥିବା ହିମାଚଳ ପ୍ରଦେଶର ମଲାନା ହାଇଡ୍ରୋ ବିଜୁଳି ପ୍ରକଳ୍ପର ୪ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଏମାନେ ଡ୍ୟାମର ଟନେଲ ମଧ୍ୟରେ ଫସି…

ପରୀକ୍ଷାରେ ଜାଲିଆତି, ଘର ଭଡ଼ା ବୃଦ୍ଧିକୁ ଦାୟୀ କରି ଆତ୍ମହତ୍ୟା କଲେ UPSC ଆଶାୟୀ

ନୂଆଦିଲ୍ଲୀ : ଦିଲ୍ଲୀର ଏକ ଆଇଏଏସ କୋଚିଂ ସେଣ୍ଟରରେ ତିନି ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁର କିଛି ଦିନ ପରେ ଆଉ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ରାଜେନ୍ଦ୍ର ନଗର ସ୍ଥିତ ଏକ ହଷ୍ଟେଲରେ ଜଣେ UPSC ଆଶାୟୀ ଆତ୍ମହତ୍ୟା କରିଛନ୍ତି।…