କଟକ ତ୍ରିଶୁଳିଆ ବ୍ରିଜ୍ ରୁ ନଦୀକୁ ଡେଇଁ ପଡ଼ିଲେ ଯୁବକ
କଟକ: କଟକ ତ୍ରିଶୁଳିଆ ବ୍ରିଜ୍ ରୁ ପୁଣି ପାଣିକୁ ଡେଇଁ ନିଖୋଜ ହୋଇଯାଇଛନ୍ତି ଜଣେ ଯୁବକ । ଯୁବକ ଜଣକ ହେଲେ ତୁଷାର ଭଟ୍ଟ । ସେ ଗୁଜୁରାଟର ବୋଲି ଜଣାପଡିଛି । ତେବେ ବ୍ରିଜ୍ ଉପରେ ତାଙ୍କ କାର୍ ରହିଥିବାବେଳେ…
କଟକ: କଟକ ତ୍ରିଶୁଳିଆ ବ୍ରିଜ୍ ରୁ ପୁଣି ପାଣିକୁ ଡେଇଁ ନିଖୋଜ ହୋଇଯାଇଛନ୍ତି ଜଣେ ଯୁବକ । ଯୁବକ ଜଣକ ହେଲେ ତୁଷାର ଭଟ୍ଟ । ସେ ଗୁଜୁରାଟର ବୋଲି ଜଣାପଡିଛି । ତେବେ ବ୍ରିଜ୍ ଉପରେ ତାଙ୍କ କାର୍ ରହିଥିବାବେଳେ…
ନୂଆଦିଲ୍ଲୀ: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନରେ ରାଜ୍ୟପାଳ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ସମ୍ମିଳନୀରେ କେବଳ କେନ୍ଦ୍ର-ରାଜ୍ୟ ସମ୍ପର୍କକୁ ଗଢ଼ିତୋଳିବା ନୁହେଁ ବରଂ ସାଧାରଣ ଲୋକଙ୍କ ପାଇଁ କଲ୍ୟାଣକାରୀ ଯୋଜନାକୁ ପ୍ରୋତ୍ସାହିତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ…
ପିଲାଙ୍କ ମଧ୍ୟାହ୍ନ ଭୋଜନରୁ ବାହାରିଲା ଜୋକ। ଏପରି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ବାସୁଦେବପୁର ପୌରପାଳିକା ଅଧିନରେ ଥିବା ରାଧାକାନ୍ତପୁର ଦିବାକରମିଶ୍ର ସରକାରୀ ପ୍ରାଥମିକ ବିଦ୍ୟାଳୟରେ। ଗତକାଲି ଜଣେ ଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଉଥିବା ବେଳେ ତାଙ୍କ ଥାଳିରୁ ଏକ ବଡ଼…
ଓ୍ୱାୟନାଡ: କେରଳରେ ଘଟିଥିବା ଭୂସ୍ଖଳନରେ ପ୍ରାଣ ହରାଇଥିବା ଓଡ଼ିଆ ପୁଅ ବିଷ୍ଣୁ ପ୍ରସାଦଙ୍କ ମରଶରୀର ଆଣିବାକୁ ପ୍ରୟାସ ଆରମ୍ଭ ହୋଇଛି l ଆଜି ଓଡ଼ିଶାରେ ପହଂଚିବ ଡାକ୍ତର ବିଷ୍ଣୁପ୍ରସାଦଙ୍କ ମରଶରୀର l ଏନେଇ ସୂଚନା ଦେଇଛନ୍ତି କେରଳ ଯାଇଥିବା ବରିଷ୍ଠ ଅଧିକାରୀ…
ପ୍ରତ୍ୟାହୃତ ହୋଇ ସାରିଥିବା ନିର୍ବାଚନୀ ବଣ୍ଡ ଦୁର୍ନୀତି ଅଭିଯୋଗର ତଦନ୍ତ ପାଇଁ ହୋଇଥିବା ଆବେଦନକୁ ଆଜି ସୁପ୍ରିମକୋର୍ଟ ଖରାଜ କରି ଦେଇଛନ୍ତି। ନିର୍ବାଚନୀ ବଣ୍ଡ ଜରିଆରେ ବିଭିନ୍ନ ରାଜନୀତିକ ଦଳ ପାଇଥିବା ଚାନ୍ଦାର ଅପବ୍ୟବହାର ହୋଇଥିବା ଅଭିଯୋଗ ହୋଇଛି। ଏହାର ତଦନ୍ତ…
କଟକ : ଗୋଟିଏ ଘରୁ ପରିବାରର ତିନି ଜଣ ସଦସ୍ୟଙ୍କୁ ମୁର୍ମୁଷ ଅବସ୍ଥା ଉଦ୍ଧାର କଲା ପୋଲିସ । କଟକ ସିଡିଏ ସେକ୍ଟର ୬ ଅଞ୍ଚଳରେ ଏକ ଘର ଭିତରେ ବାପା ମା ଓ ପୁଅକୁ ଉଦ୍ଧାର କରିଛି ମର୍କତନଗର ଥାନା…
ୱାୟନାଡ ଭୂସ୍ଖଳନର ଦୁଃଖଦ ପରିସ୍ଥିତି ମଧ୍ୟରେ ଏକ ଖୁସି ଖବର ସାମ୍ନାକୁ ଆସିଛି। ଉଦ୍ଧାରାକୀ ଟିମ୍ ୪ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣେ ମହିଳା ଥିବାବେଳେ ୨ ଜଣ ପୁରୁଷ ଅଛନ୍ତି। ସୂଚନା ଅନୁସାରେ, ଆଜି…
ଭୁବନେଶ୍ବର: ସ୍କୁଲକୁ ଛାତ୍ରଛାତ୍ରୀ ଦୁଇ ଚକିଆ ଯାନ ନେଇ ଆସିବା ପ୍ରସଙ୍ଗରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ ସଚେତନ କରାଯାଉଛି। ଖୁବ୍ ଶୀଘ୍ର ସ୍କୁଲଗୁଡ଼ିକୁ ତାଗିଦ୍ କରାଯିବ। ଏନେଇ ବିଭାଗୀୟ ଅଧିକାରୀ…
ଭବାନୀପାଟଣା: ଲାଞ୍ଚ ନେବା ଭାରି ପଡିଲା । କାଲି ଧରାପଡିଥିଲେ । ଆଉ ଆଜି ବାନ୍ଧିଲା ଭିଜିଲାନ୍ସ । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ । ଗୁରୁବାର ଅର୍ଥାତ୍ ଗତକାଲି ଅପରାହ୍ଣରେ ପ୍ରାୟ…
ମୁମ୍ବାଇ: ଶିବସେନା ସାଂସଦ ସଞ୍ଜୟ ରାଉତ ଶୁକ୍ରବାର ଦିନ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି ଯେ କଂଗ୍ରେସ ସାଂସଦ ତଥା ବିରୋଧୀଦଳ ନେତା ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ କରାଯାଇପାରେ। ରାଉତ କହିଛନ୍ତି ଯେ…