2024

UGC ଦେଲା ଅନୁମତି; ନିଜସ୍ୱ ପ୍ରବେଶିକା ପରୀକ୍ଷା କରିପାରିବେ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ : ଏଣିକି ବିଶ୍ୱବିଦ୍ୟାଳୟଗୁଡ଼ିକ ନିଜସ୍ୱ ପ୍ରବେଶିକା ପରୀକ୍ଷା କରିପାରିବେ। ଯଦି ଏକାଧିକ କାଉନସେଲିଂ ପରେ ଆସନ ବଳକା ରହିଯିବ, ତେବେ ବିଶ୍ୱବିଦ୍ୟାଳୟଗୁଡ଼ିକ ନିଜସ୍ୱ ପ୍ରବେଶିକା ପରୀକ୍ଷା କରିପାରିବେ। ଏନେଇ ୟୁନିଭରସିଟି ଗ୍ରାଣ୍ଟସ କମିଶନ (UGC) ଅନୁମତି ଦେଇଛନ୍ତି। ବିଶ୍ୱବିଦ୍ୟାଳୟଗୁଡ଼ିକରେ ଆସନ…

ଇସ୍ରାଏଲ ଆକ୍ରମଣରେ ହମାସର ସେନାମୁଖ୍ୟ ମହମ୍ମଦ ଦିୟାଫ ନିହତ

ଗାଜା: ଗତ ବର୍ଷ ଅକ୍ଟୋବର ମାସରୁ ଇସ୍ରାଏଲ ଓ ହାମାସ ମଧ୍ୟରେ ତୀବ୍ର ସଂଘର୍ଷ ଚାଲିଛି। ତେବେ ଏହି ଯୁଦ୍ଧରେ ହମାସ ଏବେ ଦୁର୍ବଳ ହେବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ହାମାସର ସମସ୍ତ ଶୀର୍ଷ ନେତା ଓ ଅଧିକାରୀଙ୍କୁ ହତ୍ୟା…

‘ମୋ ବାପାଙ୍କ ମୃତ୍ୟୁରେ ଯେମିତି ଲାଗୁଥିଲା, ଆଜି ଠିକ୍ ସେପରି ଲାଗୁଛି’

ୱାୟନାଡ : ଭୁସ୍ଖଳନର ଗୋଟିଏ ଦିନ ପରେ ୱାୟନାଡ ଗସ୍ତ କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ପ୍ରଭାବିତ ଲୋକଙ୍କୁ ଭେଟିବା ସହ ସ୍ଥିତିର ଅନୁଧ୍ୟାନ କରିଛନ୍ତି। ଏହି ସମୟରେ ତାଙ୍କ ସହ ଭଉଣୀ ପ୍ରିୟଙ୍କା ଗାନ୍ଧି ମଧ୍ୟ ଉପସ୍ଥିତି ଦେଖିବାକୁ…

ହିମାଚଳ ପ୍ରଦେଶରେ ଆକାଶଫଟା ବର୍ଷା: ୩ ମୃତ, ୫୦ରୁ ଅଧିକ ନିଖୋଜ

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ । କୁଲୁ, ମଣ୍ଡି ଏବଂ ରାମପୁରରେ ବାଦଲ ଫଟା ବର୍ଷାରେ ପ୍ରଳୟ ସୃଷ୍ଟି ହୋଇଛି । ବର୍ଷାରେ ଅନେକ ଘର ଧୋଇ ହୋଇ ଯାଇଛି । ରାମପୁର ତହସିଲ୍‌ରୁ ପ୍ରାୟ ୫୦ରୁ ଅଧିକ ଲୋକ…

ପୂଜା ଖେଡକରଙ୍କ ଆଗୁଆ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ : ପୂର୍ବତନ ଟ୍ରେନି ଆଇଏଏସ ପୂଜା ଖେଡକରଙ୍କ ଜାମିନ ଆବେଦନ ଖାରଜ। ସିଭିଲ ସର୍ଭିସ ପରୀକ୍ଷାରେ ସିଟ୍ ପାଇବା ପାଇଁ ଜାଲିଆତି କରିବା ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ ଖେଡକର, ଯାହାକୁ ଆଜି ଖାରଜ କରି ଦେଇଛନ୍ତି ଅଦାଲତ।…

ଆମେ ରିଲସ ଅପେକ୍ଷା କାମରେ ବିଶ୍ୱାସ କରୁ: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: ସଂସଦରେ କଂଗ୍ରେସ ଅଭିଯୋଗର ଉତ୍ତର ଦେଉ ଦେଉ ରାଗିଗଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଆଉ ଏହାପରେ ବିରୋଧୀଙ୍କ ଉପରେ ବର୍ଷିଥିଲେ । ସିଧା ସିଧା କଂଗ୍ରେସକୁ ଟାର୍ଗେଟ କରିବା ସହିତ ସେ କହିଥିଲେ, ଆମେ କେବଳ ରିଲ୍ସ ବନେଇବା…

ପତ୍ନୀ ହତ୍ୟାକାରୀକୁ ଫାଶୀ ଦଣ୍ଡାଦେଶ

ଭୁବନେଶ୍ବର : ପତ୍ନୀ ହତ୍ୟାକାରୀ ସ୍ୱାମୀକୁ ଫାଶୀ ଦଣ୍ଡାଦେଶ। ହତ୍ୟା ଅଭିଯୁକ୍ତଙ୍କ ମାଆ, ଝିଅ, ଭାଉଜ ଓ ୧୫ ଜଣ ସାକ୍ଷୀଙ୍କ ବୟାନ୍‌ ଏବଂ ଅନ୍ୟାନ୍ୟ ତଥ୍ୟ ଆଧାରରେ ଏସଡିଜେଏମ୍‌ କୋର୍ଟ ଏହି ରାୟ ଶୁଣାଇଛନ୍ତି। ୨୦୨୨ ମସିହା ଜୁନ ୯…

ବିଜେପିରେ ଯୋଗଦେଲେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିବା ମମତା

ଭୁବନେଶ୍ବର : ବୁଧବାର ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିବା ମମତା ମହାନ୍ତ ଆଜି ବିଜେପିରେ ଯୋଗଦେଇଛନ୍ତି। ନୂଆଦିଲ୍ଲୀ ସ୍ଥିତି ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମଲ୍‌ ହୋଇଛନ୍ତି। ବିଜେପି ସାଧାରଣ ସଂପାଦକ ଅରୁଣ ସିଂହ ଓ ପ୍ରଭାରୀ ବିଜୟପାଲ୍‌…

ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ଵର: ଗିରଫ ହେଲେ ଖୋର୍ଦ୍ଧା ଜଟଣୀ ବ୍ଲକର ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତି । ନିବେଦିତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଜଣେ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ ନିବେଦିତା ମହାନ୍ତି । ସୂଚନା…

ୱାୟନାଡ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ୨୦୦ ପାର

କେରଳର ୱାୟନାଡରେ ହୋଇଥିବା ଭୟଙ୍କର ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ୨୦୦ ପାର କରିଛି। ୱାୟନାଡର ମୁଣ୍ଡାକ୍କାଇ ଓ ଚୋରାରମାଲାରେ ଭୂସ୍ଖଳନ ପରେ ନଦୀ ଜଳ ଗାଁ ଭିତରେ ପଶି ମୃତ୍ୟୁର ତାଣ୍ଡବ ରଚିଛି। ବର୍ତ୍ତମାନ ସୁଦ୍ଧା ୱାୟନାଡରେ ସୃଷ୍ଟି ହୋଇଥିବା ଜଳ ପ୍ରଳୟରେ…